ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ରେ ରାଜ୍ୟରେ ସୁନ୍ଦରଗଡ଼ ଶ୍ରେଷ୍ଠ ଜିଲ୍ଲା: ଆବର୍ଜନାମୁକ୍ତ ସହର ଭାବେ ରାଉରକେଲାକୁ ‘ୱାନ୍ ଷ୍ଟାର’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବିକାଶ ମନ୍ତ୍ରାଳୟ ପକ୍ଷରୁ କରାଯାଇଥିବା ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ରେ ସୁନ୍ଦରଗଡ଼ ଜିଲ୍ଲା ରାଜ୍ୟରେ ଶ୍ରେଷ୍ଠ ଜିଲ୍ଲା ଭାବେ ମାନ୍ୟତା ପାଇଛି। ସହରାଞ୍ଚଳରେ ପରିମଳ ପରିଚାଳନା...

ପ୍ରସ୍ତୁତିରେ ସ୍ୱଚ୍ଛତା ଓ ଶୁଦ୍ଧତା ପାଇଁ ରାଉରକେଲାର ତାରିଣୀ ମାତା ମନ୍ଦିର ପ୍ରସାଦକୁ ମିଳିଲା ଏଫଏସଏସଏଆଇ ‘ଭୋଗ’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାର ପାନପୋଷ ରୋଡରେ ଥିବା ତାରିଣୀ ମାତା ମନ୍ଦିରର ପ୍ରସାଦକୁ ମିଳିଲା ନୂଆ ପରିଚୟ। ପ୍ରସାଦ ପ୍ରସ୍ତୁତିରେ ସ୍ୱଚ୍ଛତା ଓ ଶୁଦ୍ଧତା ପାଇଁ ଭାରତ ସରକାରଙ୍କ ଖାଦ୍ୟ ସୁରକ୍ଷା ଓ ମାନକ...

ରାଜଗାଙ୍ଗପୁରରେ ଖୋଲିଲା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ତିଆରି ହେଉଛି ସୁଆଦିଆ ଜଳଖିଆ ମିଶନଶକ୍ତି ମା’ଙ୍କୁ ମିଳୁଛି ରୋଜଗାର ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ...

ସୁନ୍ଦରଗଡ଼ ପରେ ଏବେ ରାଉରକେଲାରେ ସ୍ଥାପନ ହେବ ସ୍ପିରୁଲିନା ଚିକି ପ୍ରସ୍ତୁତି ୟୁନିଟ୍, ଏସ୍‌ଏଚ୍‌ଜି ମହିଳା କରିବେ ପରିଚାଳନା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ପରେ ଏବେ ପାନପୋଷ ଉପଖଣ୍ଡରେ ସ୍ଥାପନ ହେବାକୁ ଯାଉଛି ସ୍ପିରୁଲିନା ଚିକି ପ୍ରସ୍ତୁତି ୟୁନିଟ୍। ଏଥିପାଇଁ ଶୁକ୍ରବାର ଦିନ ରାଉରକେଲାର ମା’ ତାରିଣୀ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଏବଂ ଜିଲ୍ଲା...

ସ୍ମାର୍ଟସିଟି ରାଉରକେଲାରେ ମହିଳାଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ‘ସ୍ତନ୍ୟପାନ କକ୍ଷ’ ସ୍ଥାପନ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ତନ୍ୟପାନ କରାଉଥିବା ମହିଳାଙ୍କ ପାଇଁ ସ୍ମାର୍ଟସିଟି ରାଉରକେଲାର ସର୍ବସାଧାରଣ ସ୍ଥାନମାନଙ୍କରେ ସ୍ୱତନ୍ତ୍ର ‘ସ୍ତନ୍ୟପାନ କକ୍ଷ’(ଫିଡିଙ୍ଗ୍ ରୁମ୍) ସ୍ଥାପନ କରାଯାଇଛି। ସ୍ତନ୍ୟପାନ କରୁଥିବା ଶିଶୁଙ୍କୁ ନେଇ ବିଭିନ୍ନ କାମରେ ବାହାରକୁ ଆସୁଥିବା ମା’ମାନଙ୍କ...

ରାଉରକେଲାରେ ପ୍ରତିଷ୍ଠା ହେବ ସୌରଚାଳିତ ଶୀତଳଭଣ୍ଡାର, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ପରିଚାଳନା ଦାୟିତ୍ୱ

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାଉରକେଲା: ଚାଷୀ, ଛୋଟ ଛୋଟ ପରିବା ଏବଂ ଫଳ ବ୍ୟବସାୟୀମାନଙ୍କ ସୁବିଧା ପାଇଁ ରାଉରକେଲା ସହରରେ ସୌରଚାଳିତ ଶୀତଳଭଣ୍ଡାର ପ୍ରତିଷ୍ଠା କରାଯିବ। ଏହି ଶୀତଳଭଣ୍ଡାରକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ...

ରାଉରକେଲାରେ ୪ ହକି ଅଲିମ୍ପିଆନଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଏବଂ ମହିଳା ହକି ଦଳରେ ଭାଗ ନେଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ ଜଣ ହକି ତାରକାଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ, ସମ୍ବର୍ଦ୍ଧନା ଦିଆଯାଇଛି। ରାଉରକେଲା ମହାନଗର...

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି...

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୨ ଜୁଲାଇ ସୁଦ୍ଧା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟ ସରିବ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କରାଯାଉଛି ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ରାଉରକେଲାରେ...

ରାଉରକେଲାଠାରେ ୭୫ତମ ସ୍ୱାଧୀନତା ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା: ରାଉରକେଲା ସହରର ଉଦିତ ନଗର ପଡ଼ିଆଠାରେ ରବିବାର ୭୫ତମ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳନ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ମୁଖ୍ୟ ଅତିଥି ଭାବେ...

ସୁନ୍ଦରଗଡ଼ର ବୀର ପୁଅ ବୀରେନ୍ଦ୍ର – ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ୍ ପଦକ ଜିତି ପୂରା କଲେ ପରିବାରର ସ୍ୱପ୍ନ

ଶୁଭଶ୍ରୀ ନାୟକ ଟୋକିଓ ଅଲିମ୍ପିକ୍ସର ବ୍ରୋଞ୍ଜ୍‌ ପଦକ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ କ୍ରୀଡ଼ା କ୍ୟାରିୟରରେ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଯୋଗାଇଛି। ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଲକ ଲଛଡ଼ାର ପୁଅ ବୀରେନ୍ଦ୍ର ଲାକ୍ରା...