ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ଓଡ଼ିଶା ମଣ୍ଡପ’ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଏଥରର ଥିମ୍: ‘ବିକଶିତ ଭାରତ ବିକଶିତ ଓଡ଼ିଶା’
ଓଡ଼ିଶା ମଣ୍ଡପ ଡିଜାଇନରେ ପ୍ରତିଫଳିତ ‘ପ୍ରାଚୀନରୁ ବିଜ୍ଞାନ’
ମିଳୁଛି ଓଡ଼ିଶା ପ୍ରସିଦ୍ଧ ରସଗୋଲା, ଦହିବରା, ଛେନାଝିଲ୍ଲି ଓ...
ଆଜି ପଞ୍ଚକର ତୃତୀୟ ଦିନ: ଶ୍ରୀମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥି। ପଞ୍ଚକର ତୃତୀୟ ଦିନରେ ଶ୍ରୀମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀରେ ହଜାର ହଜାର...
ଆସନ୍ତା ନୂଆ ବର୍ଷରୁ ମିଳିବ ନୂଆ ରାସନ କାର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ନୂଆ ବର୍ଷରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ରାସନକାର୍ଡ ଇ-କେଓ୍ଵାଇସି ଯାଞ୍ଚ ପ୍ରକିୟା ନଭେମ୍ବର ମାସରେ ଶେଷ ହେବ। ଇ-କେଓ୍ଵାଇସି ଯାଞ୍ଚ...
ଆଜି ବଡ଼ଓଷା: ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ଜିଲ୍ଲା ଆଠଗଡ଼ ଧବଳେଶ୍ୱର ପୀଠରେ ବୁଧବାର ଦିନ ପାଳନ ହେଉଛି ବଡ଼ଓଷା ପର୍ବ। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ଏହି ଅବସରରେ ମହାଦେବଙ୍କ ନିକଟରେ ଲାଗି ହୁଏ ସ୍ୱତନ୍ତ୍ର...
ଆଜି ପଞ୍ଚକର ଦ୍ୱିତୀୟ ଦିନ: ଶ୍ରୀମନ୍ଦିରରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ଵାଦଶୀ। ପଞ୍ଚକର ଦ୍ୱିତୀୟ ଦିନରେ ଶ୍ରୀମନ୍ଦିରରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼...
ବାଲେଶ୍ଵର ଫକୀର ମୋହନ ସାହିତ୍ୟ ପରିଷଦ ପକ୍ଷରୁ କଲ୍ୟାଣୀ ନନ୍ଦଙ୍କ କବିତାଗ୍ରନ୍ଥ ‘ଭଲପାଏ ବୋଲି’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ କବିତୀର୍ଥ ଶାନ୍ତକାନନଠାରେ କବି କଲ୍ୟାଣୀ ନନ୍ଦଙ୍କ କବିତାଗ୍ରନ୍ଥ ‘ଭଲପାଏ ବୋଲି' ଉନ୍ମୋଚିତ ହୋଇଯାଇଛି।
ସାହିତ୍ୟ ପରିଷଦ ସଭାପତି ଡକ୍ଟର ସୁବାସ ଚନ୍ଦ୍ର...
ଆଜିଠୁ ପଞ୍ଚକ ବ୍ରତ: ପୁରୀରେ ଜମୁଛି ଭକ୍ତଙ୍କ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ପଞ୍ଚକରେ ଶ୍ରୀଜିଉଙ୍କ ସ୍ଵତନ୍ତ୍ର ବେଶ ଅନୁଷ୍ଠିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି...
ଆସନ୍ତାକାଲିଠାରୁ ପଞ୍ଚକ ବ୍ରତ: ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାଲାଇଭ୍ ବ୍ୟୁରୋ
ମଙ୍ଗଳବାରରୁ ଆରମ୍ଭ ହେଉଛି କାର୍ତ୍ତିକ ମାସ ପଞ୍ଚକ ବ୍ରତ। ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ଵତନ୍ତ୍ର ବେଶ ଅନୁଷ୍ଠିତ ହେବ। ପଞ୍ଚକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ...
ବାଲେଶ୍ଵର: ଯୁବ ସାମ୍ବାଦିକା ପ୍ରତ୍ୟାଶା ପ୍ରିୟମ୍ବଦା ମହାନ୍ତିଙ୍କୁ ‘ନାୟିକା ମିଡିଆ ସମ୍ମାନ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵର କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ନାଟ୍ୟାନୁଷ୍ଠାନ 'ନାୟିକା’ ପକ୍ଷରୁ ସପ୍ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନରେ ଅନୁଷ୍ଠିତ ହୋଇଯାଇଛି। ନାଟକ ମହୋତ୍ସବ ମଞ୍ଚରେ ବାଲେଶ୍ଵରର ଯୁବ...
ନଭେମ୍ବର ୧୫ରୁ କଟକର ଐତିହାସିକ ବାଲିଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ନଭେମ୍ବର ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା। ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା କରିବା ଲାଗି ଅନୁମତି ମିଳିଛି। ତେବେ ଆସନ୍ତା...




















