ପୁରୀ ମାଉସୀ ମା’ ମନ୍ଦିରରୁ ଚୋରି – ଗଜପତି ମହାରାଜ କହିଲେ ମନ୍ଦିରର ସୁରକ୍ଷା ଓ ନିରାପତ୍ତା ସୁନିଶ୍ଚିତ...
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ବଳଗଣ୍ଡି ଛକ ନିକଟରେ ଥିବା ମାଉସୀ ମା’ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ରାତିରେ କିଛି ଦୁର୍ବୃତ୍ତ ମନ୍ଦିର ଗେଟ୍ ତାଲା କାଟିବା ସହ ହୁଣ୍ଡି ଭାଙ୍ଗି...
ପିପିଲି ଉପନିର୍ବାଚନ – ପ୍ରାର୍ଥିପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ପିପିଲି ଆସନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରର୍ଥୀ ଆଶ୍ରିତ ପଟ୍ଟନାୟକ। ସମର୍ଥକଙ୍କ ଗହଣରେ ଏକ ବିଶାଳ ରାଲିରେ ଯାଇ ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ...
ଶ୍ରୀମନ୍ଦିରର ବିକାଶ ପାଇଁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ଦାନ କଲେ ରାଷ୍ଟ୍ରପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରବିବାର ରାଉରକେଲା ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସୋମବାର ପୁରୀରେ ଜଗା ଦର୍ଶନ ସାରି କୋଣାର୍କରେ ସୂର୍ଯ୍ୟମନ୍ଦିର ବୁଲି ଦେଖିଛନ୍ତି। ପୁରୀରେ...
ମାର୍ଚ୍ଚ ୧୮ରେ ଯାଞ୍ଚ ହେବ ପୁରୀ ଜଗନ୍ନାଥ ମନ୍ଦିରର ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ମାର୍ଚ୍ଚ ୧୮ ତାରିଖରେ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯିବ। ନାସନାଲ ସିକ୍ୟୁରିଟି ଗାର୍ଡ ବା ଏନଏସଜି ପକ୍ଷରୁ ଏକ ପାଞ୍ଚ ଜଣିଆ ଟିମ ପରୀକ୍ଷାମୂଳକ ଯାଞ୍ଚ କରିବେ।
ଯଦି...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଫାଲ୍ଗୁନ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ...
ଶ୍ରୀମନ୍ଦିର ପରିକ୍ରମା ଯୋଜନା ସାଢ଼େ ୪ କୋଟି ଓଡ଼ିଆଙ୍କର ନିଜ ଯୋଜନା – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନା କରିଛନ୍ତି।
"ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ। ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ଵାସ...
ନିର୍ବାଚନ ପୂର୍ବରୁ ପିପିଲିକୁ ୭୦ କୋଟି ଭେଟି – ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ ବ୍ୟୁରୋ
ପୁରୀ ଜିଲ୍ଲା ପିପିଲି ଓ ଡେଲାଙ୍ଗ ବ୍ଲକ ସହିତ ପିପିଲି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ...
ଏଣିକି ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ ପାଇଁ ଶୁଳ୍କ ଲାଗିବ ନାହିଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବାକୁ ହେଲେ ଶ୍ରଦ୍ଧାଳୁଙ୍କୁ ଏଣିକି ପ୍ରବେଶ ଶୁଳ୍କ ଦେବାକୁ ପଡିବ ନାହିଁ। ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଗୁଣ୍ଡିଚା ମନ୍ଦିର ପ୍ରବେଶ ପାଇଁ...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ତେଣୁ...
ଜଗା ଦର୍ଶନ କରିବାକୁ ଯାଉଛନ୍ତି କି? ଜାଣନ୍ତୁ ନୂଆ ନିୟମ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋହଳ ହୋଇଛି ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା। ଏଣିକି ପୂର୍ବପରି ସବୁଦିନ ଜଗା ଦର୍ଶନର ସୁଯୋଗ ପାଇବେ ଭକ୍ତ। ଶୁକ୍ରବାର ଅର୍ଥାତ୍ ଆଜିଠାରୁ ଏହି ବ୍ୟବସ୍ଥା ଲାଗୁ ହୋଇଛି। କୋଭିଡ ନିୟମ ସହିତ...




















