ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜି ପ୍ରଥମେ ମହାପ୍ରଭୁଙ୍କୁ କରାଯିବ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ପ୍ରଥମେ ବଡ଼ଠାକୁରଙ୍କୁ କରାଯିବ ନିମନ୍ତ୍ରଣ। ଏଥିପାଇଁ ଗୁରୁବାର ଅପରାହ୍ଣରେ ମହାପ୍ରଭୁଙ୍କ ନିକଟରେ ନିମନ୍ତ୍ରଣ ପତ୍ର ଅର୍ପଣ କରାଯିବ। ଏହାପରେ ଅନ୍ୟ ଧାର୍ମିକ ଅନୁଷ୍ଠାନ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାର୍ଗଶିର ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି...

ଆଜି ଓଢ଼ଣ ଷଷ୍ଠୀ, ଶ୍ରୀମନ୍ଦିରରେ ଘୋଡ଼ଲାଗି ହେଲେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଢ଼ଣ ଷଷ୍ଠୀ। ଶ୍ରୀମନ୍ଦିରରେ ଆଜିଠୁ ଘୋଡ଼ଲାଗି ହୋଇଛନ୍ତି ମହାପ୍ରଭୁ। ଶୀତରୁ ରକ୍ଷା ପାଇବା ପାଇଁ ଦରଜି ସେବକଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥିବା ଘୋଡ଼ ବା ଶୀତବସ୍ତ୍ର ମହାପ୍ରଭୁ ପରିଧାନ କରିଛନ୍ତି।...

ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ପୁରୀ): ରାଜ୍ୟ ସରକାର, ୟୁନିସେଫ ଓ ଆକ୍ସନ ଏଡର ମିଳିତ ସହଯୋଗରେ ପୁରୀଠାରେ ଆୟୋଜିତ ଦୁଇ ଦିନିଆ ରାଜ୍ୟସ୍ତରୀୟ ସଖୀ ଓ ସହେଲୀ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ୟୁନିସେଫ...

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ନେବା ବାରଣ, କଡ଼ାକଡ଼ି ହେବ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ନେଇ ହେବନି ପଲିଥିନ ବ୍ୟାଗ। ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ। ଏହି ୭ଟି ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର...

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଏହାସହ ଆଜି ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ ମଧ୍ୟ...

କୁକୁର କାମୁଡ଼ାରେ ଶିଶୁର ମୃତ୍ୟୁ ମାମଲା: ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପୁରୀ ପୌରପାଳିକାକୁ ନିର୍ଦ୍ଦେଶ ଦେଲେ...

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ କୁକୁର କାମୁଡ଼ାରେ ଜଣେ ଶିଶୁର ମୃତ୍ୟୁ ହୋଇଥିଲା। ଏହି ମାମଲାରେ ପୁରୀ ପୌରପାଳିକାକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଏହି ଟଙ୍କା...

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି, ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ...

ଆସନ୍ତା ନୂଆବର୍ଷରୁ ପୁରୀ ଶ୍ରୀମନ୍ଦିରରେ କଡ଼ା ହେବ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ନୂଆବର୍ଷରୁ ପୁରୀ ଶ୍ରୀମନ୍ଦିରରେ କଡ଼ାକଡ଼ି ପାଳନ ହେବ ନିୟମ। ଆସନ୍ତା ବର୍ଷଠାରୁ ଶ୍ରୀମନ୍ଦିର ପ୍ରବେଶ ବେଳେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡ଼ି ହେବ। ଏହା ସହ ଶ୍ରୀମନ୍ଦିର ଭିତରେ...