ବରଷକେ ଥରେ ଆସିଛି ରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପହିଲି ରଜ। ରଜ ପାଇଁ ସଜେଇ ହୋଇଛି ଗାଁଠୁ ସହର। ବରଷକେ ଥରେ ଆସିଛି ଓଡ଼ିଶାର ଗଣପର୍ବ ରଜ। ରଜ ପାଇଁ ତ ଚାଲିଛି ଚାରିଆଡ଼େ ସଜବାଜ। ବର୍ଷକୁ ଥରେ...

ରଥଯାତ୍ରାରେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରା ପାଖେଇ ଆସୁଥିବାବେଳେ ଏବେ ପୁରୀ ସହରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୋଲିସ ପକ୍ଷରୁ ସଜବାଜ ଆରମ୍ଭ ହୋଇଛି। ରଥଯାତ୍ରା ସମୟରେ ପୁରୀରେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ।...

ଭୁବନେଶ୍ଵରରେ ୟୁସିସିଆଇ ଲେଡିଜ୍ ଫୋରମର ପ୍ରତିଷ୍ଠା ଦିବସ ପାଳିତ: ଓଡ଼ିଶାର ୩ ନାରୀ ପ୍ରତିଭାଙ୍କୁ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ୟୁସିସିଆଇ) ଲେଡିଜ୍ ଫୋରମର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମଙ୍ଗଳବାର ଦିନ ଭୁବନେଶ୍ଵରସ୍ଥିତ ୟୁସିସିଆଇ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ...

‘ୟୁଥ୍ ଫର୍ ୱାଟର’ ପ୍ଲସ୍ ଅଭିଯାନ ପକ୍ଷରୁ ‘ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍-୨୦୨୩’

ଓଡ଼ିଶାଲାଇଭ୍ ବ୍ୟୁରୋ ୟୁନିସେଫ୍ ନେତୃତ୍ୱରେ ପରିଚାଳିତ ‘ୟୁଥ୍ ଫର୍ ୱାଟର’ ପ୍ଲସ୍ ଅଭିଯାନ ପକ୍ଷରୁ ଆରମ୍ଭ ହେବାକୁ ଯାଉଛି ‘ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍-୨୦୨୩’। ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱରଠାରେ ଆୟୋଜିତ ଏକ...

ଆଜି ଦେବସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠମାସ ଶୁକ୍ଲପକ୍ଷ ପୂର୍ଣ୍ଣମୀ ତିଥିର ଏହି ଦିନକୁ ସମସ୍ତେ ଦେବସ୍ନାନ ପୂର୍ଣ୍ଣିମା ବୋଲି କହିଥାନ୍ତି। ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ...

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୂର୍ବପ୍ରସ୍ତୁତି, ଆଜି ରାତି ୧୦ଟାରୁ ୧୬ ଘଣ୍ଟା ଯାଏଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ରାତି ୧୦ଟାରୁ ଶନିବାର ଦିନ ୨ଟା ଯାଏଁ ୧୬ ଘଣ୍ଟା ଧରି ସାଧରଣ ଲୋକଙ୍କ ପାଇଁ ଠାକୁର ଦର୍ଶନ ବନ୍ଦ ରହିବ। ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀମନ୍ଦିରରେ...

ମଧୁବାବୁଙ୍କ ଜୟନ୍ତୀ ଅବସରରେ ଶୁଣନ୍ତୁ ‘ଉଠରେ ଉଠରେ ଉତ୍କଳ ସନ୍ତାନ’

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=adsQ7N-AX-E] ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶାଲାଇଭ୍‌ର ଗଭୀର ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ମଧୁ ବାବୁଙ୍କ ଜୀବନୀ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍‌ର ଏକ...
madhubabu

ମଧୁବାବୁଙ୍କ ଜୟନ୍ତୀ ଅବସରରେ ଶୁଣନ୍ତୁ ‘ଜାତି ଇତିହାସ ଜାତିର ନିର୍ଝର’

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=6fIJrVo9AB8] ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍‌ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ଉତ୍କଳ...

ମଧୁବାବୁଙ୍କ ଜୟନ୍ତୀରେ ଶୁଣନ୍ତୁ ତାଙ୍କ କାଳଜୟୀ କବିତା ‘ମା’ ମା’ ବୋଲି କେତେ ମୁଁ ଖୋଜିଲି’

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=Jq66SMtS8qk]  ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ଜୀବନ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍‌ର ଏକ ପ୍ରୟାସ। ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ।...

ମଧୁବାବୁଙ୍କ ଜୟନ୍ତୀ ଅବସରରେ ଶୁଣନ୍ତୁ ‘ଆହେ ବିଶ୍ୱପତି ଘୁଞ୍ଚାଅ ବିସ୍ମୃତି’

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=BJOGVYU8-XI] ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍‌ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ଉତ୍କଳ...