ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ମାମଲା -୫ ଶିକ୍ଷକଙ୍କ ନାମରେ ମାମଲା ରୁଜୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଟ୍ରିକ୍ ପରୀକ୍ଷା ପ୍ରଥମ ଦିନରେ ମାତୃଭାଷା ପ୍ରଶ୍ନପତ୍ର ଭାଇରାଲ ନେଇ ଥାନାରେ ମାମଲା ରୁଜୁ କରାଯାଇଛି। ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନାରେ ମାମଲା ରୁଜୁ କଲେ ବିଇଓ। ଭାଇରାଲ ହୋଇଥିବା୨ଟି ହାଇସ୍କୁଲର...
ନବରଙ୍ଗପୁରର ୧୨, ୮୮୯ ପରୀକ୍ଷାର୍ଥି ଦେଲେ ମାଟ୍ରିକ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ନବରଙ୍ଗପୁର ଜିଲ୍ଲାର ୭୨ଟି ପରୀକ୍ଷା କେନ୍ଦ୍ରରେ ୧୨, ୮୮୯ଜଣ ପରୀକ୍ଷାର୍ଥୀ ଦେଇଛନ୍ତି ମାଟ୍ରିକ ପରୀକ୍ଷା। ୧୨ ହଜାର ୩୮୯ଜଣ ରେଗୁଲାର ଓ ୨୬୧ଜଣ ଏକ୍ସ ରେଗୁଲାର ଏବଂ ୫ ଜଣ ପତ୍ର...
ମୟୂରଭଞ୍ଜରେ ୧୮୦ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଲେ ୩୭ ହଜାର ବିଦ୍ୟାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବିଭିନ୍ନ ବିଦ୍ୟାଳୟରେ ପରୀକ୍ଷା ଆରମ୍ଭ କରାଯାଇଛି। ୧୮୦ଟି ପରୀକ୍ଷାକେନ୍ଦ୍ରରେ ମୋଟ ୩୭ହଜାର ୬୪ଜଣ...
ଆଜିଠୁ ଆରମ୍ଭ ମାଟ୍ରିକ୍ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା। ଚଳିତଥର ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ଦେବେ। ଏବର୍ଷ ୫୮ଟି ଫ୍ଲାଇଂ...
ଶୁକ୍ରବାରଠୁ ମାଟ୍ରିକ ପରୀକ୍ଷା – ୫ ଲକ୍ଷ ୭୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୁକ୍ରବାରଠାରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି। ରାଜ୍ୟର ୨ ହଜାର ୯୫୩ଟି ସେଣ୍ଟରରେ ହେବାକୁ ଥିବା ପରୀକ୍ଷା କେନ୍ଦ୍ରରେ ୫...
କେନ୍ଦ୍ରାପଡ଼ାରେ ମାଟ୍ରିକ ପରୀକ୍ଷା ଦେବେ ୨୨,୬୨୬ ପରୀକ୍ଷାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରାପଡ଼ାରେ ୧୦୭ ପରୀକ୍ଷା କେନ୍ଦ୍ର
୯ଟି ବ୍ଲକରେ ୯ଟି ନୋଡାଲ ସେଣ୍ଟର
କପି ରୋକିବାକୁ ଦୁଇଟି ଫ୍ଲାଇଙ୍ଗ ସ୍କ୍ୱାର୍ଡ
ଶୁକ୍ରବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ବିଭାଗ...
ମାଟ୍ରିକ ପରୀକ୍ଷା – ମାନସିକ ସ୍ତରରେ ପିଲାଙ୍କ ସହ ରହନ୍ତୁ ଅଭିଭାବକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ବରିଷ୍ଠ ସାମ୍ବାଦିକ ତଥା ଓଡ଼ିଶାଲାଇଭ୍ର ମୁଖ୍ୟ ସମ୍ପାଦକ ନୀଳାମ୍ବର ରଥ ଦେଇଛନ୍ତି ପରାମର୍ଶ।
ଆସନ୍ତାକାଲିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ପ୍ରତିଟି ଛାତ୍ରଛାତ୍ରୀଙ୍କ ଲାଗି...
ଗୁରୁବାର ଉତ୍କଳ ବିଶ୍ୱବିଦ୍ୟାଳୟର ସବୁ ପରୀକ୍ଷା ବାତିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଭିନ୍ନ ଦାବି ନେଇ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବନ୍ଦକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟର ସବୁ ପରୀକ୍ଷା ବାତିଲ କରାଯାଇଛି। ବାତିଲ...
ଆଜିଠୁ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠୁ ଆରମ୍ଭ ହୋଇଛି ସେଣ୍ଟ୍ରାଲ୍ ବୋର୍ଡ ଅଫ ସେକେଣ୍ଡାରି ଏଜୁକେସନ୍ର (ସିବିଏସ୍ଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଏହି ପରୀକ୍ଷା ଫେବ୍ରୁଆରି ୧୫ରୁ ଏପ୍ରିଲ୍ ୪ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସାରା ଦେଶରେ...
ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ରକୁ ଜଗିବ ସିସିଟିଭି
ଓଡ଼ିଶାଲାଇଭ୍ ବ୍ୟୁରୋ
ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ରକୁ ଏଣିକି ସିସିଟିଭି ଜଗିବ। ଖାତାଦେଖାରେ ସ୍ୱଚ୍ଛତା ଆଣିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି।
ଏନେଇ...





















