ଦିଲ୍ଲୀରେ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନର ହେଲା ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ପ୍ରତିକ୍ଷିତ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନର ଶୁଭାରମ୍ଭ ହୋଇଯାଇଛି। ବୁଧବାର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ପତାକା ଦେଖାଇ ଏହି ଟ୍ରେନର ପ୍ରଥମ ଯାତ୍ରାର ଉଦଘାଟନ କରିଛନ୍ତି। ଏଥିଲାଗି ନୂଆଦିଲ୍ଲୀର ସଫଦରଜଙ୍ଗ ରେଳ...
ବିବାହ ପୂର୍ବରୁ ଓଡ଼ିଶା ଆସି ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ଅନନ୍ତ ଅମ୍ବାନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିବାହ ପୂର୍ବରୁ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନେବାକୁ ଓଡ଼ିଶାରେ ପହଞ୍ଚିଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଦିନ ଅନନ୍ତ ଅମ୍ବାନୀ ଭୁବନେଶ୍ୱର ବିମାନବନ୍ଦରରେ...
ନୂତନ ବର୍ଷ ୨୦୨୩କୁ ସ୍ୱାଗତ ପାଇଁ ଲୋକାରଣ୍ୟ ପୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୨ର ଶେଷ ଦିନ ଓ ନୂତନ ବର୍ଷ ୨୦୨୩କୁ ସ୍ୱାଗତ କରିବା ପାଇଁ ଲୋକାରଣ୍ୟ ହୋଇଉଠିଛି ପୁରୀ। ପୁରୀରେ ଗତ ଦୁଇ ଦିନ ଧରି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଆଗମନ ବଢ଼ିବାରେ...
ନୂଆବର୍ଷ ପାଇଁ ରାତି ୧ ଟାରୁ ଖୋଲିବ ଶ୍ରୀମନ୍ଦିର, ଦର୍ଶନ କରିବେ ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରରେ ପର୍ଯ୍ୟଟକ ତଥା ଭକ୍ତଙ୍କ ଅସମ୍ଭାଳ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ପାଇଁ...
ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା। ସ୍ୱର୍ଣ୍ଣାଭ ବେଳାଭୂମିରେ ଟ୍ରଫି ରଖି ପ୍ରଦର୍ଶିତ କରାଯିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜିଲ୍ଲା...
ମା’ମାନଙ୍କ ଆଶୀର୍ବାଦ ରହିଲେ ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ସେବାର ସୁଯୋଗ ପାଇବ ବିଜେଡି – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ନାରୀ ସଶକ୍ତ ହେଲେ ରାଜ୍ୟ ତଥା ଦେଶର ବିକାଶ ହେବ
ନୂତନ ଓଡ଼ିଶା ଗଠନର ସ୍ଵପ୍ନ ଦେଖୁଥିବା ଯୁବପିଢ଼ିଙ୍କୁ ବିଜେଡିରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ
ମହିଳାମାନେ ନେତୃତ୍ଵ ନେବାକୁ...
ଆଜି ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ, ଶ୍ରୀକ୍ଷେତ୍ରରେ ସମର୍ପଣର ସଙ୍କଳ୍ପ ନେବେ ୫୦ ହଜାର କର୍ମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ବିଜୁ ଜନତା ଦଳ ପାଳନ କରୁଛି ୨୬ତମ ପ୍ରତିଷ୍ଠା ଦିବସ। ଶ୍ରୀକ୍ଷେତ୍ରରେ ଏବର୍ଷ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହେଉଛି। ଏଥିରେ ୪୦ରୁ ୫୦ ହଜାର କର୍ମୀ ଓ ନେତାଙ୍କ...
କୋଣାର୍କ ଓ କାକଟପୁରରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶନିବାର ଭୋରୁ ପୁରୀ ଗସ୍ତରେ ଯାଇଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁପାର୍ଶ୍ଵରେ ପରିକ୍ରମା ମାର୍ଗ ବୁଲି ଦେଖିଛନ୍ତି। ଉତ୍ତରଦ୍ଵାରରୁ ପଶ୍ଚିମଦ୍ଵାର ଓ ଦକ୍ଷିଣ...
ଆସନ୍ତା ୨୧ ତାରିଖରୁ ଚିଲିକାରେ ଡଲଫିନ୍ ଗଣନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୧ ତାରିଖରୁ ଚିଲିକାରେ ଡଲଫିନ୍ ଗଣନା ଆରମ୍ଭ ହେବ। ୨୦ ତାରିଖରେ ତାଲିମ ସରିବା ପରେ ୨୧ତାରିଖଠାରୁ ୨୩ ତାରିଖ ପର୍ଯନ୍ତ ତିନି ଦିନ ଗଣନା କରାଯିବ।
ପ୍ରଥମ ଦିନରେ ବନ...
ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି, ମାତା ଯଶୋଦାଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଧନୁ ସଂକ୍ରାନ୍ତି ଅର୍ଥାତ ଆଜିଠାରୁ ଆସନ୍ତା ମକର ସକ୍ରାନ୍ତି ଯାଏଁ ଏହି ପହିଲି ଶ୍ରୀଜିଉଙ୍କୁ ଅର୍ପଣ କରାଯିବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର...





















