ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ: ଜାନୁଆରି ୨୨ରେ କେନ୍ଦ୍ର ସରକାରଙ୍କ ସବୁ କାର୍ଯ୍ୟାଳୟରେ ଅଧା ଦିନ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଯୋଧ୍ୟାର ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁଆରି ୨୨ ତାରିଖରେ ଅଧା ଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ସାରା ଦେଶରେ ଥିବା କେନ୍ଦ୍ର...
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ତୃତୀୟ ଦିନ: ନନ୍ଦୋତ୍ସବ ପାଇଁ ଉତ୍ସବମୁଖର ଗୋପପୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ବରଗଡ଼ରେ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରାର ଆସର ଜମିବାରେ ଲାଗିଛି। ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବରେ ପରିଚିତ ଧନୁଯାତ୍ରାରେ ଚିତ୍ତାକର୍ଷକ ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହେଉଛି। କଂସ ମହାରାଜଙ୍କ ଅଟ୍ଟହାସ୍ୟରେ...
ଲୋକାର୍ପିତ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ ହେଲା। ଲୋକାର୍ପିତ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ବୁଧବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର...
ଆଜି ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଉତ୍ସବମୁଖର ଶ୍ରୀକ୍ଷେତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଉତ୍ସବମୁଖର ହୋଇଛି ଶ୍ରୀକ୍ଷେତ୍ର। ସମଗ୍ର ପୁରୀ ସହରରେ ଆଧ୍ୟାତ୍ମିକ ବାତାବରଣ ଖେଳି ଯାଇଛି। ବେଦମନ୍ତ୍ରରେ ପ୍ରକମ୍ପିତ ହେଉଛି ସାରା ଅଞ୍ଚଳ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ...
ଆସନ୍ତାକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ବନ୍ଦ ରହିବ ଓଡ଼ିଶାର ସବୁ ସ୍କୁଲ କଲେଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଦିନ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିଲାଗି ଜାନୁଆରି ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ଦିନ...
ଆଜିଠୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ବରଗଡ଼ରେ ୧୧ ଦିନ ଧରି ଚାଲିବ କଂସ ମହାରାଜାଙ୍କ ରାଜୁତି।
ସୋମବାରଠାରୁ ବରଗଡ଼ ପାଲଟିବ ବିଶ୍ଵର ସବୁଠାରୁ ବଡ଼ ମୁକ୍ତାକାଶ ରଙ୍ଗମଞ୍ଚ। ବରଗଡ଼...
ଆଜି ମକର ସଂକ୍ରାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ମକର ସଂକ୍ରାନ୍ତି। ଘରେ ଘରେ ପ୍ରସ୍ତୁତ ହୋଇଛି ମକର ଚାଉଳ। ଏହି ମକର ଚାଉଳକୁ ଠାକୁରଙ୍କ ପାଖରେ ଭୋଗ ଲାଗିଛି। ମନ୍ଦିରରେ ମଧ୍ୟ ମକର ସଂକ୍ରାନ୍ତି ପାଇଁ ହୋଇଛି...
ଓଡ଼ିଶାର କୃଷି ବିକାଶରେ ମହିଳାମାନଙ୍କର ବିଶେଷ ଭୂମିକା ରହିଆସୁଛି – ରାଜ୍ୟପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଲା ବାର୍ଷିକ ବିଶାଳ କୃଷି ପ୍ରଦର୍ଶନୀ କୃଷି ଓଡ଼ିଶା-୨୦୨୪
“ଗ୍ରାମାଞ୍ଚଳରେ ବିକାଶ ହେଲେ ଦେଶର ବିକାଶ ହେବ”
ବ୍ଲକସ୍ତରରେ କୃଷି ଯନ୍ତ୍ରପାତି ମେଳାର ଆୟୋଜନ କରାଯିବ – ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
ମାର୍କେଟିଂ ଓ...
କୃଷି କ୍ଷେତ୍ରରେ ମହିଳାମାନେ ଆହୁରି ଆଗକୁ ବଢ଼ିବାର ସମୟ ଆସିଛି – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କୃଷି ଓଡ଼ିଶା-୨୦୨୪କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କୃଷି କ୍ଷେତ୍ରରେ ମହିଳାଙ୍କ ଯୋଗଦାନକୁ ସମ୍ମାନ ଜଣାଇ ଏ ବର୍ଷର କୃଷିମେଳା
କୃଷି ଉଦ୍ୟୋଗ ଭବନ ଏବଂ ଇମେଜ (ଆଇଏମଏଜିଇ)ର ନୂଆ କ୍ୟାମ୍ପସ ପାଇଁ...
ଭୁବନେଶ୍ୱରରେ ଶୁକ୍ରବାରଠାରୁ ‘କୃଷି ଓଡ଼ିଶା-୨୦୨୪’: କୃଷି କ୍ଷେତ୍ରରେ ମହିଳାଙ୍କ ଯୋଗଦାନ ଓ ସଫଳତା ହେବ ପ୍ରଦର୍ଶିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଜାନୁଆରି ୧୨ରୁ ୧୪ ଯାଏଁ ‘କୃଷି ଓଡ଼ିଶା-୨୦୨୪’
ଯୋଗଦେବେ ୫୦୦୦ ମହିଳା ଚାଷୀ, ୨୦୦୦ ଏସଏଚଜି ଓ କୃଷି ଉଦ୍ୟୋଗୀ
ଚଳିତ ବର୍ଷ ପ୍ରଦର୍ଶନୀର ଥିମ - ‘କୃଷି ପ୍ରଗତିରେ ମହିଳା’
ଭୁବନେଶ୍ୱରରେ ଶୁକ୍ରବାରଠାରୁ...





















