ନବ ଦାସ ହତ୍ୟା ଘଟଣା: ଅଭିଯୁକ୍ତ ଗୋପାଳଙ୍କୁ ଝାରସୁଗୁଡାରୁ ଚୌଦ୍ୱାର ଜେଲ ସ୍ଥାନାନ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଝାରସୁଗୁଡ଼ା ଉପକାରାଗାରରୁ ଚୌଦ୍ୱାର ଜେଲକୁ ସ୍ଥାନାନ୍ତର କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଗୋପାଳଙ୍କୁ ଚୌଦ୍ୱାର ଜେଲକୁ ସ୍ଥାନାନ୍ତର ପାଇଁ କୋର୍ଟଙ୍କ...

ସରିଲା ରିମାଣ୍ଡ ଅବଧି, ଜେଲ୍ ଗଲେ ଅଭିଯୁକ୍ତ ଗୋପାଳ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସ। ରିମାଣ୍ଡ ଅବଧି ଶେଷ ହେବା ପରେ ସୋମବାର ଦିନ କଡ଼ା ସୁରକ୍ଷା ମଧ୍ୟରେ ଗୋପାଳଙ୍କୁ ଝାରସୁଗୁଡ଼ା...

କୋରାପୁଟ: ବାଲଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ୩୨ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ପ୍ରାୟ ୩୨ ଲକ୍ଷ ଟଙ୍କା ଲୁଟି ନେଇ ଏଟିଏମକୁ ଜାଳି ଦେଇଛନ୍ତି...

ପୁଣି ୫ ଦିନ ରିମାଣ୍ଡରେ ଯିବେ ଅଭିଯୁକ୍ତ ଗୋପାଳ ଦାସ: ନାର୍କୋ ଟେଷ୍ଟ ପାଇଁ କୋର୍ଟଙ୍କ ଅନୁମତି

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ଏଥିଲାଗି ବୁଧବାର ଦିନ ଅନୁମତି ଦେଇଛନ୍ତି ଝାରସୁଗୁଡ଼ା ଜେଏମଏଫସି କୋର୍ଟ। ପୂର୍ବରୁ ଦୁଇ...

ନବ ଦାସ ହତ୍ୟା ମାମଲା: ଘଟଣା ଅନୁଧ୍ୟାନ ପାଇଁ କ୍ରାଇମ ସ୍ପଟରେ ଜଷ୍ଟିସ ଜେପି ଦାସ ଓ ଡିଜିପି...

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ଅନୁଧ୍ୟାନ କରିବା ପାଇଁ ବୁଧବାର ଦିନ ବ୍ରଜରାଜନଗର ଗାନ୍ଧୀଛକଠାରେ ପହଞ୍ଚିଛନ୍ତି ଜଷ୍ଟିସ ଜେପି ଦାସ ଏବଂ ଡିଜିପି ସୁନିଲ ବଂଶଲ। ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼...

ବନ୍ଧୁକ ଧରି ନବ ଦାସଙ୍କ ହତ୍ୟା ଘଟଣାର ଡେମୋ ଦେଖାଇଲେ ଗୋପାଳ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରଜରାଜନଗର ଗାନ୍ଧୀଛକଠାରେ ମନ୍ତ୍ରୀ ନବ ଦାସଙ୍କୁ କେମିତି ଗୁଳି କରିଥିଲେ ଗୋପାଳ ଦାସ? କ’ଣ ଘଟିଥିଲା ଜାନୁଆରି ୨୯ ତାରିଖ ଦିନ? ସୋମବାର ଦିନ ଘଟଣାସ୍ଥଳକୁ ଆସି ଡେମୋ ଦେଖାଇଛନ୍ତି ନବ...

ନବ ଦାସଙ୍କୁ ଗୁଳି, କାହିଁକି ମଟନ ଖାଇ ଖୁସି ହେଲେ ମୀନତି ବହିଦାର?

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ମଟନ ଖାଇ ଖୁସି ମନାଇଲେ କଟକର ମୀନତି ବହିଦାର।  ଚର୍ଚ୍ଚାରେ ମୀନତି ବହିଦାର। ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା...

ନବ ଦାସଙ୍କ ହତ୍ୟାକାଣ୍ଡକୁ ୧୦ ଦିନ: ସିବିଆଇ ତଦନ୍ତ ଦାବି କଲା ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ “ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ୧୦ ଦିନ ହେଲାଣି, ତଥାପି ହତ୍ୟାର କାରଣ ଖୋଜି ପାଉନି କ୍ରାଇମବ୍ରାଞ୍ଚ। ୧୦ ଦିନ ହେଲା ତଦନ୍ତ ଆଳରେ ନବ ଦାସଙ୍କ ହତ୍ୟା ଘଟଣାର...

କୋରାପୁଟ: ଦମ୍ପତିଙ୍କଠାରୁ ଲୁଟ ହୋଇଥିବା ଟଙ୍କା ଜବତ, ୩ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟ ଟ୍ରାଫିକ୍ ଛକ ନିକଟ ମାର୍କେଟରୁ ୩ ଲକ୍ଷ ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାସ କରିଛି କୋରାପୁଟ ଟାଉନ ଥାନା ପୋଲିସ। ଗତ ଜାନୁଆରି ୩୧ ତାରିଖରେ କୋରାପୁଟ ସଦର...

ନବ ଦାସଙ୍କ ହତ୍ୟାକାଣ୍ଡରେ ଉପକୂଳ ନେତାଙ୍କ ହାତ ଥିବା ଅଭିଯୋଗ ଆଣିଲା ବିଜେପି ଓ କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣା ଆଜି ୯ ଦିନରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ମନ୍ତ୍ରୀଙ୍କ ହତ୍ୟା ପଛର କାରଣ ଖୋଜି ପାଉନି କ୍ରାଇମବ୍ରାଞ୍ଚ। ଏହାରି ମଧ୍ୟରେ ନବ ଦାସଙ୍କ...