ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ମଙ୍ଗଳବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ଶ୍ରୀମନ୍ଦିରରେ...

ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ। ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ପରମ୍ପରା ଅନୁସାରେ ଆଜି ପୁରୀ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପ ଶେଷ ହେବା ପରେ...

‘ଜୟ ଜଗନ୍ନାଥ’ ହିନ୍ଦୀ ଧାରାବାହିକକୁ ବନ୍ଦ କରିବାକୁ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦାବି

ଓଡ଼ିଶାଲାଇଭ୍ ବ୍ୟୁରୋ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ଆସିବାକୁ ଯାଉଥିବା ନୂଆ ହିନ୍ଦୀ ଧାରାବାହିକ ‘ଜୟ ଜଗନ୍ନାଥ'କୁ ନେଇ ଏବେ ବିବାଦ ଦେଖା ଦେଇଛି। ‘ହରି ଓମ୍’ ଓଟିଟି ଚ୍ୟାନେଲରେ ଅଗଷ୍ଟ ୨୬ ତାରିଖରୁ ଧାରାବାହିକଟି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ଅଛି କ’ଣ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=FQYqkXFZPuM&t=56s ଶ୍ରୀମନ୍ଦିର ରତ୍ନଭଣ୍ଡାର ସମ୍ପର୍କରେ ଜାଣିବା ପାଇଁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ କେତେ ରତ୍ନ ଅଛି, ଏହି ରତ୍ନ ସବୁ ଆସିଲା କେଉଁଠୁ, ରତ୍ନ ଭଣ୍ଡାରକୁ ନେଇ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଭାଦ୍ରବ କୃଷ୍ଣ ଦ୍ଵିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ବିଶାଖାପାଟଣା: ବିଷାକ୍ତ ଖାଦ୍ୟ ଖାଇ ୩ ଜଣ ଛାତ୍ରଙ୍କର ମୃତ୍ୟୁ ଅଭିଯୋଗ, ୭୪ ଜଣ ଅସୁସ୍ଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ହଷ୍ଟେଲରେ ବିଷାକ୍ତ ଖାଦ୍ୟ ଖାଇ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି ଓ ୭୪ ଜଣ ଗୁରୁତର ଭାବେ ଅସୁସ୍ଥ ହୋଇଛନ୍ତି। ଏଭଳି ଅଭିଯୋଗ ଆସିଛି ବିଶାଖାପାଟଣା...

ଭୁବନେଶ୍ଵରର ଇତିହାସ ବଖାଣିବ ‘ବିବିଆଇ: ଭୁବନେଶ୍ଵର କମ୍ପ୍ଲିଟସ୍ ସେଭେଣ୍ଟି ଫାଇଭ୍ ଇୟର୍ସ’ ପୁସ୍ତକ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ଓଡ଼ିଶାର ରାଜଧାନୀ ଭୁବନେଶ୍ଵରକୁ ପୂରିଛି ୭୫ ବର୍ଷ। ଏହି ଉପଲକ୍ଷେ ସୋମବାର ଦିନ ଭୁବନେଶ୍ଵରସ୍ଥିତ କ୍ରାଉନ ହୋଟେଲଠାରେ କେତକୀ ବୁକସ୍ ଏବଂ ମାଇଁ ସିଟି ଲିଙ୍କସ ପକ୍ଷରୁ ଏକ ସ୍ଵତନ୍ତ୍ର...

ରାଜ୍ୟ ଅତିଥି ଭବନରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଲେ ମହିଳା ଓ ସ୍କୁଲ ଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭୁବନେଶ୍ୱରସ୍ଥିତ ରାଜ୍ୟ ଅତିଥି ଭବନରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ। ଅନେକ ମହିଳା ଓ ସ୍କୁଲ...

ଆଜି ଶ୍ରାବଣର ଶେଷ ସୋମବାର: ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ଆଜିର ଦିନରେ ମହାଦେବଙ୍କୁ ଜଳଲାଗି କରିବା ପାଇଁ ରାଜ୍ୟର ସବୁ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି। ହଜାର ହଜାର ସଂଖ୍ୟାରେ କାଉଡ଼ିଆ...