ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ମାମଲା: ପନ୍ତିବଡୁ ସେବକ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାୟଙ୍କୁ ନିଲମ୍ବିତ କରାଯାଇଛି। ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ପୁରୀ: ରହିବାକୁ ମିଳିଲାନି ଜାଗା, ଖୋଲା ଆକାଶ ତଳେ ରାତି କାଟିଲେ ଶହ ଶହ ହବିଷ୍ୟାଳି

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଶୀତ କାକରରେ ରାତି କାଟିଲେ ଶହ ଶହ ଅଣପଞ୍ଜୀକୃତ ହବିଷ୍ୟାଳି। ଗୁରୁବାର ରାତିରେ ବୃନ୍ଦାବତୀ ନିବାସ ଓ ବଗଲା ଧର୍ମଶାଳା ବାହାରେ ହବିଷ୍ୟାଳିମାନେ ରାତି କାଟିଛନ୍ତି। ଅନଲାଇନ୍ ଆବେଦନ ସତ୍ତ୍ୱେ...

ରହିବାକୁ ଜାଗା ମିଳୁନି, ପୁରୀରେ ହନ୍ତସନ୍ତ ହବିଷ୍ୟାଳି

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଣ୍ଡ ଗୁଞ୍ଜିବାକୁ ଜାଗା ମିଳୁନଥିବାରୁ ପୁରୀରେ ହନ୍ତସନ୍ତ ହେଉଛନ୍ତି ହବିଷ୍ୟାଳି। ହବିଷ୍ୟାଳି ଯୋଜନାରେ ପଞ୍ଜୀକରଣ କରିନଥିବା କାର୍ତ୍ତିକ ବ୍ରତଧାରୀଙ୍କୁ ରହିବାକୁ ଅନୁମତି ମିଳୁନାହିଁ। ଫଳରେ ଏହି ହବିଷ୍ୟାଳି ମା’ମାନେ ପୁରୀ ବୃନ୍ଦାବତୀ...

ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ପୁରୀରେ ହବିଷ୍ୟାଳିଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ମାସ। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। କାର୍ତ୍ତିକ ବ୍ରତ ପାଇଁ ପୁରୀରେ ହବିଷ୍ୟାଳିଙ୍କ ଭିଡ଼ ଲାଗିଛି। ବିଶ୍ୱାସ ରହିଛି ଏହି ମାସରେ ହବିଷ କଲେ ପୂଣ୍ୟ ମିଳିଥାଏ।...

ଅକ୍ଟୋବର ୧୮ରୁ କେବଳ ସିଂହଦ୍ଵାର ଓ ପଶ୍ଚିମ ଦ୍ଵାର ଦେଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୧୮ ତାରିଖରୁ କେବଳ ସିଂହଦ୍ଵାର ଏବଂ ପଶ୍ଚିମ ଦ୍ଵାର ଦେଇ ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ଭକ୍ତ। କାର୍ତ୍ତିକ ମାସରେ ଭକ୍ତ ତଥା କାର୍ତ୍ତିକ ବ୍ରତଧାରୀଙ୍କ ଭିଡ଼କୁ ଦୃଷ୍ଟିରେ...

ଏଣିକି ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ ଘିଅ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣିକି ଶ୍ରୀମନ୍ଦିରେ ବ୍ୟବହାର ହେବ ଓମଫେଡ ଘିଅ। ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ ଘିଅ ବ୍ୟହବାର କରାଯିବ। ଏ ନେଇ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିରର ଆବଶ୍ୟକତାକୁ ଦୃଷ୍ଟିରେ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ଏହି ଅବସରରେ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଆଶ୍ୱୀନ ମାସ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଏହି ନୀତି...

ଆଜି ପବିତ୍ର ଦଶହରା: ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ପାଳିତ ହେଉଛି ଦଶହରା ପର୍ବ। ମଙ୍ଗଳବାର ଦଶହରା ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କର ସୁନାବେଶ। ସୁବର୍ଣ୍ଣ ଅଳଙ୍କାରରେ ସୁସଜ୍ଜିତ ହୋଇ...

ହବିଷ୍ୟାଳିଙ୍କ ପାଇଁ ଖୁସି ଖବର, ଅକ୍ଟୋବର ୬ରୁ ଆରମ୍ଭ ହେବ ଅନଲାଇନ ଆବେଦନ

ଓଡ଼ିଶାଲାଇଭ ବ୍ୟୁରୋ ହବିଷ୍ୟାଳିଙ୍କ ପାଇଁ ଖୁସି ଖବର। ହବିଷ୍ୟାଳି ଯୋଜନାରେ ଅକ୍ଟୋବର ୬ ତାରିଖରୁ ଆରମ୍ଭ ହେବ ଅନଲାଇନ୍ ଆବେଦନ ପ୍ରକ୍ରିୟା। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ। ଏହି...