ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା-ବାଣିଜ୍ୟ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା-ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗର ରେଜଲ୍ଟ। ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ଥିବା ଗୀତଗୋବିନ୍ଦ ସଦନରେ ଆଜି...

ଶୁକ୍ରବାର ପ୍ରକାଶ ପାଇବ ଯୁକ୍ତ ୨ କଳା-ବାଣିଜ୍ୟ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ। ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା-ବାଣିଜ୍ୟ...

ଆଜିଠୁ ଆରମ୍ଭ ଏମବିବିଏସ-ବିଡିଏସ ରେଜିଷ୍ଟ୍ରେସନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠୁ ଆରମ୍ଭ ହେବ ଏମବିବିଏସ-ବିଡିଏସ ପାଠ୍ୟକ୍ରମରେ ନାମ ରେଜିଷ୍ଟ୍ରେସନ। ଏନଇଇଟିରେ ଉର୍ତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଅନଲାଇନରେ ପଞ୍ଜିକରଣ କରିପାରିବେ। ଜୁନ୍ ୨୦ରୁ ଜୁନ୍ ୨୫ ମଧ୍ୟରେ ଉର୍ତ୍ତୀର୍ଣ୍ଣ ବିଦ୍ୟାର୍ଥୀ ନାମ ରେଜିଷ୍ଟ୍ରେସନ୍ କରିପାରିବେ।...

ଭବାନୀଙ୍କ ସଫଳତା – ଦିନରେ ଜଳଖିଆ ବିକ୍ରି, ରାତିରେ ପାଠ ପଢ଼ି ହେଲେ ଓଜେଇଇ ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ଦୃଢ଼ ଇଚ୍ଛାଶକ୍ତି ଆଗରେ ହାର ମାନେ ସବୁ ବନ୍ଧବାଡ଼। ଏହାକୁ ସତ ପ୍ରମାଣ କରି ସମସ୍ତଙ୍କ ପାଇ ଉଦାହରଣ ପାଲଟିଛନ୍ତି ଓଜେଇଇ ଟପ୍ପର ଭବାନୀ ଶଙ୍କର ବେହେରା। ଆର୍ଥିକ ଅଭାବ ଅନଟନ ଭିତରେ...

ଜୁନ ୨୧ରେ ପ୍ରକାଶ ପାଇବ +୨ ରେଜଲ୍ଟ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଜୁନ୍‌ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଆସନ୍ତା ଜୁନ୍‌ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ଓ...

ଜୁନ ୨୧ରେ ଯୁକ୍ତ ୨ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଫଳ ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ଜୁନ ୨୧ ଅପରାହ୍ନ ସାଢ଼େ ୩ଟାରେ +୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ।...

ପ୍ରକାଶ ପାଇଲା ଉଭୟ ଅନଲାଇନ-ଅଫଲାଇନ୍ ଓଜେଇଇ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଏଣ୍ଟ୍ରାନ୍ସ ରେଜଲ୍ଟ ପ୍ରକାଶ ପାଇଛି। ଉଭୟ ଅନଲାଇନ୍ ଏବଂ ଅଫଲାଇନରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବା ସହ...

ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ବୁଧବାର ଓଡ଼ିଶା ଯୁଗ୍ମ ପ୍ରବେଶିକା ଅନଲାଇନ ଓ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଦକ୍ଷତା...

ପ୍ରକାଶ ପାଇଲା NEST ପରୀକ୍ଷା ଫଳ – ଓଡ଼ିଶା ଟପର ହେଲେ କାହ୍ନା

ଓଡ଼ିଶାଲାଇଭ୍‌ ବ୍ୟୁରୋ ପ୍ରକାଶ ପାଇଲା ନ୍ୟାସନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ(NEST) ୨୦୧୯ର ଫଳାଫଳ। ଏହି ପ୍ରବେଶିକା ପରୀକ୍ଷାରେ ପଶ୍ଚିମବଙ୍ଗର ପ୍ରଣୟ ଦେ ସର୍ବଭାରତୀୟ ସ୍ତରରେ ଟପର ହୋଇଥିବା ବେଳେ ଓଡିଶାରୁ କାହ୍ନା ଜୈନ୍‌ ଟପର...

ଜୁନ୍‌ ୨୫ ଯାଏଁ ବଢ଼ିଲା ଖରାଛୁଟି – ୨୬ରେ ଖୋଲିବ ସ୍କୁଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆସନ୍ତାକାଲି ଖୋଲିବନି ସ୍କୁଲ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଖରାଛୁଟି ବଢ଼ାଇଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୨୫ ତାରିଖ ଯାଏଁ ଖରାଛୁଟି ବଢ଼ାଯାଇଛି। ତେବେ...