ମନ କିଣୁଛି ଓଡ଼ିଶାର ‘କରୁଣା ସିଲ୍କ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=iSkseH0tAtY&t=23s କ୍ରୁରତାହୀନ ତଥା ରାସାୟନିକ ରଙ୍ଗମୁକ୍ତ ଓଡ଼ିଶାର ‘କରୁଣା ସିଲ୍କ’ ଭାରତୀୟ ବୟନ ଶିଳ୍ପ କ୍ଷେତ୍ରରେ ଏକ ନୂଆ ପ୍ରୟୋଗ ରେଶମ ପୋକକୁ ନମାରି କ୍ରୁରତାହୀନ ଉପାୟରେ ଖୋସାରୁ ସିଲ୍କ ଉତ୍ପାଦନ କରି ଓଡ଼ିଶା...

ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ଓଡ଼ିଶା ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ଆସନ୍ତାକାଲି, ରବିବାରଠାରୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ପୂର୍ବରୁ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ପାଇଁ...

ବାଲେଶ୍ୱର: କେନ୍ଦ୍ର ସାହିତ୍ୟ ଅକାଦେମିର ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ଆୟୋଜିତ ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ ହୋଇଯାଇଛି। ଭୁବନେଶ୍ଵର ସ୍ଥିତ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏହି ଆଲୋଚନାଚକ୍ରର ଦ୍ଵିତୀୟ...

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି: ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି। ମାର୍ଗଶିର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ୩ ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ...

ଖଲିସ୍ତାନୀ ଆତଙ୍କବାଦୀଙ୍କ ଟାର୍ଗେଟରେ ଡିଜିପି ସମ୍ମିଳନୀ: ଭୁବନେଶ୍ୱରରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ପୁଷ୍ପମିତ୍ର ମହାନ୍ତି ରାଜଧାନୀ ଭୁବନେଶ୍ୱରରେ ଆୟୋଜନ ହେବାକୁ ଥିବା ହାଇପ୍ରୋଫାଇଲ ଡିଜିପି ସମ୍ମିଳନୀ ପୂର୍ବରୁ ଏକ ବଡ଼ ଧରଣର ସୁରକ୍ଷା ବ୍ୟବସ୍ଥା ଉପୁଜିଛି। ନିଷିଦ୍ଧ ଶିଖ୍ ଫର୍ ଜଷ୍ଟିସ୍ (ଏସ୍ଏଫଜେ)ର ନେତା ଖଲିସ୍ତାନୀ ଉଗ୍ରବାଦୀ...

ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ଉପକୂଳଗତ ପରିବେଶ ସମ୍ବନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ‘ଉପକୂଳ ଅଞ୍ଚଳର ପରିବେଶ ଏବଂ ଜୀବିକାର୍ଜନ ଉଦ୍ଦେଶ୍ୟରେ ଆହ୍ଵନ’ ପ୍ରସଙ୍ଗକୁ ନେଇ ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ପରିବେଶ ବିଜ୍ଞାନ ବିଭାଗ ଓ କେନ୍ଦ୍ର ବିଜ୍ଞାନ...

ପ୍ରଫେସର ଡକ୍ଟର ଫକୀର ମୋହନ ନାହାକଙ୍କ ସମ୍ପାଦିତ ପୁସ୍ତକ ‘ମାଷ୍ଟରିଂ ପବ୍ଲିକ ରିଲେସନସ’ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନର ଜୟପୁରସ୍ଥିତ ମଣିପାଲ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଓଡ଼ିଆ ପ୍ରଫେସର ଡକ୍ଟର ଫକୀର ମୋହନ ନାହାକ ଏବଂ ଚଣ୍ଡୀଗଡ଼ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଡକ୍ଟର ଚଞ୍ଚଲ ସଚ୍ଚଦେବା ସୁରୀଙ୍କ ଯୁଗ୍ମ ସମ୍ପାଦନାରେ ସମ୍ପାଦିତ ଇଂରାଜୀ...

ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ‘ଓଡ଼ିଶା ମଣ୍ଡପ’ ପୁରସ୍କୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪ରେ ‘ଓଡ଼ିଶା ମଣ୍ଡପ’ କୁ ରୌପ୍ୟ ପଦକ କ୍ରମାଗତ ଭାବେ ତୄତୀୟ ଥର ପାଇଁ ପୁରସ୍କୃତ ହେଲା ଓଡ଼ିଶା (ନୂଆଦିଲ୍ଲୀ/ଭୁବନେଶ୍ୱର): ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାର୍ଗଶିର କୃଷ୍ଣ ଦ୍ଵାଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ମହକୁଛି ଓଡ଼ିଶାର ‘ବାସନା ଚାଉଳ’

ଓଡ଼ିଶାଲାଇଭ୍ ବ୍ୟୁରୋ (ନୂଆଦିଲ୍ଲୀ/ଭୁବନେଶ୍ୱର): ଓଡ଼ିଶାର ବାସନା ଚାଉଳର ବାସ୍ନା ଏବେ ଦିଲ୍ଲୀରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ଚାଷୀଙ୍କ ଦ୍ୱାରା ଅମଳ ହୋଇଥିବା ବିଭିନ୍ନ କିସମର ସୁଗନ୍ଧିତ ଚାଉଳ...