ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ବୁଧବାର ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ରାଜ୍ୟ ବିଜେପି ମୁଖ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ...

ପୁରୀରେ ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’ ଉଦଘାଟିତ: ଫ୍ରେମ ଭିତରେ କଳା ସଂସ୍କୃତିର ଉତ୍କୃଷ୍ଟ ଚିତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଆରମ୍ଭ ହୋଇଯାଇଛି ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’। ସ୍ଥାନୀୟ ସଂସ୍କୃତି ଭବନ ପରିସରର ଲଳିତକଳା ଏକାଡେମୀ ଆର୍ଟ ଗ୍ୟାଲେରୀରେ ସୋମବାର ଦିନ ଏହି ଫଟୋଗ୍ରାଫି ମହୋତ୍ସବ ଉଦଘାଟିତ ହୋଇଛି। ଏହି...

ପୁରୀ ଜିଲ୍ଲାରେ ୪ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ପୁରୀ ଜିଲ୍ଲରେ ୪ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ...

ବନକଲାଗୀ ନୀତି ପରେ ଝଟକିଲା ମହାପ୍ରଭୁଙ୍କ ଶ୍ରୀମୁଖ

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ ବାଦ ବିବାଦ ଉପରେ ପୂର୍ଣ୍ଣଚ୍ଛେଦ ପଡ଼ି ଅନୁଷ୍ଠିତ ହେଲା ବଡ଼ଠାକୁରଙ୍କ ବନକଲାଗି ନୀତି। ଦୀର୍ଘ ଦେଢ଼ମାସ ପରେ ବୁଧବାର ଦିନ ମହୁପ୍ରଭୁଙ୍କର ହେଲା ଶ୍ରୀମୁଖ ଶିଙ୍ଗାର। ଚମକିଲା ମଳିନ ପଡ଼ିଯାଇଥିବା...
jagannath

ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି 

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ବୁଧବାର ଦିନ ହେବ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ...

ବୁଧବାର ଦିନ ହେବ ମହାପ୍ରଭୁଙ୍କର ବନକଲାଗି ନୀତି  

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ବାଦ ବିବାଦ ପରେ ଆସନ୍ତାକାଲି, ବୁଧବାର ଦିନ ହେବ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବଡ଼ ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ...

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଶୀଘ୍ର ମରାମତି ଆବଶ୍ୟକ – ହାଇକୋର୍ଟରେ ଏଏସଆଇର ସତ୍ୟପାଠ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)। ଏଥିରେ ରତ୍ନଭଣ୍ଡାରର ସ୍ଥିତି ଭଲ ନଥିବାରୁ ଶୀଘ୍ର ମରାମତି ଆବଶ୍ୟକ ଥିବା...

ଭକ୍ତଙ୍କ ପାଇଁ ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ଵାର

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ଭକ୍ତଙ୍କ ଲାଗି ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ଵାର। ବର୍ତ୍ତମାନ ୪ ଦ୍ଵାର ନଖୋଲିବା ଲାଗି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ପରିକ୍ରମା ପ୍ରକଳ୍ପ କାମ ଶେଷ ହୋଇନଥିବାରୁ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର। ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ପରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଛି। ଏହାପୂର୍ବରୁ ଏଏସଆଇ ଦ୍ୱାରା ରତ୍ନଭଣ୍ଡାରର ଯାଞ୍ଚ କରାଯିବ।...

ସମ୍ଭାବ୍ୟ ବନ୍ୟାକୁ ନେଇ ପୁରୀ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାକୁ ନେଇ ଚିନ୍ତା ବଢ଼ିଛି। ପୁରୀ ଜିଲ୍ଲାରେ ବନ୍ୟା ସମ୍ଭାବନା ଥିବାରୁ ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ...