ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଆସିଲା ଭିସେରା ରିପୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ “ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି”, ଭିସେରା ରିପୋର୍ଟ ଆସିବା ପରେ ଏହା କହିଛନ୍ତି ତଦନ୍ତକାରୀ ଅଧିକାରୀ ଡିଏସପି ବନିତା...

ଏଏସଆଇ ଆଲିସା ଲୁଗୁନ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ଦାବି କଲେ ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି ପରିବାର ଲୋକ। ଗୁରୁବାର ଦିନ ମୃତ ଆଲିସାଙ୍କ ସ୍ୱାମୀ ପ୍ରେସମିଟ୍ କରି ଏହି...

ମାଡ଼ ନୁହେଁ, ରୋଗ କାରଣରୁ ଏଏସଆଇ ଆଲିସା ଲୁଗୁନଙ୍କର ମୃତ୍ୟୁ ହୋଇଛି – ଏସପି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଉଦିତନଗର ଥାନାର ମହିଳା ଏଏସଆଇ ଆଲିସ ଲୁଗୁନଙ୍କର ମାଡ଼ ଯୋଗୁଁ ନୁହେଁ ବରଂ ରୋଗ କାରଣରୁ ମୃତ୍ୟୁ ହୋଇଛି ବୋଲି ଶନିବାର ଦିନ ସୂଚନା ଦେଇଛନ୍ତି ରାଉରକେଲା ଏସପି ମିତ୍ରଭାନୁ...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଡିଲିଟ ହୋଇଛି ହୋଟେଲର ସିସିଟିଭି ଡାଟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ହଟି ପାରୁନି ପରଦା। ମୃତ୍ୟୁର ୨୮ ଦିନ ପରେ ମଧ୍ୟ ସତ ଖୋଜିବାକୁ ପ୍ରୟାସ ଜାରି ରଖିଛି ପୋଲିସ। ସୁସ୍ମିତା ମିଞ୍ଜଙ୍କ...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ଜନ ଅସନ୍ତୋଷ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ଜନ ଅସନ୍ତୋଷ ବଢ଼ିବାକୁ ଲାଗିଛି। ମୃତ ସୁସ୍ମିତାଙ୍କ ପରିବାର, ଜିଲ୍ଲା ଆଦିବାସୀ ମଞ୍ଚ ଏବଂ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ସତ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା ଉପରୁ ଉଠିପାରୁନି ପରଦା। କଲ ଡିଟେଲ ରେକର୍ଡ (ସିଡିଆର) ଆଧାରରେ ଆରମ୍ଭ ହୋଇଛି ତଦନ୍ତ। ଏ ନେଇ ମଙ୍ଗଳବାର ଦିନ ସୂଚନା...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସଆଇ ଆଲିସା ଲୁଗୁନ ମୃତ୍ୟୁ ମାମଲାକୁ ନେଇ ତେଜୁଛି ଆନ୍ଦୋଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାର ଦୁଇ ମହିଳା ଅଧିକାରୀଙ୍କ ମୃତ୍ୟୁକୁ ନେଇ ତେଜୁଛି ଆନ୍ଦୋଳନ। ଗୁରୁବାର ଦିନ ବିଜେପି ପକ୍ଷରୁ ସୁନ୍ଦରଗଡ଼ ବନ୍ଦ କରାଯାଇଥିବାବେଳେ ଶୁକ୍ରବାର ଦିନ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ...

ରହସ୍ୟ ଘେରରେ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ମାମଲା: ଆଜି...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢ଼ିବାକୁ ଲାଗିଛି। ଗୋଟିଏ ଅଞ୍ଚଳର ଦୁଇ ଦୁଇ ଜଣ ମହିଳା ଅଧିକାରୀଙ୍କର ସନ୍ଦେହଜନକ ଭାବେ...

ସୁସ୍ମିତା ମିଞ୍ଜ-ଆଲିସା ଲୁଗୁନଙ୍କ ମୃତ୍ୟୁ ମଧ୍ୟରେ କୌଣସି ଲିଙ୍କ ନାହିଁ – ଏସପି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ଘଟଣାରେ କୌଣସି ଲିଙ୍କ ନଥିବା ବୁଧବାର ଦିନ ସ୍ପଷ୍ଟ କରିଛନ୍ତି ରାଉରକେଲା ଏସପି ମିତ୍ରଭାନୁ...

ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନ ମୃତ୍ୟୁ ମାମଲାରେ ୨ ଜଣ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁକୁ ନେଇ ସସପେନ୍ସ ବଢ଼ୁଥିବା ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରିଛି ପୋଲିସ। ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ପୂର୍ବର ଏକ ଭିଡିଓ ଏବେ...