ନିଲାମ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହୀତ ଅର୍ପଣ ଚାଉଳ

ଓଡ଼ିଶାଲାଇଭ୍ ବ୍ୟୁରୋ ନିଲାମ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ସଂଗ୍ରହ କରାଯାଇଥିବା ଅର୍ପଣ ଚାଉଳ। ସମୁଦାୟ ୧୦ ହଜାର ୩୨୨ କୁଇଣ୍ଟାଲ ଅର୍ପଣ ଚାଉଳ ୨ କୋଟି ୮୬ ଲକ୍ଷ ଟଙ୍କାରେ...

କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି: ଭାରତର ଆଉ ୫ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ଆଉ ୫ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା। ମରାଠି, ବଙ୍ଗାଳୀ, ପାଲି, ପ୍ରାକୃତ ଓ ଅହମିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନ କରାଯାଇଛି। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି...

ଜାଣନ୍ତୁ, ନବରାତ୍ରିରେ କାହିଁକି ନଅ ଅବତାରରେ ପୂଜା ପାଆନ୍ତି ମା’ ଦୁର୍ଗା?

ଓଡ଼ିଶାଲାଇଭ୍‌ ବ୍ୟୁରୋ ପବିତ୍ର ନବରାତ୍ରିରେ ଜଗତ୍‌ଜନନୀ ମା’ ଦୁର୍ଗାଙ୍କୁ ୯ ଅବତାରରେ ପୂଜା କରାଯାଏ। ମା’ଙ୍କ ଏହି ଅବତାର ପଛରେ ମଧ୍ୟ କାହାଣୀ ରହିଛି। ଆସନ୍ତୁ ଜାଣିବା ମା’ଙ୍କ ଏହି ଅବତାର ପଛର କାହାଣୀ...

ପୁରୀରେ ହବିଷ୍ୟାଳୀମାନଙ୍କ ସୁବିଧା ପାଇଁ ୨ କୋଟି ୫୭ ଲକ୍ଷ ଟଙ୍କା ଅନୁମୋଦନ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ କିଛି ଦିନ ପରେ ଆରମ୍ଭ ହେବ ପବିତ୍ର କାର୍ତ୍ତିକ ମାସ। ଏହି ସମୟରେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ହବିଷ୍ୟାଳୀମାନଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ହବିଷ୍ୟାଳୀମାନଙ୍କ...

ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କୁ ପିଣ୍ଡଦାନ ପାଇଁ ପୁରୀ ଓ ଯାଜପୁରରେ ପ୍ରବଳ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମହାଳୟା ଅମାବାସ୍ୟା। ଆଜି ଦିନରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀକ୍ଷେତ୍ର ପୁରୀ ଓ ଯାଜପୁରର ନାଭିଗୟାରେ ପିଣ୍ଡଦାନ କରିବା ଲାଗି ଲୋକଙ୍କ...

ବୟସ୍କଙ୍କ ପାଇଁ କେମିତି ହେବା ଦରକାର ଡାଏଟ୍ ପ୍ଲାନ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=YZ6kbLLdMgU ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ। ବରିଷ୍ଠ ନାଗରିକଙ୍କ ପ୍ରତି ସମ୍ମାନ ଏବଂ ସେମାନଙ୍କ ଯତ୍ନ ପାଇଁ ସଚେତନ ହେବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ଅକ୍ଟୋବର ୧ ତାରିଖକୁ...

ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫: ଅକ୍ଟୋବର ୩ରେ ନୂଆଦିଲ୍ଲୀରେ ହେବ ରୋଡ୍ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୫ ଜାନୁଆରି ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ଏହି ଶିଳ୍ପ ମହାକୁମ୍ଭକୁ ନିବେଶକମାନଙ୍କୁ ଆକୃଷ୍ଟ କରିବା ଲାଗି ଓଡ଼ିଶା ସରକାରଙ୍କ...

ଭିନ୍ନ ଏକ ନାଟକ- ସେପ୍ଟେମ୍ବରର ୩୦ ଦିନ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=g2fuw1KiVjo&t=59s ଶିଶୁ ଯୌନ ନିର୍ଯାତନା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଧାରିତ ଭିନ୍ନ ସ୍ୱାଦର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’। ଏହି ନାଟକକୁ ଦର୍ଶକୀୟ ଆଦୃତି ମିଳିଛି। ବିଭିନ୍ନ ବୟସ ଓ...

ବୟସ୍କଙ୍କୁ ଫିଟ୍ ରଖିବ ଯୋଗାସନ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=LMd0fJz_g-s ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ। ବରିଷ୍ଠ ନାଗରିକଙ୍କ ପ୍ରତି ସମ୍ମାନ ଏବଂ ସେମାନଙ୍କ ଯତ୍ନ ପାଇଁ ସଚେତନ ହେବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ଅକ୍ଟୋବର ୧ ତାରିଖକୁ...

ଛାତିରେ କାହିଁକି ଯନ୍ତ୍ରଣା ହୁଏ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=z37FicEifFs ଆଜି ହେଉଛି ଓ୍ଵାର୍ଲ୍ଡ ହାର୍ଟ ଡେ’ ବା ବିଶ୍ଵ ହୃଦୟ ଦିବସ -୨୦୨୪। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ଉଦ୍ଦେଶ୍ୟରେ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଓ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ...