ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ପୂର୍ବ ନିର୍ଦ୍ଧାରିତ ସମୟରେ ମା’ଙ୍କ ନିକଟରେ ନବାନ୍ନ ଲାଗି ହୋଇଛି। ମା’...

ଆଜି ନୂଆଁଖାଇ: ଉତ୍ସବମୁଖର ସାରା ପଶ୍ଚିମ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ପର୍ବ ମା’ ଓ ମାଟିର ପର୍ବ, କୃଷି ଏବଂ କୃଷକଙ୍କର ପର୍ବ। ନୂଆଁଖାଇ ପାଇଁ ସାରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର। ନୂଆଁଖାଇ ଅବସରରେ...

ରାତି ପାହିଲେ ନୂଆଁଖାଇ: ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ଘରେ ଘରେ ଚାଲିଛି ପ୍ରସ୍ତୁତି। ଚଳଚଞ୍ଚଳ ହୋଇଛି ସମଗ୍ର ପଶ୍ଚିମ ଓଡ଼ିଶା। ନୂଆଁଖାଇରେ ଚାଷୀ ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କୁ ଅର୍ପଣ...

ଗଜାନନଙ୍କ ପାଖରେ କାହିଁକି ଭୋଗ ହୁଏ ମୋଦକ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିଛନ୍ତି ପାର୍ବତୀ ନନ୍ଦନ। ଲଡ଼ୁ ପ୍ରିୟ ପ୍ରଭୁ ଗଣପତିଙ୍କୁ ସ୍ଵାଗତ କରୁଛନ୍ତି ସାରା ଦେଶବାସୀ। ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଠି ଉତ୍ସବମୁଖର। ଶ୍ରୀ ଗଣେଶଙ୍କ ନିକଟରେ ଭୋଗ ଲାଗି...

ବିରାଜିଲେ ଅଗ୍ରପୂଜ୍ୟ ଶ୍ରୀ ଗଣେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି, ବିଦ୍ୟାର ଦେବତା ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀ ଗଣେଶଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ଗାଁଠୁ ସହର। ହିନ୍ଦୁ ସଂସ୍କୃତିରେ ଏହି ଦିନକୁ ଗଣେଶଙ୍କ...

ଏଥର ବର୍ଷାରେ ଫିକା ପଡ଼ିବ ଗଣେଶ ପୂଜା!

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ହେଲେ ଏଥର ପୂଜା ଫିକା ପଡ଼ିବାର ସମ୍ଭାବନା ରହିଛି। କାରଣ ଅଗଷ୍ଟ ୨୭ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ସାରା...

ଶ୍ରୀମନ୍ଦିରରେ ପାଳନ ହେବ ନନ୍ଦୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଶନିବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀରେ ଦହିହାଣ୍ଡି ଭାଙ୍ଗିବାର ପରାମ୍ପରା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ଅର୍ଥାତ ଜନ୍ମାଷ୍ଟମୀରେ କାହିଁକି ରହିଛି ଦହିହାଣ୍ଡି ଭଙ୍ଗା ପରାମ୍ପରା। ହିନ୍ଦୁଧର୍ମରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀର ମହାନ ପରମ୍ପରା ରହିଛି। ଭଗବାନ ଶ୍ରୀକୃଷ୍ଣ ଏହି ଦିନ ଜନ୍ମ ନେଇଥିଲେ। ଭାଦ୍ରବ ମାସ କୃଷ୍ଣପକ୍ଷ...

ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ। ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ପରମ୍ପରା ଅନୁସାରେ ଆଜି ପୁରୀ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପ ଶେଷ ହେବା ପରେ...

ସ୍ନେହ ଓ ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ସ୍ନେହ ଏବଂ ସମ୍ପର୍କର ଏହି ପର୍ବରେ ଭାଇ ହାତରେ ରାକ୍ଷୀ ବାନ୍ଧିଛି ଭଉଣୀ। ରାକ୍ଷୀ ପୂର୍ଣ୍ଣିମାକୁ ଗହ୍ମା ପୂର୍ଣ୍ଣିମା ବୋଲି ମଧ୍ୟ କୁହାଯାଏ। ଏହି ପର୍ବରେ...