ଜେଲ ଭିତରେ ଗୋବିନ୍ଦ ସାହୁ ମୃତ୍ୟୁ ମାମଲା: ତଦନ୍ତ କରିବେ ଜେଲ ଡିଆଇଜି

ଓଡ଼ିଶାଲାଇଭ୍ ବ୍ୟୁରୋ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁକୁ ନେଇ ଏବେ ସନ୍ଦେହ ଉପୁଜିଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। କେମିତି ହେଲା ଗୋବିନ୍ଦ ସାହୁଙ୍କ...

ନୟାଗଡ଼: ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ, ଗୁଳି ମାଡ଼ରେ ଜଣେ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ନିକଟସ୍ଥ କୃଷ୍ଣପ୍ରସାଦ ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟି ଜଣଙ୍କର ମୃତ୍ୟୁ ହୋଇଛି। ସୋମବାର ଦିନ ବିପକ୍ଷ ଗୋଷ୍ଠୀଙ୍କ ଗୁଳିମାଡ଼ରେ ଗ୍ରାମର ଅନିରୁଦ୍ଧ ନାୟକଙ୍କର...

ନୟାଗଡ଼: ଟ୍ୟୁସନ ସାରି ଫେରିବା ବାଟରୁ ନିଖୋଜ ହେଲେ କୁରାଳ ଗାଁର ଅମ୍ରିତ ପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଟ୍ୟୁସନ ସାରି ଘରକୁ ଫେରୁଥିଲେ। କିନ୍ତୁ ଘରେ ପହଞ୍ଚିବା ପୂର୍ବରୁ ଅଧାବାଟରୁ ନିଖୋଜ ହୋଇଯାଇଛନ୍ତି ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୁରାଳ ଗାଁର ସପ୍ତମ ଶ୍ରେଣୀ ଛାତ୍ର ଅମ୍ରିତ ପାତ୍ର। ୩...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗ ବ୍ଲାକମେଲିଂ ଏବଂ ଅର୍ଥ ହେରଫେର ମାମଲାରେ ଦୁଇଥର ଇଡି କାର୍ଯ୍ୟାଳୟରେ ହାଜର ହୋଇଥିବା ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଶନିବାର ଦିନ ତୃତୀୟ ଥର ପାଇଁ ହାଜର ହୋଇଛନ୍ତି।...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ତଥ୍ୟ ପାଇଁ ଖଣ୍ଡଗିରି ଥାନାରେ ପହଞ୍ଚିଲା ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗ ବ୍ଲାକମେଲିଂ ଏବଂ ଅର୍ଥ ହେରଫେର ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ କରିବାକୁ ଶୁକ୍ରବାର ଦିନ ଖଣ୍ଡଗିରି ଥାନାରେ ପହଞ୍ଚିଥିଲା ଇଡିର ତଦନ୍ତକାରୀ ଟିମ୍। ଖଣ୍ଡିଗିରି ଥାନାରୁ ଗୋଟିଏ ଫାଇଲ...

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଆନନ୍ଦଙ୍କ ସହ ଫେସବୁକରୁ ଚିହ୍ନା ହୋଇଥିବା କହିଲେ ମନଜିତ ଟେଟେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଇନଫୋସିଟି ଥାନାରେ ବୁଧବାର ଦିନ ହାଜର ହୋଇଥିବା ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେଙ୍କୁ ୩ ଘଣ୍ଟାରୁ ଅଧିକ ସମୟ...

ନାବାଳିକା ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ଜଣେ ନବମ ଶ୍ରେଣୀ ଛାତ୍ରୀକୁ ଅପହରଣ ପରେ ଦୁଷ୍କର୍ମ କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକକୁ ଗିରଫ କରିଛି ଜୟପୁର ଟାଉନ ଥାନା ପୋଲିସ। ଅଭିଯୁକ୍ତ ହେଲେ କୁନ୍ଦୁରା ଥାନା ଅନ୍ତର୍ଗତ...

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଇନଫୋସିଟି ଥାନାରେ ହାଜର ହେଲେ ମନଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଇନଫୋସିଟି ଥାନାରେ ହାଜର ହୋଇଛନ୍ତି ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେ। ଆନନ୍ଦଙ୍କ ମୃତ୍ୟୁ ମାମଲାରେ ମନଜିତଙ୍କୁ ଜେରା କରାଯାଇଛି। ଏହା ପୂର୍ବରୁ ମଙ୍ଗଳବାର ଦିନ ଆନନ୍ଦ...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ ଅର୍ଚ୍ଚନାଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା। ଓଡ଼ିଶା ହାଇକୋର୍ଟ ତାଙ୍କ ଆଗୁଆ ଜାମିନ...

ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନ ପାଇଁ ରିମାଣ୍ଡରେ ନେବ ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନିଆ ରିମାଣ୍ଡରେ ନେବ ଇଡି। ଏଥିପାଇଁ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି କୋର୍ଟ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ଵର କୋର୍ଟରେ ହାଜର ହୋଇଥିଲେ...