ଓଡ଼ିଶାରେ ଆରମ୍ଭ ହେଲା ‘ପିଏମ-ଉଷା’ ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଲାଗୁ ହୋଇଛି ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା)। ଏନେଇ ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି।...

‘ନୂଆ-ଓ’ ଯୋଜନାକୁ ବନ୍ଦ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କଲେଜ ଛାତ୍ରଛାତ୍ରୀଙ୍କ ପାଇଁ ଚାଲୁଥିବା ‘ନୂଆ-ଓ' ଯୋଜନାକୁ ବନ୍ଦ କରିଛନ୍ତି ରାଜ୍ୟ ସରକାର। ଏହା ବଦଳରେ ‘ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି, ପିଜି ଷ୍ଟୁଡେଣ୍ଟସ’ ନାମରେ ଏକ ନୂଆ ଯୋଜନା...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଯୋଡ଼ି ହେଲା ନୂଆ ପାଠ୍ୟକ୍ରମ – ‘ପ୍ରିସିସନ ଇଞ୍ଜିନିୟରିଂ’

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/CaR2W3tNS3o?si=GFOcD_mpBwq6H03Q (ଭୁବନେଶ୍ଵର):  ଆଜି ଦେଶ ବିଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ରରେ ଅତ୍ୟାଧୁନିକ ଟେକ୍ନୋଲୋଜିର ପ୍ରୟୋଗ କରାଯାଉଛି। ଫଳରେ ଶିଳ୍ପ ଉତ୍ପାଦନ ଧାରାରେ ବ୍ୟାପକ ପରିବର୍ତ୍ତନ ଆସିବା ସହ ଉତ୍ପାଦଗୁଡ଼ିକର...

ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଲା: ଏଥର ୨୪ ମାର୍କ ରଖିଲେ ପାସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲା ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା। ଏଣିକି ୨୪ ମାର୍କ ରଖିଲେ ପାସ୍ କରିବେ ଛାତ୍ରଛାତ୍ରୀ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛନ୍ତି...

ରିଲାଏନ୍ସ ଫାଉଣ୍ଡେସନ୍‌ ପକ୍ଷରୁ ୫,୧୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି: ଆବେଦନର ଶେଷ ତାରିଖ ଅକ୍ଟୋବର ୬

ଓଡ଼ିଶାଲାଇଭ୍ ବ୍ୟୁରୋ ରିଲାଏନ୍ସ ଫାଉଣ୍ଡେସନ୍‌ ପକ୍ଷରୁ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ୫,୧୦୦ ଜଣ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରାଯିବ। ଏଥିପାଇଁ ଆବେଦନ ଆହ୍ୱାନ କରାଯାଇଛି। ସମଗ୍ର ଭାରତରେ ଥିବା ଶିକ୍ଷାନୁଷ୍ଠାନଗୁଡ଼ିକରୁ ପ୍ରଥମ ବର୍ଷ...

ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଡକ୍ଟର ପ୍ରଦୀପ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଗତ ଅଗଷ୍ଟ ୨ ଦେହାନ୍ତ ହୋଇଥିଲା। ତାଙ୍କ ବିୟୋଗ ସାମ୍ବାଦିକତା ଜଗତରେ ଶୂନ୍ୟ ସ୍ଥାନ...

ଓଡ଼ିଶାରେ ଖୋଲିବ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ସ୍ଵତନ୍ତ୍ର ବିଶ୍ଵବିଦ୍ୟାଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଖୋଲିବ ଦୃଷ୍ଟିବାଧିତ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ଵତନ୍ତ୍ର ବିଶ୍ଵବିଦ୍ୟାଳୟ। ସନ୍ଥ କବି ଭୀମ ଭୋଇଙ୍କ ନାମରେ ଏହି ବିଶ୍ଵବିଦ୍ୟାଳୟ ନାମିତ କରାଯିବ। ଏହି ବିଶ୍ଵବିଦ୍ୟାଳୟରେ ଉଚ୍ଚଶିକ୍ଷା ଓ ବୈଷୟିକ ପାଠ୍ୟକ୍ରମର ସୁବିଧା...

କିଟ୍‍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦର ସ୍ୱତନ୍ତ୍ର ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ୟୁଏନ୍‍ ଇକୋସୋକ୍‍) ଦ୍ୱାରା ସ୍ୱତନ୍ତ୍ର ପରାମର୍ଶଦାତା (ସ୍ପେସିଆଲ୍‍ କନ୍‍ସଲ୍‍ଟେଟିଭ୍‍) ମାନ୍ୟତା ପ୍ରଦାନ କରାଯାଇଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କ୍ଷେତ୍ରରେ...

ଆଉଥରେ ପ୍ରକାଶ ପାଇଲା ନିଟ୍-୨୦୨୪ ପରୀକ୍ଷା ଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉଥରେ ପ୍ରକାଶ ପାଇଛି ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-୨୦୨୪ ରେଜଲ୍ଟ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଛାତ୍ରଛାତ୍ରୀଙ୍କ ପରୀକ୍ଷା କେନ୍ଦ୍ର ଓ ସହର କ୍ରମରେ ନିଟ୍ ୟୁଜି ରେଜଲ୍ଟ ପୁଣି ବାହାରିଛି।...

ବାହାରିଲା ଯୁକ୍ତ ୨ ପ୍ରଥମ କଟଅଫ୍ ମାର୍କ: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ କଟଅଫ୍ ମାର୍କ ତାଲିକା ଶନିବାର ପ୍ରକାଶ ପାଇଛି। ଚଳିତବର୍ଷ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ...