ହକି ଚାମ୍ପିଅନସିପ୍‌ର କନିଷ୍ଠ ପୁରୁଷ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବା ଓଡ଼ିଶା ଟିମକୁ ରାଉରକେଲାରେ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ତାମିଲନାଡୁର କୋଭିଲପଟିଠାରେ ହକି ଇଣ୍ଡିଆ ପକ୍ଷରୁ ଆୟୋଜିତ ୧୧ତମ ଜାତୀୟ ଚାମ୍ପିଅନସିପ୍-୨୦୨୧ର କନିଷ୍ଠ ପୁରୁଷ ବର୍ଗରେ ଭାଗନେଇ ଓଡ଼ିଶା ହକି ଟିମ୍ ବ୍ରୋଞ୍ଜ ପଦକ ହାସଲ କରିଛି। ତେଣୁ ଏହି ଟିମର...

ରାଉରକେଲା ସରକାରୀ ଚିକିତ୍ସାଳୟ କ୍ୟାଣ୍ଟିନକୁ ‘ଇଟ୍ ରାଇଟ୍ କ୍ୟାମ୍ପସ’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=2PLrkSbp4Uk] ଇଟ୍ ସ୍ମାର୍ଟ ସିଟି ଚାଲେଞ୍ଜ ଅଧୀନରେ ରାଉରକେଲା ସରକାରୀ ଚିକିତ୍ସାଳୟ (ଆର୍‌ଜିଏଚ୍)ର କ୍ୟାଣ୍ଟିନକୁ ‘ଇଟ୍ ରାଇଟ୍ କ୍ୟାମ୍ପସ’ ପ୍ରମାଣପତ୍ର ମିଳିଛି। ଖାଦ୍ୟ ପ୍ରସ୍ତୁତିରେ ସ୍ୱଚ୍ଛତା ଏବଂ ଶୁଦ୍ଧତା ପାଇଁ କେନ୍ଦ୍ର...

ବଲିଉଡରେ ରାଉରକେଲା ଝିଅ ରୋଜା ରଣାଙ୍କ କମାଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ[youtube https://www.youtube.com/watch?v=RMlGCLCBrQQ] ବଲିଉଡ କୋରିଓଗ୍ରାଫର ଭାବେ ପରିଚୟ ସୃଷ୍ଟି କରିଥିବା ରୋଜା ରଣାଙ୍କ ସହିତ ଓଡ଼ିଶାଲାଇଭ୍‌ର ସ୍ୱତନ୍ତ୍ର ସାକ୍ଷାତକାର। ଷ୍ଟିଲ୍‌ ସିଟି ରାଉରକେଲାର ଝିଅ ରୋଜା ରଣା, ବଲିଉଡରେ ସୃଷ୍ଟି କରିଛନ୍ତି ପରିଚୟ। ମାଧୁରୀ...

ରାଉରକେଲା ସରକାରୀ ଚିକିତ୍ସାଳୟର କ୍ୟାଣ୍ଟିନକୁ ଏଫଏସଏସଏଆଇ ପକ୍ଷରୁ ମିଳିଲା ‘ଇଟ୍ ରାଇଟ୍ କ୍ୟାମ୍ପସ’ ପ୍ରମାଣପତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଇଟ୍ ସ୍ମାର୍ଟ ସିଟି ଚାଲେଞ୍ଜ ଅଧୀନରେ ରାଉରକେଲା ସରକାରୀ ଚିକିତ୍ସାଳୟ (ଆରଜିଏଚ)ର  କ୍ୟାଣ୍ଟିନକୁ ‘ଇଟ୍ ରାଇଟ୍ କ୍ୟାମ୍ପସ’ପ୍ରମାଣପତ୍ର ମିଳିଛି। ଖାଦ୍ୟ ପ୍ରସ୍ତୁତିରେ ସ୍ୱଚ୍ଛତା ଏବଂ ଶୁଦ୍ଧତା ପାଇଁ କେନ୍ଦ୍ର ସରକାରଙ୍କ ଖାଦ୍ୟ...

‘ବ୍ଲୁମବର୍ଗ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’- ବିଶ୍ଵର ଟପ୍ ୧୫ ସହରରେ ସ୍ଥାନ ପାଇଲା ରାଉରକେଲା

ଓଡ଼ିଶାଲାଇଭ୍ ବ୍ୟୁରୋ ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି। ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର ଏକମାତ୍ର ସହର। ଏହି ବିଶେଷ...

‘ନର୍ଚରିଂ ନେବରହୁଡସ୍ ଚ୍ୟାଲେଞ୍ଜ’ ଅଧୀନରେ ଦେଶର ପ୍ରମୁଖ ୧୦ଟି ସହର ଭିତରେ ସ୍ଥାନ ପାଇଲା ସ୍ମାର୍ଟ ସିଟି ରାଉରକେଲା

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ମାର୍ଟ ସିଟି ରାଉରକେଲା ପାଇଁ ଖୁସି ଖବର। ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଚାଲିଥିବା ‘ନର୍ଚରିଂ ନେବରହୁଡସ୍ ଚ୍ୟାଲେଞ୍ଜ’ କାର୍ଯ୍ୟକ୍ରମରେ ରାଉରକେଲା ସହର ଭାଗନେଇ...

ପ୍ରସ୍ତୁତିରେ ସ୍ୱଚ୍ଛତା ଓ ଶୁଦ୍ଧତା ପାଇଁ ରାଉରକେଲାର ତାରିଣୀ ମାତା ମନ୍ଦିର ପ୍ରସାଦକୁ ମିଳିଲା ଏଫଏସଏସଏଆଇ ‘ଭୋଗ’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=mzLjFnbsvCI]ରାଉରକେଲାର ପାନପୋଷ ରୋଡରେ ଥିବା ତାରିଣୀ ମାତା ମନ୍ଦିରର ପ୍ରସାଦକୁ ମିଳିଲା ନୂଆ ପରିଚୟ। ପ୍ରସାଦ ପ୍ରସ୍ତୁତିରେ ସ୍ୱଚ୍ଛତା ଓ ଶୁଦ୍ଧତା ପାଇଁ ଭାରତ ସରକାରଙ୍କ ଖାଦ୍ୟ ସୁରକ୍ଷା ଓ...

୨୦୨୨ ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ: କ୍ରୀଡ଼ା...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ଇଲେକ୍ଟ୍ରୋନିକ୍ ଏବଂ ସୂଚନା...

ରାଉରକେଲା: ପରଲୋକଗତ ଫଟୋ ସାମ୍ବାଦିକ ବିଶ୍ୱଜିତ ସାହୁଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ଓଡ଼ିଶାଲାଇଭ୍ ବ୍ୟୁରୋ ସାମ୍ବାଦିକ ଭାବେ କାର୍ଯ୍ୟରତ ଥିବା ସମୟରେ ମୃତ୍ୟୁ ହୋଇଥିବା ରାଉରକେଲାର ଫଟୋ ସାମ୍ବାଦିକ ବିଶ୍ୱଜିତ ସାହୁଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛି।...

ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ରେ ରାଜ୍ୟରେ ସୁନ୍ଦରଗଡ଼ ଶ୍ରେଷ୍ଠ ଜିଲ୍ଲା: ଆବର୍ଜନାମୁକ୍ତ ସହର ଭାବେ ରାଉରକେଲାକୁ ‘ୱାନ୍ ଷ୍ଟାର’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବିକାଶ ମନ୍ତ୍ରାଳୟ ପକ୍ଷରୁ କରାଯାଇଥିବା ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ରେ ସୁନ୍ଦରଗଡ଼ ଜିଲ୍ଲା ରାଜ୍ୟରେ ଶ୍ରେଷ୍ଠ ଜିଲ୍ଲା ଭାବେ ମାନ୍ୟତା ପାଇଛି। ସହରାଞ୍ଚଳରେ ପରିମଳ ପରିଚାଳନା...