ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ...

ଆଜି ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଭକ୍ତ ଭିଡ଼, ଜୟ ଜଗନ୍ନାଥ ଧ୍ଵନିରେ କମ୍ପୁଛି ଶ୍ରୀକ୍ଷେତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଆଉ ଭଗବାନ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ...

ଦେଶ ବିଦେଶରେ ଜଗନ୍ନାଥ- ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୨)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

ପୁରୀରେ ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଦିନ ମହାପ୍ରଭୁଙ୍କର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ଅନୁଷ୍ଠିତ ହୋଇଛି। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତ। ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ...

ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ...
Rath Yatra 2019

ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଡିଜିପି ସୁନିଲ ବଂଶଲ ସମୀକ୍ଷା କରିଛନ୍ତି। ଆଗକୁ ପୁରୀରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା...

ରଥଯାତ୍ରା ବେଳେ ମାସ୍କ ବାଧ୍ୟତାମୂଳକ: ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ରହିଛନ୍ତି। ଆଗକୁ...

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ବିଶ୍ଵକୁ ବାଟ ଦେଖାଇବ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା। ଓ୍ଵାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ...

ଚଳିତ ବର୍ଷ ବୀମାଭୁକ୍ତ ହେବ ୧୭ଟି ଫସଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ୧୭ଟି ଫସଲ ବୀମାଭୁକ୍ତ ହେବ। ଖରିଫ ଋତୁରେ ୮ଟି ଫସଲ ଏବଂ ରବି ଋତୁରେ ୯ଟି ଫସଲକୁ ବୀମାଭୁକ୍ତ କରାଯିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ...

ବିଶ୍ଵବ୍ୟାପି ପାଳନ କରାଯାଉଛି ଯୋଗ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ବିଶ୍ଵବ୍ୟାପି ପାଳନ କରାଯାଉଛି ଯୋଗ ଦିବସ। କେବଳ ଗୋଟିଏ ଦିନ ନୁହେଁ, ଦୈନିକ ଯୋଗ କରିବା ଆବଶ୍ୟକ। ଏହା ଶରୀର ଓ ମନକୁ ଶାନ୍ତି...