ପ୍ରକାଶ ପାଇଲା ଉଭୟ ଅନଲାଇନ-ଅଫଲାଇନ୍ ଓଜେଇଇ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଏଣ୍ଟ୍ରାନ୍ସ ରେଜଲ୍ଟ ପ୍ରକାଶ ପାଇଛି। ଉଭୟ ଅନଲାଇନ୍ ଏବଂ ଅଫଲାଇନରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବା ସହ...

ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ବୁଧବାର ଓଡ଼ିଶା ଯୁଗ୍ମ ପ୍ରବେଶିକା ଅନଲାଇନ ଓ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଦକ୍ଷତା...

ପ୍ରକାଶ ପାଇଲା NEST ପରୀକ୍ଷା ଫଳ – ଓଡ଼ିଶା ଟପର ହେଲେ କାହ୍ନା

ଓଡ଼ିଶାଲାଇଭ୍‌ ବ୍ୟୁରୋ ପ୍ରକାଶ ପାଇଲା ନ୍ୟାସନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ(NEST) ୨୦୧୯ର ଫଳାଫଳ। ଏହି ପ୍ରବେଶିକା ପରୀକ୍ଷାରେ ପଶ୍ଚିମବଙ୍ଗର ପ୍ରଣୟ ଦେ ସର୍ବଭାରତୀୟ ସ୍ତରରେ ଟପର ହୋଇଥିବା ବେଳେ ଓଡିଶାରୁ କାହ୍ନା ଜୈନ୍‌ ଟପର...

ଜୁନ୍‌ ୨୫ ଯାଏଁ ବଢ଼ିଲା ଖରାଛୁଟି – ୨୬ରେ ଖୋଲିବ ସ୍କୁଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆସନ୍ତାକାଲି ଖୋଲିବନି ସ୍କୁଲ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଖରାଛୁଟି ବଢ଼ାଇଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୨୫ ତାରିଖ ଯାଏଁ ଖରାଛୁଟି ବଢ଼ାଯାଇଛି। ତେବେ...

ବଢ଼ିବନି ଖରାଛୁଟି, ବୁଧବାରଠାରୁ ଖୋଲିବ ସ୍କୁଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ବଢ଼ିବନି ଖରାଛୁଟି, ବୁଧବାରଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଖୋଲିବ। ଏନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। କିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବଢ଼ିବାରେ...

ବୁଧବାର ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ବୁଧବାର ଓଡ଼ିଶା ଯୁଗ୍ମ ପ୍ରବେଶିକା ଅନଲାଇନ ଓ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଦକ୍ଷତା...

ଜେଇଇ ଆଡଭାନ୍ସ ରେଜଲ୍ଟ: ଶାୟନ୍ତନ ଧର ଓଡ଼ିଶାରୁ ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଛି ଜେଇଇ ଆଡଭାନ୍ସ ରେଜଲ୍ଟ। ସର୍ବ ଭାରତୀୟ ଟପ୍ପର ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ହୋଇଥିବା ବେଳେ ଓଡ଼ିଶାରୁ ଟପ୍ପର ହୋଇଛନ୍ତି ଶାୟନ୍ତନ ଧର। ସର୍ବଭାରତୀୟ ସ୍ତରରେ ଶାୟନ୍ତନଙ୍କ ରାଙ୍କ ରହିଛି...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ: କାର୍ତ୍ତିକେୟ ଗୁପ୍ତା ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ। ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ହେଲେ ସର୍ବ ଭାରତୀୟ ଟପ୍ପର। ୩୭୨ରୁ ୩୪୬ ନମ୍ବର ରଖି କାର୍ତ୍ତିକେୟ ଟପ୍ପର ହୋଇଛନ୍ତି। ଆହ୍ଲାବାଦର ହିମାଂଶୁ ସିଂହ...

ଚଳିତ ଶିକ୍ଷାବର୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟରେ ଏକକ ସିଲାବସ୍‌ ଲାଗୁ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଚଳିତ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ଲାଗୁ ହେବ ଗୋଟିଏ ସିଲାବସ୍‌। କେବଳ ଅଣ୍ଡର ଗ୍ରାଜୁଏଟ୍‌ ପାଠ୍ୟକ୍ରମ ପାଇଁ ଏହି ଏକକ ସିଲାବସ୍‌ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟର ସମସ୍ତ...

ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଘୋଷଣା ହୋଇଛି ତାରିଖ। ଜୁଲାଇ ୮ରୁ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୪ରେ ତାରିଖ ପର୍ଯ୍ୟନ୍ତ ଚାଲିବ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ଏହା...