ଅକ୍ଷୟ ତୃତୀୟା ଅବସରରେ ଲୋକସେବା ଭବନରେ ଖୋଲିବ ‘ମିଲେଟ ଶକ୍ତି କାଫେ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଏପ୍ରିଲ ୨୩ ତାରିଖ ଅକ୍ଷୟ ତୃତୀୟା ଅବସରରେ ଲୋକସେବା ଭବନ ପରିସରରେ ଖୋଲିବାକୁ ଯାଉଛି 'ମିଲେଟ୍ ଶକ୍ତି କାଫେ'। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ଲୋକସେବା ଭବନକୁ...
ବିଶ୍ଵ ପଖାଳ ଦିବସ: ବାଳକୃଷ୍ଣ ଦାସଙ୍କ କଣ୍ଠରେ ଶୁଣନ୍ତୁ ‘ଆସ ଜୀବନ ଧନ ମୋର ପଖାଳ କଂସା’
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=a2pSli1khlo]
ଓଡ଼ିଶା ଏବଂ ଓଡ଼ିଆଙ୍କର ପଖାଳ ସହ ସମ୍ପର୍କ ବହୁ ନିବିଡ଼ ଏବଂ ପୁରାତନ। ପଖାଳ କେବଳ ଆମ ସଂସ୍କୃତି ସହ ମଧ୍ୟ ଯୋଡ଼ି ହୋଇରହିଛି। ଓଡ଼ିଆ ସଂସ୍କୃତିରେ ପଖାଳର ଗୁରୁତ୍ୱକୁ...
ଆଃ! ମୋ ପଖାଳ କଂସା
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=8xPx-CZEmOE]
ଓଡ଼ିଶା ଏବଂ ଓଡ଼ିଆଙ୍କ ନିତିଦିନିଆ ଜୀବନ ସହ ପଖାଳର ସମ୍ପର୍କ ଅତି ନିବିଡ଼ ଓ ପୁରାତନ। ଗଣ୍ଡାଏ ପଖାଳକୁ ଢୋକେ ତୋରାଣି ମନକୁ ଶାନ୍ତି ଆତ୍ମାକୁ ତୃପ୍ତ କରିଦିଏ।
ଗାଁଠୁ ସହର...
ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ହନ୍ତସନ୍ତ ସାଧାରଣ ଜନତା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଚାଲିଥିବା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଜନତା।
ରାଜ୍ୟବ୍ୟାପୀ ବୁଧବାର ଦିନଠାରୁ ଚାଲିଛି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ। ଗାଡ଼ି ମଟର ଚଳାଚଳ...
ଭାରି ସୁଆଦିଆ କଟକ ଦହିବରା
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=aaC9hy6hynw]
ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକ। ପରମ୍ପରା, ଐତିହ୍ୟଠୁ ଆରମ୍ଭ କରି ଖାନା ଖଜାନା ପର୍ଯ୍ୟନ୍ତ ଏଠି ସବୁଥିରେ ଦେଖିବାକୁ ମିଳେ କିଛି ନା କିଛି ସ୍ୱତନ୍ତ୍ରତା। ସେଥିମଧ୍ୟରୁ ଚଟପଟି ଖାଦ୍ୟ...
ଆଜି ଦହିବରା ଆଳୁଦମ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଦହିବରା ଆଳୁଦମ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ।...
ସୁନ୍ଦରଗଡ଼ ଜିଲ୍ଲାରେ ‘ମିଶନ ଶକ୍ତି କାଫେ’: ଏସଏଚଜି ମା’ଙ୍କୁ ଜୀବିକା, ସ୍ୱାସ୍ଥ୍ୟକର ପରିବେଶ ଭିତରେ ଲୋକଙ୍କୁ ମିଳୁଛି ଖାଦ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାର ବ୍ଲକ୍ ସଦରମହକୁମାଗୁଡ଼ିକୁ ପ୍ରତିଦିନ ବିଭିନ୍ନ କାମରେ ଆସୁଥିବା ଲୋକମାନଙ୍କ ସୁବିଧା ପାଇଁ ସରକାରଙ୍କ ତରଫରୁ ଖୋଲାଯାଇଛି ‘ମିଶନ ଶକ୍ତି କାଫେ’। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ଦ୍ୱାରା...
ଚାଷୀ ହେଉଛନ୍ତି ଆମର ପ୍ରକୃତ ଅନ୍ନଦାତା – କୃଷି ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
“କୃଷି, ମତ୍ସ୍ୟ ଚାଷ ଏବଂ ପ୍ରାଣୀ ପାଳନ ଏବେ ରାଜ୍ୟ ଅର୍ଥନୀତିର ପ୍ରମୁଖ ମାଧ୍ୟମ ପାଲଟିଛି। ରାଜ୍ୟ ସରକାର କୃଷିର ବିକାଶ ଏବଂ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ପ୍ରାଥମିକତା ଦେଇଆସୁଛନ୍ତି।...
ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ଢିଙ୍କିକୁଟା ଚାଉଳର ଚାହିଦା ବଢୁଛି
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ତ୍ତମାନ ସମୟରେ ବଜାରରେ ଢିଙ୍କିକୁଟା ଚାଉଳର ଚାହିଦା ବଢୁଛି। ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ଢିଙ୍କିକୁଟା ଚାଉଳ ସ୍ଥାନୀୟ ବଜାର ସହିତ ଓରମାସ ମେଳା ମାଧ୍ୟମରେ ଭଲ ବିକ୍ରି...
ସୁନ୍ଦରଗଡ଼ରେ ‘ମିଶନ ଜୀବିକା’ କାର୍ଯ୍ୟକ୍ରମ: ସୋରିଷ ଚାଷ କରି ଲାଭବାନ ହେଉଛନ୍ତି ଆଦିବାସୀ ଚାଷୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାରେ ‘ମିଶନ ଜୀବିକା’ କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଯୋଗାଇବାରେ ସହାୟକ ହେଉଛି। ଏହି କାର୍ଯ୍ୟକ୍ରମ ଅଧୀନରେ ସୋରିଷ ଚାଷ କରି ଜିଲ୍ଲାର ଆଦିବାସୀ ଚାଷୀମାନେ ବେଶ ଲାଭବାନ ହୋଇପାରୁଛନ୍ତି।
ସୋରିଷ ହେଉଛି...



















