କନ୍ଧମାଳ ଜଙ୍ଗଲରୁ ୮ କୁଇଣ୍ଟାଲ ଗଞ୍ଜେଇ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଉପର ପାଙ୍ଗା ପଞ୍ଚାୟତର ଶିକାରୀ ଗ୍ରାମ ନିକଟ ଜଙ୍ଗଲରୁ ପ୍ରାୟ ୮ କୁଇଣ୍ଟାଲ ୨୫ କେଜି ଗଞ୍ଜେଇ ଜବତ କରାଯାଇଛି।...
ଜୟପୁର: ୧ କୋଟି ଟଙ୍କାର ଗଞ୍ଜେଇ ଓ ଗୋଟିଏ ମାଉଜର ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ପୋଲିସ ଇରିଗେସନ କଲୋନୀରେ ଥିବା ଏକ ଘରୁ ଏକ କୁଇଣ୍ଟାଲ ୧୪୫ କେଜି ଗଞ୍ଜେଇ ଓ ଗୋଟିଏ ମାଉଜର ଜବତ କରିଛି। ଜବତ ଗଞ୍ଜେଇର...
ନବ ଦାସ ହତ୍ୟା ମାମଲା: ତଦନ୍ତ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଲେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ମିଳୁନି ନବ ଦାସଙ୍କ ଛାତିକୁ ବିଦ୍ଧ କରିଥିବା ଗୁଳି
ଏଫବିଆଇ ତଦନ୍ତକୁ ନେଇ ପ୍ରଶ୍ନ
“ଗୋପାଳକୁ ମାନସିକ ରୋଗୀ ପ୍ରମାଣ କରିବାକୁ ଚାଲିଛି ପ୍ରୟାସ”
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ...
ଉତ୍ତରପ୍ରଦେଶର ଡ୍ରାଇଭରଙ୍କୁ କୋରାପୁଟରୁ ଅପହରଣ: ୫ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋରାପୁଟ): ଉତ୍ତରପ୍ରଦେଶର ଅମରୋହା ଅଞ୍ଚଳର ଡ୍ରାଇଭର ଅବଦୁଲ ମାନଙ୍କୁ କୋରାପୁଟରୁ ଅପହରଣ କରାଯିବା ଘଟଣାର ପର୍ଦ୍ଦାଫାସ କଲା କୋରାପୁଟ ପୋଲିସ। ଅପହରଣ ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ...
ମୟୂରଭଞ୍ଜ: ନାବାଳିକା ଦୁଷ୍କର୍ମ ମାମଲା, ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଜଣେ ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ମୟୂରଭଞ୍ଜ ଜିଲ୍ଲାର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଦୁଷ୍କର୍ମ ମାମଲାରେ ବାଦାମପାହାଡ଼ ଥାନା ଅନ୍ତର୍ଗତ କୁଷୁମୀ...
ଦିଲ୍ଲୀ ଘଟଣା: ରାତିରେ ପ୍ରେମିକାକୁ ହତ୍ୟା, ସକାଳେ ଅନ୍ୟ ଝିଅକୁ ବିବାହ କଲା ପ୍ରେମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଦିଲ୍ଲୀରୁ ଆସିଲା ଛାତିଥରା ଖବର। ଶ୍ରଦ୍ଧା ହତ୍ୟା ଘଟଣାକୁ ଲୋକେ ଭୁଲି ନଥିବାବେଳେ ସେହିଭଳି ଜଘନ୍ୟ ଘଟଣାର ପୁନରାବୃତ୍ତି ହୋଇଛି।
ଦୀର୍ଘ ଦିନର ପ୍ରେମିକାକୁ ରାତିରେ ହତ୍ୟା କରି ତା’ର ଶବକୁ...
ନବ ଦାସ ହତ୍ୟା ଘଟଣା: ଅଭିଯୁକ୍ତ ଗୋପାଳଙ୍କୁ ଝାରସୁଗୁଡାରୁ ଚୌଦ୍ୱାର ଜେଲ ସ୍ଥାନାନ୍ତର
ଓଡ଼ିଶାଲାଇଭ୍ ବ୍ୟୁରୋ
ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଝାରସୁଗୁଡ଼ା ଉପକାରାଗାରରୁ ଚୌଦ୍ୱାର ଜେଲକୁ ସ୍ଥାନାନ୍ତର କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଗୋପାଳଙ୍କୁ ଚୌଦ୍ୱାର ଜେଲକୁ ସ୍ଥାନାନ୍ତର ପାଇଁ କୋର୍ଟଙ୍କ...
ସରିଲା ରିମାଣ୍ଡ ଅବଧି, ଜେଲ୍ ଗଲେ ଅଭିଯୁକ୍ତ ଗୋପାଳ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ ଗଲେ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସ। ରିମାଣ୍ଡ ଅବଧି ଶେଷ ହେବା ପରେ ସୋମବାର ଦିନ କଡ଼ା ସୁରକ୍ଷା ମଧ୍ୟରେ ଗୋପାଳଙ୍କୁ ଝାରସୁଗୁଡ଼ା...
କୋରାପୁଟ: ବାଲଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ୩୨ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ପ୍ରାୟ ୩୨ ଲକ୍ଷ ଟଙ୍କା ଲୁଟି ନେଇ ଏଟିଏମକୁ ଜାଳି ଦେଇଛନ୍ତି...
ପୁଣି ୫ ଦିନ ରିମାଣ୍ଡରେ ଯିବେ ଅଭିଯୁକ୍ତ ଗୋପାଳ ଦାସ: ନାର୍କୋ ଟେଷ୍ଟ ପାଇଁ କୋର୍ଟଙ୍କ ଅନୁମତି
ଓଡ଼ିଶାଲାଇଭ୍ ବ୍ୟୁରୋ
ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ଏଥିଲାଗି ବୁଧବାର ଦିନ ଅନୁମତି ଦେଇଛନ୍ତି ଝାରସୁଗୁଡ଼ା ଜେଏମଏଫସି କୋର୍ଟ। ପୂର୍ବରୁ ଦୁଇ...