ବୌଦ୍ଧରେ ଆରମ୍ଭ ହେଲା ପଲ୍ଲୀଶ୍ରୀ ମେଳା ଓ ମା’ ଭୈରବୀ ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ):  ବୌଦ୍ଧ ଜିଲ୍ଲାରେ ଆରମ୍ଭ ହେଲା ପଲ୍ଲୀଶ୍ରୀ ମେଳା ଓ ମା’ ଭୈରବୀ ମହୋତ୍ସବ। ହରଭଙ୍ଗା ବ୍ଳକ ପୁରୁଣାକଟକ ମିନି ଷ୍ଟାଡିୟମଠାରେ ଏହି ମହୋତ୍ସବର ଶୁଭାରମ୍ଭ ହୋଇଛି। ଅଧିଷ୍ଠାତ୍ରୀ...

ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପର୍ଯ୍ୟଟକଙ୍କ ପାଇଁ ଖୁସିଖବର। ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ। ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଆର୍କୋଲୋଜିକାଲ୍ ସର୍ଭେ ଅଫ୍...

କୋରାପୁଟ: ସହିଦଙ୍କ ଜନ୍ମମାଟିରୁ ଆଦିବାସୀ ଲୋକ ମହୋତ୍ସବ ‘ପରବ’ର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (କୋରାପୁଟ): କୋରାପୁଟର ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୨ର ଶୁଭାରମ୍ଭ ହୋଇଛି। ସହିଦ ଲକ୍ଷ୍ମଣ ନାୟକଙ୍କ ଜନ୍ମମାଟି ତେନ୍ତୁଳିଗୁମ୍ମାରୁ ଆରମ୍ଭ ହୋଇଛି ଏହି ଉତ୍ସବ। ଶୁଭାରମ୍ଭ ଦିନ ଆଦିବାସୀ ନାଚ ଗୀତରେ ଦୁଲୁକି...

ସରିଲା ଐତିହାସିକ କଟକ ବାଲିଯାତ୍ରା: ୧୦ ଦିନରେ ୨୦୦ କୋଟିର କାରବାର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକରେ ୧୦ ଦିନଧରି ଚାଲିଥିବା ଐତିହାସିକ ବାଲିଯାତ୍ରା ଉଦଯାପିତ ହୋଇଛି। ବାଲିଯାତ୍ରାର ଉଦଯାପନୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ...

ନଭେମ୍ବର ୩୦ରୁ ‘ମେକ୍ ଇନ୍ ଓଡ଼ିଶା’ କନକ୍ଲେଭ, ତୃତୀୟ ସଂସ୍କରଣ ପାଇଁ ଚାଲିଛି ପ୍ରସ୍ତୁତି

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=hPuBqE_TESw] ଦେଶ ବିଦେଶର ପୁଞ୍ଜି ନିବେଶକାରୀଙ୍କୁ ଓଡ଼ିଶାକୁ ଆକର୍ଷିତ କରିବା ଲାଗି ରାଜ୍ୟ ସରକାରଙ୍କର ଏକ ଅନନ୍ୟ ପ୍ରୟାସ ହେଉଛି 'ମେକ୍ ଇନ୍ ଓଡ଼ିଶା କନକ୍ଲେଭ’। ୨୦୧୬ ମସିହାରୁ ଭୁବନେଶ୍ୱରଠାରେ ଆରମ୍ଭ...

ଡାଏବେଟିସ୍‌ ନିୟନ୍ତ୍ରଣ ପାଇଁ ଡାଏଟ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=FzA6QWUYV3I]ଡାଏବେଟିସ୍ ବା ମଧୁମେହ ଆଜି ଏକ ବିଶ୍ୱ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ବର୍ତ୍ତମାନ ଘରେ ଘରେ ଡାଏବେଟିସ୍‌ ରୋଗୀ। ଏହାକୁ କାବୁ କରିବାର ସବୁଠାରୁ ବଡ଼ ଉପାୟ...

ଆଜି ସରିବ ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ   ଆଜି ସରିବ କଟକର ଐତିହାସିକ ବାଲିଯାତ୍ରା। ଲୋକଙ୍କ ଚାହିଦାକୁ ଦେଖି ଜିଲ୍ଲା ପ୍ରଶାସନ ବାଲିଯାତ୍ରାର ଅବଧିକୁ ଗୋଟିଏ ଦିନ ବୃଦ୍ଧି କରିଥିଲେ। ଆଜି ଶେଷ ଦିନରେ ପ୍ରବଳ ଗହଳି ହେବର ସମ୍ଭାବନା...

ଆଜି ଜାତୀୟ ପ୍ରେସ୍‌ ଦିବସ: ଗଣମାଧ୍ୟମ ଓ ଗଣତନ୍ତ୍ର

ଡକ୍ଟର ମୃଣାଳ ଚାଟାର୍ଜୀ ୧୯୬୬ ମସିହାରେ ନଭେମ୍ବର ୧୬ ତାରିଖରେ ଭାରତରେ ପ୍ରଥମ ପ୍ରେସ୍‌ କାଉନସିଲ୍‌ କାମ ଆରମ୍ଭ କରିଥିଲା। ସମ୍ବାଦବାହୀ ଗଣମାଧ୍ୟମକୁ ସାମଗ୍ରିକ ଭାବେ ପ୍ରେସ୍‌ ବୋଲି କୁହାଯାଏ। ଏକ ମୁକ୍ତ ଓ...

ପ୍ରଥମାଷ୍ଟମୀରେ ପ୍ରଥମ ପୁଅ ଝିଅଙ୍କୁ କାହିଁକି ପୂଜା କରାଯାଏ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପ୍ରଥମାଷ୍ଟମୀ। ଓଡ଼ିଆ ପରମ୍ପରାରେ ମାର୍ଗଶୀର ମାସ ଅଷ୍ଟମୀ ତିଥିରେ ଘରର ପ୍ରଥମ ପୁଅ ଝିଅଙ୍କୁ ପୂଜାର୍ଚ୍ଚନା କରାଯାଏ। ଏହିଦିନ ମା’ମାନେ ଘରେ ନିଜର ପ୍ରଥମ ପୁଅ ଝିଅଙ୍କୁ ଠାକୁରଙ୍କ ଆଗରେ ବସାଇ...

ଆସନ୍ତାକାଲି ପ୍ରଥମାଷ୍ଟମୀ, ଶ୍ରୀକ୍ଷେତ୍ରରେ ପହଞ୍ଚିଲା ମହାପ୍ରଭୁଙ୍କ ପୋଢ଼ୁଆଁ ଭାର

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ। ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ଏହି ଭାରରେ ଅରୁଆ ଚାଉଳ, ବିରି,...