ବିଶ୍ୱକଳା ଦିବସ: ବୃହତ ଚିତ୍ର ଆଙ୍କି ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱ ବିଖ୍ୟାତ ଚିତ୍ରଶିଳ୍ପୀ ଲିଓନାର୍ଡୋ ଡା ଭିଞ୍ଚିଙ୍କ ଜନ୍ମଦିନ ଏପ୍ରିଲ ୧୫ ତାରିଖରେ ବିଶ୍ୱକଳା ଦିବସ ପାଳନ କରାଯାଉଛି। ଏଥିପାଇଁ ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ହୋଇଛି ଏକ...

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାବାସୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ...

ଆଜି ଓଡ଼ିଶା ପାଳୁଛି ନବବର୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ଓଡ଼ିଶା ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆମାନେ ଧୂମଧାମରେ ପାଳନ କରିଥାନ୍ତି...

ଓଡ଼ିଶାଲାଇଭ୍‌ରେ ଦେଖନ୍ତୁ କଟକର ସ୍ମୃତିତୀର୍ଥ ‘ସତୀଚଉରା’ର କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଐତିହ୍ୟର ସହର କଟକ। ହଜାରେ ବର୍ଷର ଇତିହାସ ଭିତରେ ଏ ସହର ସାଇତିଛି ଅନେକ ପୃଷ୍ଠା। ସେହିଭଳି ଏକ ପୃଷ୍ଠା ହେଉଛି 'ସତୀଚଉରା'। ଏହା କଟକ ସହରର ସର୍ବପୁରାତନ ଶ୍ମଶାନ। ଏହିଠାରେ...

ବିଶିଷ୍ଟ ସାହିତ୍ୟିକ ଅଚ୍ୟୁତାନନ୍ଦ ପତି ପାଇବେ ‘ତପସ୍ୟା ଶାଶ୍ୱତ ପୁରସ୍କାର-୨୦୨୧’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରର ତପସ୍ୟା ଫାଉଣ୍ଡେସନ ପକ୍ଷରୁ ୨୦୨୧ ମସିହା ପାଇଁ ଓଡ଼ିଆ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି। ସାହିତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ବର୍ଷୀୟାନ ସାହିତ୍ୟିକ ଅଚ୍ୟୁତାନନ୍ଦ ପତିଙ୍କୁ ‘ତପସ୍ୟା ଶାଶ୍ୱତ...

ଆଜି ପଖାଳ ଦିବସ – ଖାଆନ୍ତୁ ଓ ଖୁଆନ୍ତୁ

ଓଡ଼ିଶାଲାଇଭ୍‌ ବ୍ୟୁରୋ ପଖାଳ ସହିତ ଓଡ଼ିଶା ଏବଂ ଓଡ଼ିଆଙ୍କ ସମ୍ପର୍କ ଅତି ନିବିଡ଼। ଓଡ଼ିଆ ପରମ୍ପରା ସହ ପଖାଳ ଯୋଡ଼ି ହୋଇ ରହିଛି। ଓଡ଼ିଆ ଲୋକଙ୍କ ଜୀବନଶୈଳୀରେ ପଖାଳ କେବଳ ନିତିଦିନିଆ ଖାଦ୍ୟ ନୁହେଁ, ଏହା ଓଡ଼ିଆଙ୍କ ପରିଚୟ। ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ଏଣୁ ପଖାଳର ଚାହିଦାକୁ ଦୃଷ୍ଟିରେ...

ଓଡ଼ିଆ ସିନେ ପରଦାରେ ହୋଲି

ଓଡ଼ିଶାଲାଇଭ୍ ବ୍ୟୁରୋ ରଙ୍ଗର ପର୍ବ ହୋଲି ଓଡ଼ିଶାର ଗାଁଠାରୁ ସହର ପର୍ଯ୍ୟନ୍ତ ଧୁମ୍‌ଧାମ୍‌ରେ ପାଳନ କରାଯାଏ। ହୋଲିକୁ ନେଇ ଅନେକ ଗୀତ ରହିଛି। କିନ୍ତୁ ଓଲିଉଡ଼ ସିନେମାରେ ହୋଲି ଗୀତ ଆଉ ହୋଲି ଉତ୍ସବ...

ହୋଲି ପରେ କେମିତି ଦେହରୁ ଛଡ଼ାଇବେ ରଙ୍ଗ ?

ଓଡ଼ିଶାଲାଇଭ୍ ବ୍ୟୁରୋ ଗାଁଠାରୁ ସହର ପର୍ଯ୍ୟନ୍ତ ଚାରିଆଡ଼େ ଏବେ ହୋଲିର ମାହୋଲ। ରଙ୍ଗ ବେରଙ୍ଗର ଫଗୁ ଧରି ପରସ୍ପରକୁ ହୋଲିର ଶୁଭେଚ୍ଛା ଜଣାଉଛନ୍ତି। ଯୁବବର୍ଗଙ୍କଠାରୁ ଆରମ୍ଭ କରି ଗୁରୁଜନଙ୍କ ପର୍ଯ୍ୟନ୍ତ ସମସ୍ତେ ଆଜି ନିଜକୁ...

କେମିତି ପାଳିବେ ସୁରକ୍ଷିତ ହୋଲି?

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ରଂଗର ପର୍ବ ହୋଲି। ହୋଲି ଖେଳିବାକୁ ସମସ୍ତଙ୍କ ମନରେ ଉତ୍ସାହ। ଗାଁଠାରୁ ସହର ପର୍ଯ୍ୟନ୍ତ ହୋଲି ପାଇଁ ସମସ୍ତେ ପ୍ରସ୍ତୁତ। ସାବଧାନତା ଏବଂ ସତର୍କତା ପାଳନ କରି ରଂଗ...

ଇଟ୍ ସ୍ମାର୍ଟ ସିଟି ପ୍ରତିଯୋଗିତା – ୧୧ଟି ସହର ମଧ୍ୟରେ ସ୍ଥାନ ପାଇଲା ରାଉରକେଲା ସ୍ମାର୍ଟ ସିଟି

ଓଡ଼ିଶାଲାଇଭ୍ ବ୍ୟୁରୋ ଇଟ୍ ସ୍ମାର୍ଟ ସିଟି ପ୍ରତିଯୋଗିତାରେ ରାଉରକେଲା ସ୍ମାର୍ଟ ସିଟି ଭଲ ପ୍ରଦର୍ଶନ କରି ୧୧ଟି ସହର ମଧ୍ୟରେ ସ୍ଥାନ ପାଇଛି। ଖାଦ୍ୟ ଓ କୃଷି ସଂସ୍ଥା, ଏମୟୁଏଫପିପି, ଫୁଡ ଫାଉଣ୍ଡେସନ ତଥା...