ଆଜି କାର୍ତ୍ତିକ ମାସ ପ୍ରଥମ ସୋମବାର, ଶ୍ରୀମନ୍ଦିରରେ ହବିଷ୍ୟାଳିଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହୋଇଛି ଧର୍ମ ମାସ କାର୍ତ୍ତିକ। ଆଉ ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ବିଶ୍ୱାସ ରହିଛି ଏହି ମାସରେ ହବିଷ କଲେ ପୂଣ୍ୟ ମିଳିଥାଏ। ସକାଳୁ ଚଉରା ମୂଳେ...

ଶ୍ରୀମନ୍ଦିରରେ ନୂଆ ରାଜ୍ୟପାଳ ରଘୁବର ଦାସ, ଦାୟିତ୍ଵ ଗ୍ରହଣ ପୂର୍ବରୁ ଜଗା ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ଵ ଗ୍ରହଣ କରିବା ପୂର୍ବରୁ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଗଜନ୍ନାଥଙ୍କୁ ଦର୍ଶନ କରିଛନ୍ତି ରଘୁବର ଦାସ। ସୋମବାର ଦିନ ନିଜ ପରିବାର ସଦସ୍ୟଙ୍କ ସହ...

ଆଜି କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି କୁମାର ପୂର୍ଣ୍ଣିମାରେ ପଡ଼ୁଛି ଚନ୍ଦ୍ରଗ୍ରହଣ। ଏହି ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ପାଇଁ ଶନିବାର ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଗ୍ରହଣ ଆରମ୍ଭ ହେବାର ୯ ଘଣ୍ଟା ପୂର୍ବରୁ ଶ୍ରୀମନ୍ଦିରରେ...

ଆଜି ପବିତ୍ର ଦଶହରା: ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ପାଳିତ ହେଉଛି ଦଶହରା ପର୍ବ। ମଙ୍ଗଳବାର ଦଶହରା ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କର ସୁନାବେଶ। ସୁବର୍ଣ୍ଣ ଅଳଙ୍କାରରେ ସୁସଜ୍ଜିତ ହୋଇ...

ଶ୍ରୀମନ୍ଦିର ୪ ଦ୍ଵାର ଖୋଲିବା ଓ ରତ୍ନଭଣ୍ଡାର ମରାମତି ଦାବିରେ ପୁରୀରେ କଂଗ୍ରେସର ବିଶାଳ ସମାବେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରର ୪ ଦ୍ଵାର ଖୋଲିବା, ରତ୍ନଭଣ୍ଡାର ମରାମତି ଏବଂ ଶ୍ରୀଜଗନ୍ନାଥଙ୍କ ଜମି ହସ୍ତାନ୍ତର ଆଦି ଦାବି ନେଇ ସୋମବାର ଦିନ ପୁରୀରେ କଂଗ୍ରେସର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି। ଆସନ୍ତା ୨୮...

ଆଜି ପବିତ୍ର ମହାଳୟା, ପିତୃପୁରୁଷଙ୍କୁ ପିଣ୍ଡଦାନ ପାଇଁ ପୁରୀ ଓ ଯାଜପୁରରେ ପ୍ରବଳ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀକ୍ଷେତ୍ର ପୁରୀ ଓ ଯାଜପୁରର ନାଭିଗୟାରେ ପିଣ୍ଡଦାନ କରିବା ଲାଗି ଲୋକଙ୍କ...

ଶ୍ରୀମନ୍ଦିର ପ୍ରବେଶ ବେଳେ ପୋଷାକ ପରିଧାନ ପ୍ରସଙ୍ଗ: ଛତିଶାନିଯୋଗ ଓ ହୋଟେଲ ସଂଘର ସହଯୋଗ ଲୋଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିବା ସମୟରେ ପୋଷାକ ପରିଧାନରେ ଶାଳୀନତା ଆଣିବା ଲାଗି ଅକ୍ଟୋବର ୯ ତାରିଖରେ ନୀତି ସବ୍ କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା। ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ...

ଆସିଲା କଟକଣା: ଅଶାଳୀନ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ଚିରା, ଫଟା ଜିନ୍ସ ପିନ୍ଧି ଯାଇହେବନି ଶ୍ରୀମନ୍ଦିର ଶ୍ରୀମନ୍ଦିର ପ୍ରବେଶ ବେଳେ ହାତକଟା ଡ୍ରେସ ମନା ଆସନ୍ତା ବର୍ଷ ଜାନୁଆରି ପହିଲାରୁ କଡ଼ା ହେବ ନିୟମ ଯାଞ୍ଚ କରିବେ ଜେଟିପି ଓ ପ୍ରତିହାରୀ ସେବକ ଏଣିକି ଯାହା...

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଶ୍ୱିନ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଗୁରୁବାର ଆଶ୍ୱିନ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ଅନୁଷ୍ଠିତ ହେବ ପୁରୀ ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ବନକଲାଗି...

ଆସନ୍ତାକାଲି ବଡ଼ ଠାକୁରଙ୍କ ବନକ ଲାଗି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଅନୁଷ୍ଠିତ ହେବ ପୁରୀ ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି କାରଣରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଏ ନେଇ ବୁଧବାର ଦିନ ସୂଚନା ଦେଇଛନ୍ତି...