ସମ୍ବଲପୁର: ୬ ଘଣ୍ଟାର ପରିଶ୍ରମ ପରେ ବୋରୱେଲରୁ ଉଦ୍ଧାର ହେଲା ନବଜାତ ଶିଶୁ
ଓଡ଼ିଶାଲାଇଭ୍ ବ୍ୟୁରୋ
୬ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ବୋରୱେଲରୁ ଉଦ୍ଧାର ହେଲା ନବଜାତ ଶିଶୁ। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଲାରିପାଲି ଗାଁ ନିକଟ ଜଙ୍ଗଲରେ ଥିବା ପରିତ୍ୟକ୍ତ ବୋରୱେଲରୁ ଶିଶୁଟିକୁ...
ବୋରୱେଲ ଭିତରୁ କଅଁଳ ଜୀବନ ବଞ୍ଚାଇବାକୁ ଚାଲିଛି ପ୍ରୟାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ପରିତ୍ୟକ୍ତ ବୋରୱେଲ ଭିତରେ ଫସିଛି ଗୋଟିଏ କଅଁଳା ଜୀବନ। ଶିଶୁଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିବାକୁ ଚାଲିଛି ଅହରହ ପ୍ରୟାସ। ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ, ଓଡ୍ରାଫ, ଡାକ୍ତର, ପ୍ରଶାସନ ଏବଂ...
ସମ୍ବଲପୁର: ବୋରୱେଲରେ ପଡ଼ିଲା ନବଜାତ ଶିଶୁ, ଉଦ୍ଧାର ଅଭିଯାନ ଚଳାଇଛି ଅଗ୍ନିଶମ ବାହିନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଲାରିପାଲି ଗାଁ ନିକଟ ଜଙ୍ଗଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଙ୍ଗଳବାର ଅପରାହ୍ଣରେ ଏଠାରେ ଏକ ପରିତ୍ୟକ୍ତ ବୋରୱେଲ ଭିତରେ ନବଜାତ ଶିଶୁ ପଡ଼ିଯାଇଛି।...
ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର-ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୀମସାରରେ କୌଣସି ଏକ କାରଣକୁ କେନ୍ଦ୍ର କରି ଜଣେ ପିଜି ଛାତ୍ର ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି।
ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର ଓ ଘରୋଇ ସୁରକ୍ଷା କର୍ମୀଙ୍କ ମଧ୍ୟରେ...
ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେଲା ନବାନ୍ନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଗଣପର୍ବ ନୂଆଁଖାଇରେ ଉତ୍ସବମୁଖର ହୋଇଛି ସମଗ୍ର ପଶ୍ଚିମ ଓଡ଼ିଶା। ଏହି ଅବସରରେ ବୁଧବାର ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି। ଏହି ସମୟରେ ଢୋଲ,...
ନୂଆଁଖାଇ ପାଇଁ ବାହାରିଲା ଲଗ୍ନ, ସେପ୍ଟେମ୍ବର ୨୦ରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ନିର୍ଦ୍ଧାରିତ
ସେପ୍ଟେମ୍ବର ୨୦ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀରେ ପାଳନ ହେବ ନୂଆଁଖାଇ
ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପରେ...
ସମ୍ବଲପୁର: ଘର ଭିତରୁ ମା’ ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ସମ୍ବଲପୁର): ବନ୍ଦ ଘର ଭିତରୁ ମା’ ପୁଅଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ଏହି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ଅନୁଗୁଳିଆପଡ଼ାରେ। ମୃତକମାନେ ହେଲେ...
ହୀରାକୁଦରେ ଜଳସ୍ତର ହ୍ରାସ, କମୁଛି ମହାନଦୀରେ ବନ୍ୟାର ଭୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବର୍ଷା କମିବାପରେ ମହାନଦୀରେ ବନ୍ୟା ଜଳର ପରିମାଣ ହ୍ରାସ ପାଇଛି। ଏଥିପାଇଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କମିବାରେ ଲାଗିଛି। ତଥାପି ପୂର୍ବରୁ ହୀରାକୁଦରେ ଜଳସ୍ତର ଅଧିକ ଥିବାରୁ ଏବେ ୨୦ଟି...
ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା: ଖୋଲିଲା ହୀରାକୁଦର ୧୭ଟି ଗେଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ମହାନଦୀ ତଳ ମୁଣ୍ଡରେ ବନ୍ୟା କାମୁଥିବାବେଳେ ଉପର ମୁଣ୍ଡରେ ବର୍ଷା ଜଟିଳ ସମସ୍ୟା ସୃଷ୍ଟି କରିଛି। ଛତିଶଗଡ଼ ଓ ଓଡ଼ିଶାର ମହାନଦୀ ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ...
ମହରମ ପାଇଁ ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହେବନି କୌଣସି ଶୋଭାଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ମହରମ ପାଇଁ ସଜାଗ ହୋଇଛି ସମ୍ବଲପୁର। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ସହରରେ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ମହରମ ଅବସରରେ ସହରରେ କୌଣସି ଶୋଭାଯାତ୍ରା କରିବା ପାଇଁ...