ବାଲିଯାତ୍ରା ମଞ୍ଚରେ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଖଣ୍ଡି-ଇଂରାଜୀ, ବିଜେପିକୁ ଅଡୁଆ!
ସାଇପ୍ରସାଦ ମହାନ୍ତି
‘ଆଲୋ ସଖୀ ଆପଣା ମହତ ଆପେ ରଖି’ । ଓଡ଼ିଆରେ ଏହି ଆପ୍ତ ବାକ୍ୟର ଅର୍ଥ ହେଉଛି- ଯେଉଁଠି ସମ୍ମାନ ଯିବାର ଭୟ ରହିଛି, ସେଠି ସତର୍କ ରହିବା। ଯେଉଁ ପ୍ରସଙ୍ଗରେ...
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ସମସ୍ତଙ୍କ ପସନ୍ଦ ପାଲଟିଛି ‘ଓଡ଼ିଶା ମଣ୍ଡପ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୂଆଦିଲ୍ଲୀ/ଭୁବନେଶ୍ୱର): ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’। ଏହି ବିଶାଳ ବାଣିଜ୍ୟ ମେଳାରେ ‘ଓଡ଼ିଶା ମଣ୍ଡପ’ ସ୍ୱତନ୍ତ୍ର ଆକର୍ଷଣ ପାଲଟିଛି। ଦେଶ ବିଦେଶରୁ ପ୍ରତିଦିନ ଓଡ଼ିଶା ମଣ୍ଡପ...
ଚାନ୍ଦିପୁର ରେଞ୍ଜ ସ୍କୁଲରେ ଅନୁଷ୍ଠିତ ହେଲା ବାର୍ଷିକ କ୍ରୀଡ଼ା ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଚାନ୍ଦିପୁରସ୍ଥିତ ରେଞ୍ଜ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ କ୍ରୀଡ଼ା ଉତ୍ସବକୁ ପିଏକ୍ସଇର କାର୍ଯ୍ୟବାହୀ ନିର୍ଦ୍ଦେଶକ ବୈଜ୍ଞାନିକ ଡକ୍ଟର ପି କେ...
ବାହାରିନରେ ବୋଇତ ବନ୍ଦାଣ କଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବାହାରିନ ପ୍ରବାସୀ ଓଡ଼ିଆଙ୍କ ଦ୍ଵାରା ଆୟୋଜିତ ହୋଇଛି ବୋଇତ ବନ୍ଦାଣ ଉତ୍ସବ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାର ସ୍ମୃତି ସ୍ୱରୂପ ଏହି ପର୍ବକୁ ପାରମ୍ପରିକ ରୀତିନୀତି ସହିତ...
ବାରାଣାସୀରେ ପାଳିତ ହେଲା କାର୍ତ୍ତିକ ପୂର୍ଣ୍ଣିମା, ବୋଇତ ବନ୍ଦାଣ କଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରପ୍ରଦେଶର ଆଧ୍ୟତ୍ମିକ ନଗରୀ ବାରାଣାସୀରେ ପ୍ରବାସୀ ଓଡ଼ିଆମାନଙ୍କ ଦ୍ଵାରା ପାଳିତ ହୋଇଛି କାର୍ତ୍ତିକ ପୂର୍ଣ୍ଣିମା। ବାରାଣାସୀ ଉତ୍କଳ ସମାଜ ପକ୍ଷରୁ ଓଡ଼ିଶାର ଗୌରବମୟ ଇତିହାସ ଓ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ...
କାର୍ତ୍ତିକ ପୂର୍ଣ୍ଣିମା: ଆଇଆଇଟି ଧାନବାଦରେ ଡଙ୍ଗା ଭସାଇଲେ ପ୍ରବାସୀ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାଡ଼ଖଣ୍ଡର ଧାନବାଦରେ ପ୍ରବାସୀ ଓଡ଼ିଆମାନଙ୍କ ଦ୍ଵାରା ପାଳିତ ହୋଇଛି କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ଆଇଆଇଟି ଧାନବାଦରେ ଓଡ଼ିଶାର ଗୌରବମୟ ଇତିହାସ ଓ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ ବୋଇତ ବନ୍ଦାଣ...
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା: ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା। ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲିଯାତ୍ରା ମହୋତ୍ସବ-୨୦୨୪କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ବିଭିନ୍ନ ରାଷ୍ଟ୍ରର ରାଷ୍ଟଦୂର ଏବଂ ହାଇକମିଶନିରଙ୍କ ସମେତ...
ନୂଆଦିଲ୍ଲୀର ହାଉଜଖାସ ଶ୍ରୀଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବୋଇତ ବନ୍ଦାଣ ଉତ୍ସବ ମହା ସମାରୋହରେ ପାଳିତ ହୋଇଛି। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘ...
କାର୍ତ୍ତିକ ପୂର୍ଣ୍ଣିମା: ଶ୍ରୀମନ୍ଦିର ରତ୍ନ ସିଂହାସନରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର ପୁରୀ। ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ରାଜରାଜେଶ୍ଵର ବା ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏନେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ...
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଓଡ଼ିଶାବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ଚଳଚଞ୍ଚଳ ହୋଇଛି ସାରା ରାଜ୍ୟ। ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଏହି ଅବସରରେ ଡଙ୍ଗା ଭସାଇଛନ୍ତି ଲକ୍ଷ ଲକ୍ଷ ଓଡ଼ିଆ।...





















