ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳ ଦାସଙ୍କୁ ପୁଣି ୪ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସଙ୍କୁ ରିମାଣ୍ଡରେ ନେଇ କ୍ରାଇବ୍ରାଞ୍ଚ ଖୋଳତାଡ଼ କରିଥିବାବେଳେ ଶନିବାର ୪ ଦିନିଆ ରିମାଣ୍ଡର ଅବଧି ଶେଷ ହୋଇଛି। ରିମାଣ୍ଡ ସମୟ ମଧ୍ୟରେ ଅଭିଯୁକ୍ତ...

ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ମୁହଁ ଖୋଲିଲେ ପୋଲିସ ଡିଜି: କହିଲେ “ତଦନ୍ତ ଶେଷ ହେବା...

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ୫ ଦିନ ପରେ ଶୁକ୍ରବାର ଦିନ ମୁହଁ ଖୋଲିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି,...

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳ ଦାସଙ୍କ ଭଡ଼ାଘରେ କ୍ରାଇମବ୍ରାଞ୍ଚ ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାକୁ ନେଇ ସରଗରମ ହୋଇଛି ରାଜ୍ୟ ରାଜନୀତି। ହତ୍ୟା ଘଟଣାକୁ ୫ ଦିନ ହୋଇଥିଲେ ମଧ୍ୟ ମନ୍ତ୍ରୀଙ୍କ ହତ୍ୟା ପଛର କାରଣ ଏଯାଏଁ ଜଣାପଡ଼ୁନି। ମନ୍ତ୍ରୀ...

ସିନେମା ହଲରେ ଗଣ୍ଡଗୋଳ: ବିଚାର ବିଭାଗୀୟ ହାଜତକୁ ଗଲେ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ

ଓଡ଼ିଶାଲାଇଭ୍ ବ୍ୟୁରୋ ସିନେମା ହଲରେ ଗଣ୍ଡଗୋଳ କରିବା ସହ ସିନେମା ହଲ ମାଲିକଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଜେପି ସିଂ ସାଲୁଜାଙ୍କୁ ଗିରଫ କରିଥିଲା ପୋଲିସ। ଜାମିନ...

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ସମୟ ଗଡ଼ୁଛି, ସନ୍ଦେହ ବଢ଼ୁଛି

ଓଡ଼ିଶାଲାଇଭ୍ ବ୍ୟୁରୋ ସମୟ ଯେତିକି ଗଡ଼ୁଛି ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ସନ୍ଦେହ ସେତିକି ବଢ଼ିବାକୁ ଲାଗିଛି। ଜଣେ ପୋଲିସ ଅଧିକାରୀ ଦିନ ଦ୍ଵି’ପ୍ରହରରେ ଜଣେ ପ୍ରଭାବଶାଳୀ ନେତାଙ୍କୁ କାହିଁକି ଗୁଳି...

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଏଏସଆଇ ଗୋପାଳକୃଷ୍ଣ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ନବ କିଶୋର ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ଗିରଫ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଗୋପାଳକୃଷ୍ଣ ପୂର୍ବରୁ ମନ୍ତ୍ରୀ...

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ହତ୍ୟା ଅଭିଯୋଗରେ ବନ୍ଧା ହେଲା ଆଶୀର୍ବାଦ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଙ୍ଗକୁ ହତ୍ୟା କରିବା ଅଭିଯୋଗରେ ଜଣକୁ ଗିରଫ କରିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ପୋଲିସ। ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ଛାତ୍ର ଆଶୁତୋଷ ମହାପାତ୍ରଙ୍କୁ ହତ୍ୟା କରିବା ଅଭିଯୋଗରେ...

କୋରାପୁଟ: ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଖଣ୍ଡ ଖଣ୍ଡ କଲା ସ୍ଵାମୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ସ୍ତ୍ରୀକୁ ଅତି ବିଭତ୍ସ ଭାବେ ଟାଙ୍ଗିଆରେ ହାଣି ଖଣ୍ଡ ଖଣ୍ଡ କରି ହତ୍ୟା କରିଛି ସ୍ଵାମୀ। ଏହିଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗିର୍ଲିଗୁମା...

ଜୟପୁର: ୩୩୦ କେଜି ଗଞ୍ଜେଇ ଜବତ, ୭ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ଜୟପୁର ସଦର ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିବା ସହ ପ୍ରାୟ ୩୩୦ କେଜିର ଗଞ୍ଜେଇ ଜବତ କରିଛି। କୋରାପୁଟ ଜିଲ୍ଲାରୁ ରାଜ୍ୟ...

ହରିପୁର ଜଙ୍ଗଲରେ ବନ୍ଦ ସୁଟକେସରୁ ମିଳିଲା ଶବ: ପତ୍ନୀଙ୍କ ସମେତ ୩ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ନାଚୁଣୀ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ଜଙ୍ଗଲରୁ ଗୋଟିଏ ସୁଟକେସ ଭିତରୁ ରବିବାର ଦିନ ଜଣେ ଯୁବକର ମୃତ ଦେହ ଉଦ୍ଧାର କରିଥିଲା ପୋଲିସ। ଏହି ଘଟଣାରେ ସୋମବାର...