ବାରିପଦାଠାରେ ଜିଲ୍ଲାସ୍ତରୀୟ ମୟୂରଭଞ୍ଜ ପୁସ୍ତକମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାସ୍ଥିତ ଛଉ ପଡ଼ିଆଠାରେ ୧୧ତମ ଜିଲ୍ଲାସ୍ତରୀୟ ପୁସ୍ତକ ମେଳା ଅନୁଷ୍ଠିତ ହୋଇଯାଇଛି।
ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁସ୍ତକ...
ବାଲେଶ୍ୱର ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀରେ ୮୪ ପ୍ରକଳ୍ପ ପ୍ରଦର୍ଶିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି ବିଷୟବସ୍ତୁ ଉପରେ ମୋଟ ୮୪ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା।
ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀ...
ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଯୁବ ଉତ୍ସବରେ ଭାଗ ନେଲେ ୩୦୦ ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓ ବିଶ୍ଵବିଦ୍ୟାଳୟ ପରିସରରେ ନେହେରୁ ଯୁବ କେନ୍ଦ୍ର ଦ୍ଵାରା ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଆୟୋଜିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ...
ଚଳନ୍ତା ଟ୍ରେନରେ ସାହିତ୍ୟ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ସାହିତ୍ୟ କେବଳ ଗଳ୍ପ, ଉପନ୍ୟାସ, କାବ୍ୟ, କବିତା, ନାଟକ, ପ୍ରବନ୍ଧ ଭିତରେ ସୀମିତ ହୋଇ ରହିନାହିଁ। ବ୍ୟାପକ ହୋଇଛି ଏହାର କଳେବର। ସ୍ୱାସ୍ଥ୍ୟ, ବିଜ୍ଞାନ ହେଉ କି ଧର୍ମ, ଭ୍ରମଣ,...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ‘ଦୋ-ଛକିରେ ଗଣମାଧ୍ୟମ' ଏବଂ ‘ଡିଜିଟାଲ ଯୁଗରେ ଗଣମାଧ୍ୟମରେ ଆହ୍ୱାନ’ ସଂପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ...
ନେହେରୁ ଯୁବ ସଂଗଠନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ଜିଲ୍ଲାସ୍ତରୀୟ ଯୁବ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଯୁବପିଢ଼ିଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ପରିପ୍ରକାଶ କରିବା ସହ ସେମାନଙ୍କ ଦକ୍ଷତାକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବାଲେଶ୍ୱର ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ...
ଆଜି ପବିତ୍ର ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଧନୁ ସଂକ୍ରାନ୍ତିରେ ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ...
ଲୋକଙ୍କ ଭିତରେ ପଠନ ଅଭ୍ୟାସ ବଢ଼ିଲେ ପାଠାଗାରର ସଠିକ ଉପଯୋଗ ହୋଇପାରିବ – ଉପମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ଓସା’ ପକ୍ଷରୁ ଆୟୋଜିତ ହେଲା ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ
ଓଡ଼ିଶାରେ ଗ୍ରାମୀଣ ସ୍ତରରେ ଆଧୁନିକ ସର୍ବସାଧାରଣ ପାଠାଗାର ସ୍ଥାପନ ନେଇ ମାନସମନ୍ଥନ
(ଭୁବନେଶ୍ୱର): ବର୍ତ୍ତମାନ ସମୟରେ ସାରା ପୃଥିବୀରେ ପାଠାଗାରର ପରିଭାଷା ବଦଳିଛି।...
ବାହାରିନର ଜାତୀୟ ଦିବସ ଉତ୍ସବରେ ଓଡ଼ିଶା ପ୍ରଶଂସିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନର ଜାତୀୟ ଦିବସ ସମାରୋହରେ ପାଳିତ ହୋଇଯାଇଛି। ଜାତୀୟ ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ବାହାରିନ ଓଡ଼ିଆ ସମାଜର ପ୍ରତିନିଧିତ୍ୱକୁ ଉଚ୍ଚ ପ୍ରଶଂସା କରାଯାଇଛି।
ବାହାରିନ ଓଡ଼ିଆ ସମାଜର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶ୍ଵ...
ସିଏଚଆରସି ବାଲେଶ୍ଵର ଶାଖା ପକ୍ଷରୁ ପାଳନ ହେଲା ବିଶ୍ଵ ମାନବାଧିକାର ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ସିଟିଜେନ୍ସ ହ୍ୟୁମାନ୍ ରାଇଟ୍ସ କ୍ଲିନିକ (ସିଏଚଆରସି) ବାଲେଶ୍ଵର ଶାଖା ପକ୍ଷରୁ 'ସଡ଼କ ସୁରକ୍ଷା ଜୀବନ ରକ୍ଷା' କାର୍ଯ୍ୟକ୍ରମ ଅବସରରେ ବିଶ୍ଵ ମାନବାଧିକାର ଦିବସ ପାଳନ କରାଯାଇଛି।
ଶାଖାର...





















