ପିପିଲି: ଛାତ୍ରୀଙ୍କ ଦେହରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ଘଟଣାକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିବା ବେଳେ ପୁରୀ ଜିଲ୍ଲା ପିପିଲି ବଳଙ୍ଗା ଥାନା ଅଞ୍ଚଳରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା।...
ମୟୂରଭଞ୍ଜ: ୩ କଲରାପତରିଆ ବାଘ ଚମଡ଼ା ସହ ୭ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ କର୍ତ୍ତୃପକ୍ଷ ଏବଂ ବାରିପଦା ବନଖଣ୍ଡ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ମିଳିତ ଭାବେ ଚଢ଼ଉ କରାଯାଇ ୩ଟି କଲରାପତରିଆ ବାଘ ଛାଲ ଜବତ କରାଯିବା...
ବାରିପଦାରୁ ୫୨ କିଜି ଗଞ୍ଜେଇ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରି ଜାତୀୟ ରାଜପଥର ବୁଢ଼ାମରା ଛକ ନିକଟରେ ଥିବା ଏକ ଫାର୍ମ ହାଉସରୁ ୫୨ କିଲୋଗ୍ରାମ ଗଞ୍ଜେଇ...
ପଞ୍ଚଭୂତରେ ଲୀନ ହେଲା ସୌମ୍ୟାଶ୍ରୀଙ୍କ ମରଶରୀର
ଓଡ଼ିଶାଲାଇଭ୍ ବ୍ୟୁରୋ
ପଞ୍ଚଭୂତରେ ଲୀନ ହେଲା ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମରଶରୀର। ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ସୁନାଧରଭସାଣ ପଞ୍ଚାୟତର ପଳାସିଆ ଗ୍ରାମରେ ଶୋକାକୂଳ ପରିବେଶ ମଧ୍ୟରେ ତାଙ୍କର...
ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୀବନ-ମରଣ ସଂଗ୍ରାମରେ ହାରିଗଲେ ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ। ଭୁବନେଶ୍ଵରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସୋମବାର ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ଘୋଷଣା...
ଜୀବନ-ମରଣ ସହ ସଂଗ୍ରାମ କରୁଛନ୍ତି ଏଫଏମ କଲେଜ ଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାରା ରାଜ୍ୟକୁ ସ୍ତବ୍ଧ କରିଛି ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ଘଟଣା। ଆତ୍ମାହୁତି ଉଦ୍ୟମ ପରେ ଏବେ ଭୁବନେଶ୍ଵରସ୍ଥିତ ଏମ୍ସ ହସ୍ପିଟାଲରେ ଜୀବନ-ମରଣ ସହ ସଂଗ୍ରାମ କରୁଛନ୍ତି ଛାତ୍ରୀ ଜଣକ।
ଛାତ୍ରୀଙ୍କ ଶରୀରର...
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ପୁଞ୍ଜିଲାଲ ମେହେରଙ୍କୁ ଆଜୀବନ ଜେଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଦୀର୍ଘ ୭ ବର୍ଷ ପରେ ଆସିଲା ବଡ଼ ରାୟ। ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ପାଟଣାଗଡ଼ ଏଡିଜେ କୋର୍ଟ।...
କରଞ୍ଜିଆରେ ବାରହା ମାଂସ ଜବତ, ଦୁଇ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ଶିମିଳିପାଳ ପାଦଦେଶ କିରିକିଚିପାଳ ଗ୍ରାମରେ ବନ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ବାରହା ମାଂସ ଜବତ କରିବା...
ବାଲେଶ୍ଵର ରାସ୍ତାରେ ସୁରକ୍ଷିତ ନୁହନ୍ତି ମହିଳା: ୪ ବର୍ଷରେ ୮୧ ଜଣ ଅସଦାଚରଣର ଶିକାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାର ବିଭିନ୍ନ ରାସ୍ତାରେ ସୁରକ୍ଷିତ ନୁହନ୍ତି ମହିଳା। ଗତ ୪ ବର୍ଷ ମଧ୍ୟରେ ୮୧ ଜଣ ମହିଳା ଅସଦାଚରଣର ଶିକାର ହୋଇଛନ୍ତି। ଜିଲ୍ଲାର ବିଭିନ୍ନ...
ନବ ଦାସଙ୍କ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
କେଉଁ ମୋଡ଼ ନେବ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣା। ହତ୍ୟା ଘଟଣାର ଗୁମର ଖୋଲିବାକୁ ପୁଣି ତନାଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଝାରସୁଗୁଡ଼ାସ୍ଥିତ ସ୍ଵର୍ଗତ ନବ ଦାସଙ୍କ...




















