ରାୟଗଡ଼ା: କଲେଜ ଛାତ୍ରଙ୍କୁ ହତ୍ୟା ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷର ଛାତ୍ର ପ୍ରମୋଦ କଲକାଙ୍କୁ ହତ୍ୟା କରିବା ଅଭିଯୋଗରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ...

କଶ୍ମୀରର ମୋଷ୍ଟ ଓ୍ଵାଣ୍ଟେଡ ସଇଦ ଈଶାନ ବୁଖାରୀ ଯାଜପୁରରୁ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ କ୍ରାଇମବ୍ରାଞ୍ଚ ଏସଟିଏଫ କବ୍ଜାରେ କଶ୍ମୀରର ମୋଷ୍ଟ ଓ୍ଵାଣ୍ଟେଡ ସଇଦ ଈଶାନ ବୁଖାରୀ। କେତେବେଳେ ନିଜକୁ ଡାକ୍ତର ତ କେତେବେଳେ ପିଏମଓ ଅଫିସର କର୍ମଚାରୀ ଭାବେ ପରିଚୟ ଦେଇ ଦୀର୍ଘ ୫ ବର୍ଷ...

ବୌଦ୍ଧ ଡିଷ୍ଟିଲାରି ସହ ସମ୍ପୃକ୍ତି ଅଭିଯୋଗରେ ଶକ୍ତି ମଲ୍ଟିଏୟାର ଆଣ୍ଡ ଲିମୋନେଡ କମ୍ପାନିରେ ଆୟକର ଚଢ଼ଉ

ଓଡ଼ିଶାଲାଇଭ୍ ବ୍ୟୁରୋ ମଦ ବ୍ୟବସାୟୀଙ୍କ କଳା ସଂମ୍ରାଜ୍ୟକୁ ନେଇ ଚାଲିଛି ଖୋଳତାଡ଼। ବୌଦ୍ଧ ଡିଷ୍ଟିଲାରି ପ୍ରାଇଭେଟ ଲିମିଟେଡ ସହ ସମ୍ପୃକ୍ତି ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ରାୟନୃସିଂହପୁର ପଞ୍ଚାୟତ ମାଛିଆ ଗାଁରେ ଚାଲିଛି...

ରାୟଗଡ଼ା ସହରରେ କଲେଜ ଛାତ୍ରଙ୍କୁ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସହରରେ ଜଣେ କଲେଜ ଛାତ୍ରଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ମୃତକ ହେଉଛନ୍ତି ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ...

ଗିରଫ ହେଲେ ନୟାଗଡ଼ ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକଙ୍କୁ ଗୁରୁବାର ଦିନ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ...

କୋରାପୁଟରୁ ୯ ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ବେଆଇନ ଭାବେ ଗଞ୍ଜେଇ ଚଲାଣ କରାଯାଉଥିବା କାରକୁ ଜବତ କରିଛି କୋରାପୁଟ ଜିଲ୍ଲା ଲମତାପୁଟ ଥାନା ପୋଲିସ। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୯ ଲକ୍ଷ ଟଙ୍କା ହେବ ବୋଲି...

ରାୟଗଡ଼ା: ୬୦ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ୪ ନକଲି ମାଓବାଦୀ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ନିଜକୁ ମାଓବାଦୀ ପରିଚୟ ଦେଇ ୬୦ ଲକ୍ଷ ଟଙ୍କା ଚାନ୍ଦା ମାଗିବା ଅଭିଯୋଗରେ ୪ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ଜିଲ୍ଲା ପୋଲିସ।...

ଭିଜିଲାନ୍ସ ଜାଲରେ ନୟାଗଡ଼ ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ନୟାଗଡ଼ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶାଶ୍ୱତ ପଟ୍ଟନାୟକଙ୍କ ୬ଟି ଠିକଣା...

ପାଞ୍ଚଦିନରେ ସରିଲା ମଦ ବ୍ୟବସାୟୀଙ୍କଠାରୁ ଜବତ ଟଙ୍କାର ଗଣତି, ମୋଟ ୩୪୮ କୋଟି

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟକର ଠକେଇ ଅଭିଯୋଗରେ ମଦ ବ୍ୟବସାୟୀଙ୍କ ବିଭିନ୍ନ ଠିକଣା ଉପରେ ଚଢ଼ଉ କରି ଟଙ୍କାର ପାହାଡ଼ ଠାବ କରିଥିଲା ଆୟକର ବିଭାଗ। ମେସିନ ଓ ମଣିଷ ପାଞ୍ଚଦିନ ଧରି ଜବତ ସବୁ...

ନୟାଗଡ଼: ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ସ୍ବାମୀର ଆତ୍ମସମର୍ପଣ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ସ୍ତ୍ରୀର କଟାମୁଣ୍ଡଧରି ଥାନାରେ ପହଞ୍ଚିଲେ ସ୍ବାମୀ। ଏଭଳି ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ବାଣିଗୋଛା ଥାନା ବିଡ଼ାପାଜୁ ଗାଁରେ। ବିଡ଼ାପାଜୁ ଗ୍ରାମର ଅର୍ଜୁନ ବାଘ...