ଆଜି ଦେବସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠମାସ ଶୁକ୍ଲପକ୍ଷ ପୂର୍ଣ୍ଣମୀ ତିଥିର ଏହି ଦିନକୁ ସମସ୍ତେ ଦେବସ୍ନାନ ପୂର୍ଣ୍ଣିମା ବୋଲି କହିଥାନ୍ତି। ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ...

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୂର୍ବପ୍ରସ୍ତୁତି, ଆଜି ରାତି ୧୦ଟାରୁ ୧୬ ଘଣ୍ଟା ଯାଏଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ରାତି ୧୦ଟାରୁ ଶନିବାର ଦିନ ୨ଟା ଯାଏଁ ୧୬ ଘଣ୍ଟା ଧରି ସାଧରଣ ଲୋକଙ୍କ ପାଇଁ ଠାକୁର ଦର୍ଶନ ବନ୍ଦ ରହିବ। ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀମନ୍ଦିରରେ...

ମେ’ ୧୮ରେ ଉଦଘାଟିତ ହେବ ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ’

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୁରୀ ଓ କଲିକତାର ହାୱଡା ଷ୍ଟେସନ ମଧ୍ୟରେ ଚାଲିବାକୁଥିବା ‘ବନ୍ଦେ ଭାରତ ଏକ୍ସପ୍ରେସ’ର ଗୁରୁବାର ଉଦଘାଟନ ହେବ। ପୁରୀ ରେଳ ଷ୍ଟେସନରୁ ଏହି ଟ୍ରେନର ଉଦଘାଟନ କରାଯିବ। ଏନେଇ ଦକ୍ଷିଣ-ପୂର୍ବ...

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା

ଓଡ଼ିଶାଲାଇଭ୍ ବ୍ୟୁରୋ ବଡ଼ ଠାକୁରଙ୍କ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ରବିବାର ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ହେବା ପରେ ସୋମବାରଠାରୁ ଆରମ୍ଭ ହୋଇଛି ନିର୍ମାଣ କାର୍ଯ୍ୟ। ଚଳଚଞ୍ଚଳ ହୋଇପଡ଼ିଛି...

ପଞ୍ଚଭୂତରେ ଲୀନ ହେଲା ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚଭୂତରେ ଲୀନ ହେଲା ବୀର ସହିଦ ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର। ଗାଁ ଶ୍ମଶାନରେ ଶବ ସଂସ୍କାରର ସମସ୍ତ ବିଧିବିଧାନ ସମ୍ପନ୍ନ ହେବା ପରେ ସେନା ପକ୍ଷରୁ ବୀର ଯବାନଙ୍କ...

ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଶ୍ରୀମନ୍ଦିର ବଜେଟ ଉପସ୍ଥାପିତ, ୩୦୦ କୋଟି ଟଙ୍କାର ବ୍ୟୟ ଅଟକଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ପୁରୀ ଶ୍ରୀମନ୍ଦିରର ବଜେଟ ଉପସ୍ଥାପନ କରାଯାଇଛି। ଶ୍ରୀମନ୍ଦିର ପାଇଁ ବଜେଟରେ ୩୦୦ କୋଟି ୭୯ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ...

ପୁରୀରେ ପୁଣି ଅଗ୍ନିକାଣ୍ଡ: ଜଳିଲା ନିଳାଦ୍ରୀ କମ୍ପ୍ଲେକ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ପୁଣି ଅଗ୍ନିକାଣ୍ଡ। ଶୁକ୍ରବାର ଅପରାହ୍ଣରେ ପୁରୀ ନିଳାଦ୍ରୀ କମ୍ପ୍ଲେକ୍ସରେ ଥିବା ଓଡ଼ିଶା ହାଣ୍ଡଲୁମ୍ ସୋ’ରୁମରେ ନିଆଁ ଲାଗିଛି। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି।...

୩୬ ଘଣ୍ଟା ପରେ ଲିଭିଲା ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ନିଆଁ, ଚାଲିଛି କ୍ଷୟକ୍ଷତି ଆକଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗି ଥିବା ନିଆଁ ୩୬ ଘଣ୍ଟା ପରେ ଲିଭିଛି। ବୁଧବାର ରାତିରୁ ଲାଗିଥିବା ନିଆଁକୁ ଗୁରୁବାର ରାତି ସାଢ଼େ ୮ଟା ବେଳକୁ ଆୟତ୍ତ କରିବାରେ ସମର୍ଥ...

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା: ସୁନାବେଶରେ ଦର୍ଶନ ଦେଉଛନ୍ତି ବଡ଼ଠାକୁର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା। ସୁନାବେଶରେ ଦର୍ଶନ ଦେଉଛନ୍ତି ବଡ଼ଠାକୁର। ତିନି ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ପୁରୀ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଦୋଳ ପୂର୍ଣ୍ଣିମା ଏବଂ ବଡ଼ ଠାକୁରଙ୍କ...

ଶ୍ରୀମନ୍ଦିରରେ ଭିନ୍ନକ୍ଷମଙ୍କ ଦର୍ଶନ ଲାଗି ଆରମ୍ଭ ହେବ ସ୍ୱତନ୍ତ୍ର ଝୁଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ପୁରୀ ଶ୍ରୀମନ୍ଦିରରେ ଭିନ୍ନକ୍ଷମମାନେ ବହୁତ ସହଜରେ ଠାକୁରଙ୍କ ଦର୍ଶନ କରିପାରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭିନ୍ନକ୍ଷମମାନଙ୍କ ଲାଗି ସ୍ଵତନ୍ତ୍ର ଝୁଲାର ବ୍ୟବସ୍ଥା କରାଯିବ। ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମନ୍ଦିର ପ୍ରଶାସନ...