ମଞ୍ଚେଷ୍ଟରରେ ଦ୍ଵିତୀୟ ରଥଯାତ୍ରା ଉତ୍ସବ: ସାମିଲ ହେଲେ ଓଡ଼ିଆଙ୍କ ସହ ଅଣଓଡ଼ିଆ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡର ତୃତୀୟ ବୃହତ୍ତମ ମହାନଗର ମାଞ୍ଚେଷ୍ଟରଠାରେ ଦ୍ଵିତୀୟ ରଥଯାତ୍ରା ଉତ୍ସବ ଧୁମଧାମରେ ପାଳନ କରାଯାଇଛି। ସକାଳୁ ସକାଳୁ ମୁଖ୍ୟ ପୂଜାରୀ ପଣ୍ଡିତ ଶ୍ୟାମ ସୁନ୍ଦର ଶର୍ମାଙ୍କର ତତ୍ତ୍ଵାବଧାନରେ ଗୀତାଭବନଠାରେ ବିରାଜମାନ ମହାପ୍ରଭୁ...

ବାହୁଡ଼ାରେ ଶ୍ରୀଜୀଉଙ୍କୁ ଲାଗି ହୁଏ ପୋଡ଼ପିଠା ଭୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ‘ପୋଡ଼ପିଠା’ ଓଡ଼ିଶାର ଏକ ପାରମ୍ପରିକ ପିଠା। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ଲାଗି ଏହି ପିଠା ପ୍ରସ୍ତୁତ ହୋଇଥାଏ। ବିଶେଷକରି ବାହୁଡ଼ାଯାତ୍ରାରେ ମାଉସୀ ମା’ଙ୍କ ହାତ ପ୍ରସ୍ତୁତ ପୋଡ଼ପିଠା ମହାପ୍ରଭୁଙ୍କ ଭାରି ପ୍ରିୟ। ବାହୁଡ଼ାଯାତ୍ରା...

ରଥଯାତ୍ରାରେ ଲକ୍ଷ୍ମୀ-ନାରାୟଣ ଭେଟ ପରମ୍ପରା

ଓଡ଼ିଶାଲାଇଭ୍‍ ବ୍ୟୁରୋ ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ପାଳିତ ହୁଏ ଅନେକ ଅନନ୍ୟ ପରମ୍ପରା। ତା’ମଧ୍ୟରେ ମହାଲକ୍ଷ୍ମୀଙ୍କୁ ନେଇ ରହିଛି କେତୋଟି ନୀତି। ହେରାପଞ୍ଚମୀ ତିଥିରେ ମା’ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଯାଇଥାନ୍ତି। ଜଗନ୍ନାଥ ତାଙ୍କୁ...

ନୟାଗଡ଼: ଆଡ଼ପ ମଣ୍ଡପରେ ଚାଲିଛି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନବମୀ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ (କିଶୋର ମହାପାତ୍ର, ନୟାଗଡ଼ (ରୁରାଲ) ପ୍ରତିନିଧି): ଦିନକ ପରେ ବଡ଼ଠାକୁରଙ୍କର ବାହୁଡ଼ା ଯାତ୍ରା। ଆଜି ନବମୀ ତିଥି। ଆଡ଼ପ ମଣ୍ଡପରେ ଚାଲିଛି ଚତୁର୍ଦ୍ଧା ମୂର୍ତ୍ତିଙ୍କର ଅନ୍ତିମ ଦର୍ଶନ। ତିନିଠାକୁରଙ୍କ ଦର୍ଶନ ନିମନ୍ତେ...

ଆଡ଼ପ ମଣ୍ଡପରେ ବଡ଼ଠାକୁରଙ୍କ ଅନ୍ତିମ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ପବିତ୍ର ନବମୀ ତିଥି। ଆଜି ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅନ୍ତିମ ଦର୍ଶନ ଥିବାରୁ ଭକ୍ତଙ୍କ ପ୍ରବଳ ଭିଡ଼ ଜମୁଛି। ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ନବମୀ ଦର୍ଶନ ଅନୁଷ୍ଠିତ...

ଅଷ୍ଟ୍ରେଲିଆରେ ଓଡ଼ିଶା ପରମ୍ପରା: କାନବେରାଠାରେ ପାଳନ ହେଲା ରଥଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅଷ୍ଟ୍ରେଲିଆର ରାଜଧାନୀ କାନବେରାଠାରେ ଶ୍ରୀଜଗନ୍ନାଥଙ୍କର ଏକାଦଶତମ ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି। ପ୍ରତ୍ୟୁଷରୁ ମନ୍ଦିରରେ ମଙ୍ଗଳ ଆଳତୀ, ମଇଲମ, ତଡ଼ପଲାଗି, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଏବଂ ସକାଳ ଧୂପ...

ମହାପ୍ରଭୁ ଖାଇବେ ପୋଡ଼ ପିଠା: ମାଉସୀ ମା’ ମନ୍ଦିରରେ ଚାଲିଛି ପ୍ରସ୍ତୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ମହାପ୍ରଭୁ ଖାଇବେ ପୋଡ଼ ପିଠା। ବଡ଼ଠାକୁରଙ୍କ ରଥଯାତ୍ରା ସମୟରେ ମାଉସୀ ମା’ ମନ୍ଦିରରେ ପୋଡ଼ ପିଠା ଭୋଗ ହୋଇଥାଏ। ଆଉ ଗୋଟିଏ ଦିନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ବାହୁଡ଼ା ଯାତ୍ରା। ଶରଧାବାଲିରୁ ଶ୍ରୀମନ୍ଦିର...

ଆଜି ହେରାପଞ୍ଚମୀ – ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମହାଲକ୍ଷ୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଶେଷ ହେବା ପରେ ଆଜି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। କାଳିଆ ସାଆନ୍ତଙ୍କ ଉପରେ ଅଭିମାନ କରି ନନ୍ଦିଘୋଷ ରଥର ଚକ ଭାଙ୍ଗିବେ ମା’...

ଆଜି ବନକଲାଗି ନୀତି: ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ରତ୍ନବେଦୀରୁ ଯାଇ ଆଡ଼ପ ମଣ୍ଡପରେ ଚାଲିଛି ମହାପ୍ରଭୁଙ୍କର ନିତ୍ୟରାସ। ଜନ୍ମବେଦୀରେ ବିରାଜିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରୁଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ...

ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଶ୍ରୀଗୁଣ୍ଡିଚା ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାରେ ଶନିବାର ଦିନ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ଅନୁଷ୍ଠିତ ହେଉଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ପରଦିନ ବାରିପଦାଠାରେ ଏହି ପରାମ୍ପରା ପାଳନ...