ବାଲେଶ୍ଵରରେ ଆରମ୍ଭ ହୋଇଛି ‘କୋଶମ୍ବ-୨୦୨୫’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱର କୃଷ୍ଣ କୁମାର ମହାନ୍ତି): ଜିଲ୍ଲା ସ୍ୱଦେଶୀ ମେଳା ଏବଂ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା 'କୋଶମ୍ବ-୨୦୨୫' ବାଲେଶ୍ଵର ପୋଲିସ ପଡ଼ିଆରେ ଉଦଘାଟିତ ହୋଇଯାଇଛି।
ବାଲେଶ୍ୱର ଜିଲ୍ଲାପାଳଙ୍କ ସଭାପତିତ୍ୱ ଆୟୋଜିତ ଉଦଘାଟନୀ ସଭାରେ ବାଲେଶ୍ଵର...
ଆଜିଠୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ୧୧ ଦିନ ଚାଲିବ ମହାରାଜା କଂସଙ୍କ ରାଜୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ବରଗଡ଼ରେ ୧୧ ଦିନ ଧରି ଚାଲିବ ମହାରାଜା କଂସଙ୍କ ରାଜୁତି। ଦ୍ଵାପର ଯୁଗର ଖଳନାୟକ ବରଗଡ଼ ଧନୁଯାତ୍ରାରେ ପାଲଟିବେ ମହାନାୟକ।...
ବାଲେଶ୍ୱର କୋଶମ୍ବ ମେଳାରେ ପୁସ୍ତକ ପ୍ରେମୀଙ୍କ ପାଇଁ ‘ବୁକ୍ କାଫେ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆରେ କୋଶମ୍ବ ମେଳା ଉଦଘାଟିତ ହୋଇଯାଇଛି। ମେଳାରେ ମୁଖ୍ୟ ଆକର୍ଷଣ ପାଲଟିଛି ‘ବୁକ୍ କାଫେ’ ଓ...
ବଲାଙ୍ଗିରରେ ଆରମ୍ଭ ହେଲା ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା। ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଳକର ଶୁଲିଆ ପୀଠ ପଶୁପକ୍ଷୀଙ୍କ ବଳିରେ ରକ୍ତରଞ୍ଜିତ ହୋଇଛି। ବଳିପ୍ରଥା ବନ୍ଦ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନତା...
ରାତି ପାହିଲେ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ବରଗଡ଼ରେ ୧୧ ଦିନ ଧରି ଚାଲିବ ମହାରାଜା କଂସଙ୍କ ରାଜୁତି। ଦ୍ଵାପର ଯୁଗର ଖଳନାୟକ ବରଗଡ଼ ଧନୁଯାତ୍ରାରେ ପାଲଟିବେ...
ବାହାରିନ ଅନ୍ତର୍ଜାତୀୟ ପ୍ରଦର୍ଶନୀରେ ଆକର୍ଷଣ ପାଲଟିଲା ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନର ୫୪ତମ ଜାତୀୟ ଦିବସ ଉତ୍ସବ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ବାହାରିନ ସରକାରଙ୍କ ପକ୍ଷରୁ ଜାତୀୟ ଷ୍ଟାଡିୟମଠାରେ ଅନ୍ତର୍ଜାତୀୟ ପ୍ରଦର୍ଶନୀ ଓ ସାଂସ୍କୃତିକ ବିଚିତ୍ରା ଆୟୋଜିତ ହୋଇଥିଲା।
ବାହାରିନ ସରକାରଙ୍କ...
ମୟୂରଭଞ୍ଜ: ରାଣୀଭୋଳ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାର ରାଣୀଭୋଳସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅତିଥିମାନେ ଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି...
ଉତ୍କଳିକା ପକ୍ଷରୁ ବାଲେଶ୍ଵରରେ ଆରମ୍ଭ ହେଲା ହସ୍ତଶିଳ୍ପ ଓ ହସ୍ତତନ୍ତ ପ୍ରଦର୍ଶନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମର 'ଉତ୍କଳିକା' ପକ୍ଷରୁ ବାଲେଶ୍ୱର ସହରରେ ଏକ ହସ୍ତଶିଳ୍ପ ଓ ହସ୍ତତନ୍ତ ପ୍ରଦର୍ଶନୀ ଆୟୋଜନ କରାଯାଇଛି।
ବାଲେଶ୍ୱର ସହରସ୍ଥିତ ସହଦେବଖୁଣ୍ଟା ବସଷ୍ଟାଣ୍ଡ...
ଗୋଟିପୁଅ ନୃତ୍ୟର କିଛି ଜଣା ଅଜଣା କଥା
କପିଳାସ ଭୂୟାଁ
ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟକୁ ସର୍ବସମକ୍ଷରେ ଯେଉଁ ଗୁରୁତ୍ଵ ଦିଆଯାଏ, ଗୋଟିପୁଅ ନୃତ୍ୟ ଭାଗରେ ତାହା ପଡ଼େ ନାହିଁ। କିନ୍ତୁ ଆମେ ଜାଣିବା କଥା ଯେ, ଗୋଟିପୁଅ ହେଉଛି ଓଡ଼ିଶୀ ନୃତ୍ୟର ମୂଳ...
ବାଲେଶ୍ୱରରେ ଡିସେମ୍ବର ୨୨ରୁ ‘କୋଶମ୍ଵ ମେଳା ୨୦୨୫’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାସ୍ତରୀୟ ସ୍ୱଦେଶୀ ମେଳା ଓ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା 'କୋଶମ୍ୱ-୨୦୨୫' ଡିସେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ବାଲେଶ୍ଵର ପୋଲିସ ପଡ଼ିଆଠାରେ ଆୟୋଜିତ ହେବାକୁ...




















