ଆଜିଠୁ ମିଳିବ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିବ ଆଡ଼ପ ଅବଢ଼ା। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ୍‌ ଷ୍ଟାଣ୍ଡରେ ଅବଢ଼ା...

ଓଡ଼ିଶାରେ ୬ ବେଳାଭୂମିର ହେବ ସୌନ୍ଦର୍ଯ୍ୟକରଣ – ଏଣିକି ଭରପୂର ମଜା ନେବେ ପର୍ଯ୍ୟଟକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆହୁରି ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଏକ ଯୋଜନା ପ୍ରସ୍ତୁତି କରିଛନ୍ତି। ଯୋଜନା ଅନୁସାରେ ରାଜ୍ୟରେ ଥିବା ୬ଟି ପ୍ରମୁଖ...

ଶରଧା ବାଲିଲେ ତିନି ରଥ – ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ରତ୍ନ ସିଂହାସନ ଛାଡ଼ି ଜନ୍ମବେଦୀକୁ ଆସିଛନ୍ତି ମହାପ୍ରଭୁ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିଛନ୍ତି କାଳିଆ ସାଆନ୍ତ। ଶରଧା ବାଲିରେ ରହିଛି ତିନି...

ବଡ଼ ଭାଇ ଓ ଭଉଣୀଙ୍କୁ ଧରି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲେ ମହାପ୍ରଭୁ ଜଗନ୍ନାଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୃଙ୍ଖଳାର ସହ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି ତିନି ରଥ। ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଥିବାରୁ ଏଭଳି ସମ୍ଭବ ହୋଇପାରିଛି। ପ୍ରଥମେ ବଡ଼ଭାଇ ବଳଭଦ୍ରଙ୍କ...

ଟେଲିଭିଜନ ମାଧ୍ୟମରେ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଘରେ ବସି ଟେଲିଭିଜନ ପରଦାରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦେଖି ହାତ ଯୋଡ଼ି ପ୍ରଣାମ ମଧ୍ୟ କରିଛନ୍ତି। ସାଙ୍ଗରେ ଉପସ୍ଥିତ ଥିଲେ ୫ଟି...

ବାଲୁକାକଳା ମାଧ୍ୟମରେ ସବୁଠାରୁ ଛୋଟ ରଥ ନିର୍ମାଣ କଲେ ସୁଦର୍ଶନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲିରେ ଦୁଇଟି ଭିନ୍ନ ଭିନ୍ନ ଆକାରର ରଥ ନିର୍ମାଣ କରିଛନ୍ତି। ୪୩.୨ଫୁଟ ଉଚ୍ଚତା ଏବଂ ୩୫ଫୁଟ...

ତାଳଧ୍ଵଜ, ଦର୍ପଦଳନ, ନନ୍ଦିଘୋଷ – ମହାପ୍ରଭୁଙ୍କ ତିନି ରଥ ବିଷୟରେ କିଛି ଅଜଣା ତଥ୍ୟ

ଓଡ଼ିଶାଲାଇଭ ବ୍ୟୁରୋ ଆଜି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ନେଇ ତିନି ରଥ ତାଳଧ୍ଵଜ, ଦର୍ପଦଳନ ଏବଂ ନନ୍ଦିଘୋଷରେ ବାହାରିଛନ୍ତି ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ। ରଥଯାତ୍ରା...

ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ – ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ନୀତି ସମ୍ପର୍ଣ୍ଣ ହେବାପରେ ଆରମ୍ଭ ହୋଇଯାଇଛି ରଥ ଟଣା...

ଛେରା ପହଁରା ନୀତି ସମ୍ପର୍ଣ୍ଣ କରି ବାହୁଡ଼ିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ପୁରୀ ଗଜପତିଙ୍କ ଛେରାପହଁରା। ଆଜି ଏହି ନୀତି ସମାପନ କରିବାକୁ ରାଜନଅରରୁ ଆସିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାମଯାନରେ ବସି ଗଜପତି ରଥପାଖକୁ ଆସିଥିଲେ।...

ବଡ଼ଦାଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବଡ଼ଦାଣ୍ଡକୁ ଆସି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳା ନନ୍ଦ ସରସ୍ଵତୀ ମହାରାଜ। ପ୍ରଥମେ ବଳଭଦ୍ର, ଦ୍ୱିତୀୟରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ...