ଚାକିରି ଛାଡ଼ି ସଫଳ ଚାଷୀ ପାଲଟିଛନ୍ତି ରାୟଗଡ଼ାର ଯୁବ ଇଂଜିନିୟର ସତ୍ୟ ପ୍ରବୀଣ

ଓଡ଼ିଶାଲାଇଭ୍ ବ୍ୟୁରୋ  (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ପେସାରେ ଜଣେ ଇଂଜିନିୟର, ହେଲେ ନିଶା ତାଙ୍କର ଚାଷ। ଏକ ପ୍ରତିଷ୍ଠିତ କମ୍ପାନିର ଚାକିରି ଛାଡ଼ି ଚାଷ କାର୍ଯ୍ୟ କରି ସ୍ୱାବଲମ୍ବୀ ହେବା ସହ ଆଉ...

‘ସାମ୍’ ଶିଶୁଙ୍କ ଚିକିତ୍ସା ଓ ପୋଷଣ ବିକାଶ ପାଇଁ ସୁନ୍ଦରଗଡ଼ ଜିଲ୍ଲାରେ ୩ଟି ପୁଷ୍ଟି ସାଧନ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ‘‘ମୋ ଝିଅର ବୟସ ୨ ବର୍ଷ। ହେଲେ ତା’ର ଓଜନ ବଢ଼ୁ ନଥିବାରୁ ମୁଁ ଚିନ୍ତାରେ ଥିଲି। ଅଙ୍ଗନବାଡ଼ି ଦିଦିଙ୍କ କଥାରେ ମୁଁ ତାକୁ ଧରି ପୁଷ୍ଟି ସାଧନ କେନ୍ଦ୍ରକୁ ଆସିଲି।...

ସରିଲା ଐତିହାସିକ କଟକ ବାଲିଯାତ୍ରା: ୧୦ ଦିନରେ ୨୦୦ କୋଟିର କାରବାର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକରେ ୧୦ ଦିନଧରି ଚାଲିଥିବା ଐତିହାସିକ ବାଲିଯାତ୍ରା ଉଦଯାପିତ ହୋଇଛି। ବାଲିଯାତ୍ରାର ଉଦଯାପନୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ...

ଡାଏବେଟିସ୍‌ ନିୟନ୍ତ୍ରଣ ପାଇଁ ଡାଏଟ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=FzA6QWUYV3I]ଡାଏବେଟିସ୍ ବା ମଧୁମେହ ଆଜି ଏକ ବିଶ୍ୱ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ବର୍ତ୍ତମାନ ଘରେ ଘରେ ଡାଏବେଟିସ୍‌ ରୋଗୀ। ଏହାକୁ କାବୁ କରିବାର ସବୁଠାରୁ ବଡ଼ ଉପାୟ...

ଆଜି ସରିବ ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ   ଆଜି ସରିବ କଟକର ଐତିହାସିକ ବାଲିଯାତ୍ରା। ଲୋକଙ୍କ ଚାହିଦାକୁ ଦେଖି ଜିଲ୍ଲା ପ୍ରଶାସନ ବାଲିଯାତ୍ରାର ଅବଧିକୁ ଗୋଟିଏ ଦିନ ବୃଦ୍ଧି କରିଥିଲେ। ଆଜି ଶେଷ ଦିନରେ ପ୍ରବଳ ଗହଳି ହେବର ସମ୍ଭାବନା...

ସୁନ୍ଦରଗଡ଼ ଜିଲ୍ଲାରେ ‘ମାଣ୍ଡିଆ ଦିବସ’: ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ନେଇ ସ୍ୱତନ୍ତ୍ର ମେଳା, ଛାତ୍ରଛାତ୍ରୀଙ୍କ ଭିତରେ ସ୍ଲୋଗାନ ପ୍ରତିଯୋଗିତା

ଓଡ଼ିଶାଲାଇଭ୍ ବ୍ୟୁରୋ ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟକୁ ଅଧିକ ଲୋକପ୍ରିୟ କରିବା ପାଇଁ ରାଜ୍ୟ ସରକାର ମାର୍ଗଶିର ମାସର ପ୍ରଥମ ଗୁରୁବାରକୁ ‘ମାଣ୍ଡିଆ ଦିବସ’ ଭାବେ ପାଳନ କରିଛନ୍ତି। ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ...

ମାର୍ଗଶିର ମାସ ପ୍ରଥମ ଗୁରୁବାର: ଆଜି ଓଡ଼ିଶା ପାଳୁଛି ‘ମାଣ୍ଡିଆ ଦିବସ’

ଓଡ଼ିଶାଲାଇଭ୍ ବ୍ୟୁରୋ ମାର୍ଗଶିର ମାସ ପ୍ରଥମ ଗୁରୁବାର ସାରା ରାଜ୍ୟରେ ପାଳନ କରାଯାଉଛି ‘ମାଣ୍ଡିଆ ଦିବସ’। ପ୍ରଥମ ଥର ଲାଗି ଏହାକୁ ରାଜ୍ୟର ସମସ୍ତ ଜିଲ୍ଲାରେ ପାଳନ କରାଯାଉଛି। ମାଣ୍ଡିଆ ଚାଷର ପ୍ରଚାର ଏବଂ...

ଚନ୍ଦ୍ରଗ୍ରହଣରେ ଖାଦ୍ୟ ଭକ୍ଷଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ପରିସ୍ଥିତି ନିୟନ୍ତ୍ରଣ ପାଇଁ ଲାଠି ଚଳାଇଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଚନ୍ଦ୍ରଗ୍ରହଣ ସମୟରେ ଖାଦ୍ୟ ଭକ୍ଷଣକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦେତୁବାଦୀ ଏବଂ ପରମ୍ପରାବାଦୀ। ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଚନ୍ଦ୍ରଗ୍ରହଣରେ...

ସୁନ୍ଦରଗଡ଼ ଜିଲ୍ଲାରେ ‘ସ୍ପିରୁଲିନା ଓ ମାଣ୍ଡିଆ ଲଡୁ’ କାର୍ଯ୍ୟକ୍ରମ: ଶିଶୁଙ୍କ ପୋଷଣ ସୁନିଶ୍ଚିତ ସହ ଏସଏଚଜି ମା’ଙ୍କ ପାଇଁ...

ଓଡ଼ିଶାଲାଇଭ୍ ବ୍ୟୁରୋ ‘‘ମୋ ଝିଅର ସ୍ୱାସ୍ଥ୍ୟ ଦୁର୍ବଳ ଥିଲା। ଯାହା ଖାଇଲେ ବି ତା'ର ଓଜନ ବଢ଼ୁ ନଥିଲା। ଗତ ୬ ମାସ ହେଲା ସେ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଉଛି। ସେଠାରେ ସେ ସ୍ପିରୁଲିନା...

ଏଣିକି ରେସ୍ତୋରାଁରେ ମିଲେଟ୍ ଜାତୀୟ ଖାଦ୍ୟର ମଜା ଉଠାଇବେ ଗ୍ରାହକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୦ ତାରିଖ ମାର୍ଗଶୀର ମାସ ପ୍ରଥମ ଗୁରୁବାରରେ ପ୍ରଥମଥର ପାଇଁ ସାରା ରାଜ୍ୟରେ ପାଳନ କରାଯିବ ‘ମାଣ୍ଡିଆ ଦିବସ’। ଘରେ ଘରେ ମିଲେଟ୍ ଖାଦ୍ୟ ତଥା ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ...