ଭୁବନେଶ୍ୱରରେ ଡିସେମ୍ବର ୭ରେ ‘ଓସା’ ପକ୍ଷରୁ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଆମେରିକାର ପ୍ରବାସୀ ଓଡ଼ିଆଙ୍କ ସଙ୍ଗଠନ ‘ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକାସ୍’ (ଓସା) ପକ୍ଷରୁ ଡିସେମ୍ବର ୭ ତାରିଖରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫’ ଅନୁଷ୍ଠିତ ହେବାକୁ ଯାଉଛି। ଭୁବନେଶ୍ୱରସ୍ଥିତ...

ଡିସେମ୍ବର ୭ରେ କବି ବସନ୍ତ ମୁଦୁଲି ସ୍ମୃତି ସମାରୋହ: ପୁରସ୍କୃତ ହେବେ କବି ଅମରେନ୍ଦ୍ର ମାଧବ ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଡିସେମ୍ବର ୭ ତାରିଖରେ ଭୁବନେଶ୍ଵରସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ଅନୁଷ୍ଠିତ ହେବ ୩୮ତମ ବସନ୍ତ ମୁଦୁଲି ସ୍ମୃତି ସମାରୋହ। ଏହି ଅବସରରେ ଚଳିତ ବର୍ଷ ଯୁବକବି ଅମରେନ୍ଦ୍ର...

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କା ଦେବେ ରାଜ୍ୟ ସରକାର, କଳାକାରଙ୍କୁ ୧୦ ହଜାର...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ୨୦୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ଧନୁଯାତ୍ରା...

ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି: ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ୧୦ଟା ଯାଏଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ମୟୂରଭଞ୍ଜରେ ଆୟୋଜିତ ହେଲା ଜିଲ୍ଲାସ୍ତରୀୟ ଯୁବୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବାରିପଦାସ୍ଥିତ ସହିଦ ସ୍ମୃତି ଭବନଠାରେ ଜିଲ୍ଲାସ୍ତରୀୟ ଯୁବୋତ୍ସବ ଆୟୋଜିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଜିଲ୍ଲା ପରିଷଦ...

ମୟୂରଭଞ୍ଜ ମହୋତ୍ସବ-୨୦୨୫ ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଉଦଘାଟିତ ହେଲା ମୟୂରଭଞ୍ଜ ମହୋତ୍ସବ -୨୦୨୫। ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସାଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ବିଶେଷ ଅତିଥି ଭାବେ ଏସପି...

ଶେଷ ହେଲା ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫: ବିକଶିତ ଭାରତ ଗଠନରେ ଯୁବ ଗବେଷକମାନେ ନେତୃତ୍ଵ ନେବାକୁ ଆହ୍ଵାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ତିନିଦିନ ଧରି ଚାଲିଥିବା ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫ ଶନିବାର ଦିନ ଶେଷ ହୋଇଛି। କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ସଭାପତିତ୍ଵରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ...

ଡିସେମ୍ବର ପହିଲାରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର, ସରିନି ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଡିସେମ୍ବର ପହିଲାରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର। ମରାମତି କାମ ପୂର୍ଣ୍ଣ ହୋଇନଥିବାରୁ ଡିସେମ୍ବର ୧ ତାରିଖରୁ ମନ୍ଦିର ଖୋଲିବା ନିଷ୍ପତ୍ତିକୁ ସ୍ଥାଗିତ ରଖାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ଜାରି...

ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫: “ଗବେଷଣା ପାରମ୍ପରିକ ଓ ପ୍ରଯୁକ୍ତିର ସମନ୍ୱୟ ଅଭିମୁଖୀ ହେବା ଆବଶ୍ୟକ”

ଓଡ଼ିଶାଲାଇଭ୍ ବ୍ୟୁରୋ (ଭଞ୍ଜବିହାର): “ପାରମ୍ପରିକ ଓ ପ୍ରଯୁକ୍ତିର ସମନ୍ୱୟ ରକ୍ଷା କରିବା ସହ ଗବେଷଣା ସ୍ଥାନୀୟ ବିଶେଷତ୍ୱକୁ ବିଶ୍ୱସ୍ତରରେ ପହଞ୍ଚାଇବା ଲାଗି ଆଭିମୁଖ୍ୟ ହେବା ଉଚିତ। ଏହା ସହ ସ୍ଥାନୀୟ ଗବେଷଣାକୁ ପ୍ରୋତ୍ସାହନ ଦେବା...

‍‍ଓଡ଼ିଶାକୁ ଗୋଲ୍ଡ ମେଡାଲ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରଥମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫ରେ ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି ଓଡ଼ିଶା। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ...