ମହାଶିବରାତ୍ରୀ ପାଇଁ ଚାଲିଛି ପ୍ରସ୍ତୁତି: ଆସନ୍ତାକାଲି ରାତି ୧୦ଟାରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିବ ମହାଦୀପ

ଓଡ଼ିଶାଲାଇଭ୍ ବ୍ୟୁରୋ ସନ୍ତାକାଲି, ଶୁକ୍ରବାର ଦିନ ମହାଶିବରାତ୍ରୀ। ଏଥିପାଇଁ ସମସ୍ତ ଶିବ ମନ୍ଦିରରେ ଜୋରଦାର ପ୍ରସ୍ତୁତି ଚାଲିଛି। ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ମଧ୍ୟ ଜାଗର ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ଆସନ୍ତାକାଲି ରାତି ୧୦ଟାରେ...

ପିରିୟଡସ ବେଳେ ସଫାସୁତରା ରହିବା ଜରୁରୀ

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=u85dpjJULNU ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି...

ଭୁବନେଶ୍ଵର: କଳିଙ୍ଗ ଚାରୁକଳା ମହାବିଦ୍ୟାଳୟର ଷଷ୍ଠ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ କଳିଙ୍ଗ ଚାରୁକଳା ମହାବିଦ୍ୟାଳୟର ଷଷ୍ଠ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଭୁବନେଶ୍ଵର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର...

ୟୁସିସିଆଇଏଲ ନାରୀଶକ୍ତି କମିଟି ଓ ଡବ୍ଲ୍ୟୁଟିସି ମହିଳା ଫୋରମର ମିଳିତ ଉଦ୍ୟମ ‘ନାରୀଶକ୍ତି କନକ୍ଲେଭ’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ୟୁସିସିଆଇଏଲ ନାରୀ ଶକ୍ତି କମିଟି ଏବଂ ଡବ୍ଲ୍ୟୁଟିସି ମହିଳା ଫୋରମର ମିଳିତ ଉଦ୍ୟମରେ ଭୁବନେଶ୍ଵରସ୍ଥିତ ରେଡକ୍ରସ ଭବନଠାରେ ବୁଧବାର ଦିନ ଆୟୋଜିତ ହୋଇଯାଇଛି ‘ନାରୀଶକ୍ତି କନକ୍ଳେଭ’। ଅନ୍ତର୍ଜାତୀୟ ମହିଳା ଦିବସ...

ଓଡ଼ିଶାରେ ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଲୋକାର୍ପଣ କଲେ କେନ୍ଦ୍ର ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ପୂର୍ବରୁ ଓଡ଼ିଶାକୁ ପ୍ରାୟ ୨୦ ହଜାର କୋଟି ଟଙ୍କାର ଉପହାର ଦେଲେ କେନ୍ଦ୍ର ସରକାର। ମଙ୍ଗଳବାର ଦିନ ଓଡ଼ିଶା ଗସ୍ତରରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରେଳ, ଜାତୀୟ ରାଜପଥ...

ପ୍ରଥମ ପ୍ରତିଷ୍ଠା ଦିବସ ପାଳନ କରିଛି ‘ଓଡ଼ିଶା ୱିମେନ୍‌ ଇନ ମିଡିଆ’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରଠାରେ ପ୍ରଥମ ପ୍ରତିଷ୍ଠା ଦିବସ ପାଳନ କରିଛି ‘ଓଡ଼ିଶା ୱିମେନ୍‌ ଇନ ମିଡିଆ’ (ଓଡବ୍ଲ୍ୟୁଏମ୍‌)। ଓଡବ୍ଲ୍ୟୁଏମ୍‌ ପକ୍ଷରୁ ଆୟୋଜିତ ସମାରୋହରେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ରାଜ୍ୟ...

ଦିନେ ଆଦିବାସୀ ମହିଳାଙ୍କୁ ‘ପୋଲିସ ପାୱାର’ ଦେଇଥିଲେ ବିଜୁବାବୁ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=_1WTQroEj-8 “ତୁମକୁ ମୁଁ ‘ପୁଲିସ୍ ପାୱାର’ ଦେବି। ତୁମେ ଯାଇକି ଛାଞ୍ଚୁଣିମୁଠା ଧରି ମଦହାଣ୍ଡି ଭାଙ୍ଗି ପାରିବ। ତୁମେ ମଦ ବନ୍ଦ କରିପାରିବ। ତୁମର ହାତର କଥା ତୁମର ହାତେ ହିଁ ଅଛି। ଏହା ତୁମ ନିଜର କଥା ତାହା ତୁମ ନିଜ ପାଖରେ ଅଛି। ତୁମେ ଯାହା କହିଲ ତାହା ହୋଇପାରିବ।” ଏହି ଘଟଣାକୁ ୨୦-୨୫ ବର୍ଷ ହୋଇଗଲାଣି। ଏହା ୧୯୯୩ ମସିହାର କଥା। ସେତେବେଳେ ୧୧ଟି ଜିଲ୍ଲାର ମହିଳାମାନେ ମୋଟ ୪୦୦ଜଣ ହୋଇ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ଏକାଠି ହୋଇଥିଲୁ। ୩-୪ଟି...

ଆସନ୍ତାକାଲି ପାଳନ ହେବ ବିଜୁବାବୁଙ୍କ ୧୦୮ତମ ଜୟନ୍ତୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ମଙ୍ଗଳବାର ଦିନ ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜୟନ୍ତୀ। ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲାସ୍ତରରୁ ଆରମ୍ଭ କରି...

କାନକୁ କେମିତି ସଫା ରଖିବେ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=nw34LMFRx_Q ଆଜି ବିଶ୍ୱ ଶ୍ରବଣ ଶକ୍ତି ଦିବସ ୨୦୨୪। ଶ୍ରବଣ ଜନିତ ସମସ୍ୟା ଏବଂ କାନର ଯତ୍ନ ନେବା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ମାର୍ଚ୍ଚ ୩ ତାରିଖକୁ...

ଶ୍ରବଣ ଯନ୍ତ୍ରର ବ୍ୟବହାର କେମିତି କରିବେ?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=168oLYUKyHo ଆଜି ବିଶ୍ୱ ଶ୍ରବଣ ଶକ୍ତି ଦିବସ ୨୦୨୪। ଶ୍ରବଣ ଜନିତ ସମସ୍ୟା ଏବଂ କାନର ଯତ୍ନ ନେବା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ମାର୍ଚ୍ଚ ୩ ତାରିଖକୁ...