ନିଳାଦ୍ରୀ ବିଜେ ଦିନ ମହାପ୍ରଭୁଙ୍କୁ ଲାଗି ହୁଏ ରସଗୋଲା ଭୋଗ, ଜାଣନ୍ତୁ କ’ଣ ରହିଛି ଇତିହାସ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତବର୍ଷ ରଥଯାତ୍ରାର ଆଜି ଶେଷ ଦିନ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ଗୋଟି ପହଣ୍ଡିରେ ରତ୍ନସିଂହାସନକୁ ବିଜେ କରିବେ।
ଆଜି ମହାପ୍ରଭୁଙ୍କ ନିଳାଦ୍ରି ବିଜେ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ସନ୍ଧ୍ୟାଧୂପ ନୀତି ପରେ ଗୋଟି ପହଣ୍ଡିରେ ନୀଳାଦ୍ରି...
ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପ୍ରତିବର୍ଷ ନୀଳାଦ୍ରି ବିଜେ ତିଥିରେ ପାଳନ କରାଯାଏ ରସଗୋଲା ଦିବସ। ବର୍ଷକୁ ଗୋଟିଏ ଦିନ ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ। ଏହି ତିଥିରେ ପୁରୀ ଶ୍ରୀମନ୍ଦିରର...
ଆଜି ନୀଳାଦ୍ରି ବିଜେ – ରତ୍ନବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ରଥଯାତ୍ରାର ଅନ୍ତିମ ପର୍ବ ହେଉଛି ନୀଳାଦ୍ରି ବିଜେ। ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ଶେଷ ହେବା ପରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥରୁ ଶ୍ରୀମନ୍ଦିର ରତ୍ନବେଦୀକୁ ବିଜେ...
ଜାଣନ୍ତୁ, କେମିତି ହୁଏ ମହାପ୍ରଭୁଙ୍କ ଅଧରପଣା ପ୍ରସ୍ତୁତି?
ଓଡ଼ିଶାଲାଇଭ୍ ବ୍ୟୁରୋ
ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଅଧରପଣା ଲାଗି ହୋଇଥାଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ।
ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି...
ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଜିଉଙ୍କ ସୁନାବେଶ ନୀତି ସରିବା ପରେ ଆଜି ଅଧରପଣା ନୀତି ଅନୁଷ୍ଠିତ ହେବ। ସୁନାବେଶ ପରେ ଓ ନୀଳାଦ୍ରିବିଜେ ପୂର୍ବରୁ ଶ୍ରୀଜିଉଙ୍କର ଏହା ଏକ ଗୁରୁତ୍ୱପୂର୍ଣ୍ଣ ନୀତି। ଏହି ନୀତି ଅନୁସାରେ...
ସୁନାବେଶରେ ଝଟକୁଛନ୍ତି ରଥାରୂଢ଼ ତିନି ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ମହାପ୍ରଭୁଙ୍କ ପବିତ୍ର ସୁନାବେଶ। ରଥାରୂଢ଼ ତିନି ଠାକୁର ମହଣ ମହଣ ସୁନାରେ ସଜେଇ ହୋଇ ରାଜରାଜେଶ୍ୱର ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି। ମହାପ୍ରଭୁଙ୍କ ଭଣ୍ଡାର ଘରୁ ସ୍ଵର୍ଣ୍ଣ ଅଳଙ୍କାରମାନ...
ଶ୍ରୀଜିଉଙ୍କ ସୁନାବେଶ ପଛର ଐତିହାସିକ ଓ ତାତ୍ତ୍ଵିକ କାହାଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ[youtube https://www.youtube.com/watch?v=fTnGTjarxXY]
ରଥ ଉପରେ ମହାପ୍ରଭୁଙ୍କ ଅପୂର୍ବ ସୁନାବେଶ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି ଶ୍ରୀଜଗନ୍ନାଥ ସଂସ୍କୃତି ବିଶେଷଜ୍ଞ ପ୍ରଫେସର୍ ରଜତ କୁମାର କର।
ଶ୍ରୀକ୍ଷେତ୍ରରେ ଶ୍ରୀଜୀଉମାନଙ୍କର ବିଭିନ୍ନ ବେଶ ହୋଇଥାଏ। ସେହି ବେଶମାନଙ୍କ ମଧ୍ୟରୁ...
ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ – ଜାଣନ୍ତୁ କେଉଁ ଠାକୁର କେଉଁ ଅଳଙ୍କାର ପିନ୍ଧିଥାନ୍ତି?
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ଅନ୍ୟତମ। ମହାପ୍ରଭୁଙ୍କ ଏହି ବେଶ ଅତ୍ୟନ୍ତ ଦୁର୍ଲଭ ଓ ଆକର୍ଷଣୀୟ। ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ମହାପ୍ରଭୁ।
ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ...
ଆଜି ପବିତ୍ର ସୁନାବେଶ – ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁ ସୁନାବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି।
ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହୋଇ...
ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ପୂର୍ବ ନିର୍ଦ୍ଧାରିତ ସମସ୍ତ ନୀତି ନିର୍ଘଣ୍ଟ ଅନୁସାରେ ଶ୍ରୀଜୀଉଙ୍କ...





















