ତିନି ଠାକୁରଙ୍କ ତିନି ରଥ ଓ ଏହାର ବିଶେଷତ୍ଵ

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତିନିରଥରେ ବିରାଜମାନ ହୋଇ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ତିନିଠାକୁର। ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଡ଼ଭାଇ ଶ୍ରୀ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ...

ଶ୍ରୀକ୍ଷେତ୍ରରେ ରଥଯାତ୍ରା ପରମ୍ପରା ଓ ଧର୍ମ ସହ ଏହାର ସମ୍ପର୍କ

ଡକ୍ଟର ବିଶ୍ୱରଞ୍ଜନ ଦାସ ରଥ ଏକ ଚଳନ୍ତି ଦେଉଳ। ବେଦିକ ଶାସ୍ତ୍ରାନୁଯାୟୀ- “ଆତ୍ମାନୁରଥୀନ ବିଦ୍ଧି ଶରୀର ରଥମେବତୁ”। ଶରୀର ଯେପରି କେତେଗୁଡ଼ିଏ ନାଡ଼ି ଦ୍ୱାରା ଆବଦ୍ଧ, ମହାପ୍ରଭୁଙ୍କ ରଥ ସେହିପରି ଅର, ନାଭି, ଚକ୍ର...

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଶାନ୍ତିଲତା ବାରିକ ଛୋଟରାୟଙ୍କ ଲୋକପ୍ରିୟ ଭଜନ ‘ଭଜି ଭଜି ତୋ ନାମ ଚକାନୟନ…’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=Wyyb7-mNjTQ&list=PLKig8_kZBmDO02Z3-RD5pxFkTHrW1ZicE ‘ହେ ଚକାନୟନ’, ‘ଭଜି ଭଜି ତୋ ନାମ ଚକାନୟନ’, ‘ମୋ ପ୍ରଭୁ ଜଗନ୍ନାଥ…’ ଏଭଳି ଭାବପୂର୍ଣ୍ଣ ଭଜନ ଗାଇଥିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପବିତ୍ର ରଥଯାତ୍ରା ଉପଲକ୍ଷେ ଓଡ଼ିଶାଲାଇଭ୍...

ନୀଳାଦ୍ରି ବିଜେ ଦିନ କାହିଁକି ମହାପ୍ରଭୁଙ୍କୁ ଲାଗି ହୁଏ ରସଗୋଲା ଭୋଗ, କ’ଣ ରହିଛି ଇତିହାସ?

ଓଡ଼ିଶାଲାଇଭ୍ ବ୍ୟୁରୋ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ସନ୍ଧ୍ୟାଧୂପ ନୀତି ପରେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିଥାନ୍ତି। ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ ଲାଗି ହୋଇଥାଏ। ତେବେ କ’ଣ ରହିଛି ରସଗୋଲା ଭୋଗର...

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅଣସର ନୀତି

ଡକ୍ଟର ବିଶ୍ୱରଞ୍ଜନ ଦାସ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଦେବ ଓ ଦେବୀ ସୁଭଦ୍ରା ଜ୍ୱରରେ ପୀଡ଼ିତ ହୋଇଥାନ୍ତି ଓ ଏଥିଯୋଗୁଁ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ନାହିଁ।...

ମହାପ୍ରଭୁଙ୍କ ସୁନାବେଶ: କେଉଁ ଠାକୁର ପିନ୍ଧନ୍ତି କେଉଁ ଅଳଙ୍କାର?

ଓଡ଼ିଶାଲାଇଭ୍‌ ବ୍ୟୁରୋ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ। ଏହି ବେଶ ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ। ସୁନାବେଶ ଦିନ ତିନିଠାକୁର କେଉଁ ଅଳଙ୍କାର ପିନ୍ଧନ୍ତି ଆସନ୍ତୁ ଜାଣିବା। ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଲ...

ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଅକ୍ଷୟ ମହାନ୍ତିଙ୍କର ଲୋକପ୍ରିୟ ଭଜନ ‘ସେ ତ ଭକତ ଭାବରେ ବନ୍ଧା’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=f6DAkaUMvuA ଓଡ଼ିଆ ସଙ୍ଗୀତ ଜଗତର ସମ୍ରାଟ ଥିଲେ ଅକ୍ଷୟ ମହାନ୍ତି। ଖୋକା ଭାଇ ନାଁରେ ସଭିଁଙ୍କ ପ୍ରିୟ ଅକ୍ଷୟ ମହାନ୍ତି ଓଡ଼ିଆ ସଙ୍ଗୀତକୁ ଦେଇଥିଲେ ନୂଆ ପରିଚୟ। ‘ଯା’ରେ ଭାସି ଭାସି ଯା’’ଠାରୁ...

ରଥଯାତ୍ରାରେ ଲକ୍ଷ୍ମୀ-ନାରାୟଣ ଭେଟ ପରମ୍ପରା

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ପାଳିତ ହୁଏ ଅନେକ ଅନନ୍ୟ ପରମ୍ପରା। ତା’ମଧ୍ୟରେ ମହାଲକ୍ଷ୍ମୀଙ୍କୁ ନେଇ ରହିଛି କେତୋଟି ନୀତି। ହେରାପଞ୍ଚମୀ ତିଥିରେ ମା’ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଯାଇଥାନ୍ତି। ଜଗନ୍ନାଥ ତାଙ୍କୁ...

ସୁସ୍ଥ ହେଲେ ମହାପ୍ରଭୁ: ଶ୍ରୀନଅରକୁ ଯାଇ ଗଜପତି ମହାରାଜାଙ୍କୁ ଜଣାଇଲେ ସେବାୟତ

ଓଡ଼ିଶାଲାଇଭ୍ ବ୍ୟୁରୋ ଜ୍ଵରରୁ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଦଶମୂଳ ମୋଦକ ସେବନ ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏନେଇ ଗଜପତି ମହାରାଜାଙ୍କୁ ଖବର ଜଣାଇଛନ୍ତି ସେବାୟତ। ବୁଧବାର ଅନବସର ଦ୍ୱାଦଶୀ ତିଥିରେ ରାଜପ୍ରାସାଦ ବିଜେ...

ରଥଯାତ୍ରା ଉପଲକ୍ଷେ ଶୁଣନ୍ତୁ ଅକ୍ଷୟ ମହାନ୍ତିଙ୍କର ଲୋକପ୍ରିୟ ଭଜନ ‘ଦିନବନ୍ଧୁ ଦଇତାରୀ’

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/UXWOlnhAk5s?si=tRj7-1UiO8ZYVW7U ଅକ୍ଷୟ ମହାନ୍ତି – କେବଳ ଜଣେ ବ୍ୟକ୍ତିଙ୍କ ନାଁ ନୁହେଁ, ଏକ ଇତିହାସ। ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ। ‘ଯା’ରେ ଭାସି ଭାସି ଯା’’ଠାରୁ ‘କଳଙ୍କିତ ଏକ...