ବାରିପଦାରେ ଗଡ଼ିଲା ରଥ: ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଦଉଡ଼ି ଟାଣିଲେ ମହିଳା ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଗଡ଼ିଲା ମହାପ୍ରଭୁଙ୍କ ରଥ। ପରମ୍ପରା ଅନୁଯାୟୀ ସୋମବାର ଅପରାହ୍ଣ ୩ଟାରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା। ରଥ ଟାଣିବାକୁ ବାରିପଦା ବଡ଼ଦାଣ୍ଡରେ...

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଶାନ୍ତିଲତା ବାରିକ ଛୋଟରାୟଙ୍କ ଲୋକପ୍ରିୟ ଭଜନ ‘ରଙ୍ଗ ମାଟିଲୋ…’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=hS8pJi34LUk&list=PLKig8_kZBmDO02Z3-RD5pxFkTHrW1ZicE ‘ହେ ଚକାନୟନ’, ‘ମୋ ପ୍ରଭୁ ଜଗନ୍ନାଥ, ବାଲିରେଣୁ ମହାବନ୍ଧ, ‘ରଙ୍ଗ ମାଟିଲୋ…’  ଏଭଳି ଭାବପୂର୍ଣ୍ଣ ଭଜନ ଗାଇଥିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପବିତ୍ର ରଥଯାତ୍ରା ଉପଲକ୍ଷେ ଓଡ଼ିଶାଲାଇଭ୍ ୟୁଟ୍ୟୁବ...

ଜାଣନ୍ତୁ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତିର ମହାତ୍ମ୍ୟ

ଭାସ୍କର ମିଶ୍ର ମହାପ୍ରଭୁମାନଙ୍କର ୬ ଗୋଟି ପହଣ୍ଡି ମଧ୍ୟରୁ ତିନିଥର ଗୋଟି ପହଣ୍ଡି ଓ ତିନିଥର ଧାଡ଼ି ପହଣ୍ଡି ହୋଇଥାଏ। ଶ୍ରୀଜୀଉମାନଙ୍କ ସମସ୍ତ ବିଜେ ସମୟରେ ଧାଡ଼ି ପହଣ୍ଡି ଓ ବାହୁଡ଼ା ବିଜେଗୁଡ଼ିକ ସମୟରେ...

ତେଲେଙ୍ଗାନାରେ ରଥଯାତ୍ରାକୁ ପୂରିଲା ୨୫ ବର୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲେଙ୍ଗାନା ରାଜ୍ୟରେ ଦୀର୍ଘ ୨୫ ବର୍ଷ ଧରି ପାଳନ ହୋଇଆସୁଛି ବଡ଼ଠାକୁରଙ୍କ ରଥଯାତ୍ରା। ରାଜ୍ୟର ଭଦ୍ରାଚଲମଠାରେ ଥିବା ହେଭି ୱାଟର ପ୍ଲାଣ୍ଟରେ କାର୍ଯ୍ୟରତ ପ୍ରବାସୀ ଓଡ଼ିଆମାନେ ଏଠାରେ...

ବିଶାଖାପାଟଣାରେ ଗଡ଼ିଲା ମହାପ୍ରଭୁଙ୍କ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଉତ୍କଳ ସାଂସ୍କୃତିକ ସମାଜ ପକ୍ଷରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଶାଖାପାଟଣାର ଦଶପଲ୍ଲା ହିଲ୍ସଠାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରୁ ଏହି ଯାତ୍ରା ଆରମ୍ଭ...

କମ୍ପୁଛି ବଡ଼ଦାଣ୍ଡ: ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ବଡ଼ଦାଣ୍ଡରେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ହଜାର ହଜାର ଭକ୍ତ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ...

ସୁବର୍ଣ୍ଣ ଖଡ଼ିକା ଧରି ୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ଛେରାପହଁରା। ଗଜପତି ମହାରାଜା ଦିବ୍ୟସିଂହ ଦେବ ଏହି ନୀତି ସମ୍ପନ୍ନ କରିଛନ୍ତି। ସେ ୩ ରଥରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଛନ୍ତି। ଛେରାପହଁରା...

ଶ୍ରୀଗୁଣ୍ଡିଚା ଯାତ୍ରା: ପହଣ୍ଡି ବିଜେ କରି ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅବସରରେ ଭକ୍ତମୟ ହୋଇଛି ପୁରୀ। ବଡ଼ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସଂକୀର୍ତ୍ତନର ଧ୍ଵନିରେ କମ୍ପୁଛି ବଡ଼ଦାଣ୍ଡ। ସମସ୍ତେ ଭାବପ୍ରବଣ ହୋଇ...

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀ ଗସ୍ତ କରିଛନ୍ତି। ଭକ୍ତି ଏବଂ ସମର୍ପଣର ଏହି ମହାପର୍ବ ସମସ୍ତଙ୍କ ଜୀବନରେ...

ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା: ବଡ଼ଦାଣ୍ଡରେ ଏକାଠି ହେବେ ଭକ୍ତ ଓ ଭଗବାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ରବିବାର ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା। ଆଜି ଗୋଟିଏ ଦିନରେ ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଶ୍ରୀଗୁଣ୍ଡିଚା ଯାତ୍ରାର ପୂର୍ବ ଦିନ ପଟି ଦିଅଁଙ୍କଠାରୁ ଆଜ୍ଞାମାଳ...