ଫେବ୍ରୁଆରି ୬ରୁ ବୌଦ୍ଧରେ ଦୁଇ ଦିନିଆ ସେବା ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ଆସନ୍ତା ଫେବ୍ରୁଆରି ୬ ଓ ୭ ତାରିଖରେ ପ୍ରଥମ ଥର ଲାଗି ହେବାକୁ ଯାଉଛି ସେବା ମହୋତ୍ସବ। ଅସହାୟ ଲୋକଙ୍କୁ ସହାୟତା ଏବଂ ଚିକିତ୍ସା...

ଓଡ଼ିଶା ବଞ୍ଚାଅ ସମାବେଶରେ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରଠାରେ ଅନୁଷ୍ଠିତ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଯୋଗ ଦେଇ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ମଲ୍ଲକାର୍ଜୁନ ଖଡଗେ କହିଛନ୍ତି ଓଡ଼ିଶାରେ...

ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପ୍ରଥମ ସ୍ଥାନ ପାଇଲା ଓଡ଼ିଶାର ‘ପ୍ରଜ୍ଞାପନ ମେଢ଼’

ଓଡ଼ିଶାଲାଇଭ୍ ବ୍ୟୁରୋ ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିଥିବା ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ଼ ମଧ୍ୟରୁ ପ୍ରଥମ ସ୍ଥାନ ହାସଲ କରିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଓଡ଼ିଶା ପଛକୁ ଦ୍ଵିତୀୟରେ ଗୁଜରାଟ...

ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ୭୫ ତମ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ। ଏହି ଭବ୍ୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ରାଜ୍ୟପାଳ...

ଆଜି ଭାରତ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ, କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ସାରା ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ। ଗାଁଠୁ ସହର ସବୁଠି ଦିଶୁଛି ତ୍ରିରଙ୍ଗା ତ୍ରିରଙ୍ଗା। ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବ ପାଳନ ପାଇଁ ସାରା ଦେଶରେ ଦେଖିବାକୁ ମଳିଛି ଉତ୍ସାହ।...

ମୟୂରଭଞ୍ଜରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ଜାନୁଆରି ୧୭ ତାରିଖରୁ ଆରମ୍ଭ ହୋଇଥିବା ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି। ରବିବାର...

ଲୋକାର୍ପିତ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ ହେଲା। ଲୋକାର୍ପିତ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ବୁଧବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର...

ଆସନ୍ତାକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ବନ୍ଦ ରହିବ ଓଡ଼ିଶାର ସବୁ ସ୍କୁଲ କଲେଜ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିଲାଗି ଜାନୁଆରି ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ଦିନ...

ଓଡ଼ିଶାର କୃଷି ବିକାଶରେ ମହିଳାମାନଙ୍କର ବିଶେଷ ଭୂମିକା ରହିଆସୁଛି – ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଲା ବାର୍ଷିକ ବିଶାଳ କୃଷି ପ୍ରଦର୍ଶନୀ କୃଷି ଓଡ଼ିଶା-୨୦୨୪ “ଗ୍ରାମାଞ୍ଚଳରେ ବିକାଶ ହେଲେ ଦେଶର ବିକାଶ ହେବ” ବ୍ଲକସ୍ତରରେ କୃଷି ଯନ୍ତ୍ରପାତି ମେଳାର ଆୟୋଜନ କରାଯିବ – ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମାର୍କେଟିଂ ଓ...

କୃଷି କ୍ଷେତ୍ରରେ ମହିଳାମାନେ ଆହୁରି ଆଗକୁ ବଢ଼ିବାର ସମୟ ଆସିଛି – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କୃଷି ଓଡ଼ିଶା-୨୦୨୪କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷି କ୍ଷେତ୍ରରେ ମହିଳାଙ୍କ ଯୋଗଦାନକୁ ସମ୍ମାନ ଜଣାଇ ଏ ବର୍ଷର କୃଷିମେଳା କୃଷି ଉଦ୍ୟୋଗ ଭବନ ଏବଂ ଇମେଜ (ଆଇଏମଏଜିଇ)ର ନୂଆ କ୍ୟାମ୍ପସ ପାଇଁ...