ବାହାରିନରେ ଓଡ଼ିଆ ସମାଜ ଓ ଇସ୍କନ ପକ୍ଷରୁ ପାଳିତ ହେଲା ବାହୁଡ଼ା ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରିନରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ବାହାରିନ ଓଡ଼ିଆ ସମାଜ ଓ ଇସ୍କନର ମିଳିତ ସହଯୋଗରେ ବୁଧବାର ଏହି ଯାତ୍ରା ଅନୁଷ୍ଠିତ ହୋଇଥିଲା। ଭକ୍ତମାନେ...

ଆଜି ସୁନାବେଶ – ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ

ଓଡ଼ିଶାଲାଇଭ୍ ବ୍ୟୁରୋ ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ବାହୁଡ଼ିଛନ୍ତି ବଡ଼ଠାକୁର। ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ହୋଇ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଏବଂ ଚକ୍ରରାଜ ସୁଦର୍ଶନ।...

ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଶ୍ରୀମନ୍ଦିରକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବୁଧବାର ବାହୁଡ଼ାଯାତ୍ରା ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ...

ଏକାମ୍ର ପ୍ରକଳ୍ପ: ଭବ୍ୟ ସମାରୋହ ଭିତରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ହୋମ, ଯଜ୍ଞ, ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଏକାମ୍ରକ୍ଷେତ୍ର। ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ। ଆଉ ଏଭଳି ଆଧ୍ୟାତ୍ମିକ ପରିବେଶ ଭିତରେ ବୁଧବାର ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ...

ବାହୁଡ଼ାଯାତ୍ରାରେ ଶ୍ରୀଜୀଉଙ୍କ ପ୍ରିୟ ‘ପୋଡ଼ ପିଠା’ ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଡ଼ ପିଠା ହେଉଛି ଏକ ପାରମ୍ପରିକ ପିଠା। ଓଡ଼ିଶାରେ ଏହି ପିଠାର ସ୍ଵତନ୍ତ୍ର ପରିଚୟ ରହିଛି। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ପାଇଁ ମଧ୍ୟ ପ୍ରସ୍ତୁତ ହୁଏ ଏହି ପୋଡ଼ ପିଠା। ବାହୁଡ଼ାଯାତ୍ରା ସମୟରେ...

ଶ୍ରୀମନ୍ଦିର ବାହୁଡ଼ୁଛନ୍ତି ବଡ଼ଠାକୁର

ଓଡ଼ିଶାଲାଇଭ୍ ବ୍ୟୁରୋ ନଅ ଦିନ ଧରି ଜନ୍ମବେଦୀରେ ଲୀଳାଖେଳା କରିବା ପରେ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ବଡ଼ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା ପରେ ପଛେ ପଛେ ଆସୁଛି ଦେବୀ ସୁଭଦ୍ରାଙ୍କ...

ପବିତ୍ର ବାହୁଡ଼ା ଯାତ୍ରା: ଶରଧାବାଲିରୁ ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହୁଡ଼ା ଯାତ୍ରା ଅବସରରେ ଏବେ ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନେ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ...

ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ତାଳଧ୍ଵଜ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି ମହାପ୍ରଭୁ। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥକୁ ଭକ୍ତମାନେ...

ଆଜି ପବିତ୍ର ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ଶ୍ରୀଜୀଉ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ। ଏଥିପାଇଁ ବୁଧବାର ସକାଳୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଶରଧାବାଲିରେ ଘଣ୍ଟଘଣ୍ଟା...

କିଲୋ ପିଛା ୧୦୦ ଟଙ୍କା ଟପିଲା ଟମାଟୋ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଖୁ ଦେଖୁ ୧୦୦ ଟଙ୍କା ଟପିଲା ଟମାଟୋ ଦର। କିଲୋ ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହେଉଥିବା ଟମାଟୋ ଆଜି ୧୨୦ ଟଙ୍କାରେ ବିକ୍ରି ହେଉଛି। ଟମାଟୋ ଦର ଶୁଣି ଛାନିଆଁ...