ମେ’ ୬ରୁ ୧୦ ଓଜେଇଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏଁ ଆବେଦନ କରିପାରିବେ ପରୀକ୍ଷାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ମେ’ ମାସ ୬ରୁ ୧୦ ତାରିଖ ଯାଏଁ ଅନୁଷ୍ଠିତ ହେବାକୁ ଯାଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ଏହି ପରୀକ୍ଷା ହେବ। ଏଥିପାଇଁ...

ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା...

ଓଡ଼ିଶାରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ରୋକ ଲଗାଇଲେ ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଚାଲିଥିବା କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ। କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗକୁ ନେଇ ହୋଇଥିବା ମାମଲାର ଶୁଣାଣି କରି ଶନିବାର ହାଇକୋର୍ଟ ନିଯୁକ୍ତି...

ଆତ୍ମରକ୍ଷା କୌଶଳ ଶିଖିବେ ଛାତ୍ରୀ, ସବୁ କଲେଜରେ ଖୋଲିବ ସେଲ୍‌ଫ ଡିଫେନ୍ସ କ୍ଲବ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣିକି ଆତ୍ମରକ୍ଷାର କୌଶଳ ଶିଖିବେ ଛାତ୍ରୀମାନେ। ରାଜ୍ୟର ସମସ୍ତ ଯୁକ୍ତ ୩ ଜଲେଜରେ ଛାତ୍ରୀମାନଙ୍କ ଲାଗି ଖୋଲିବ ଆତ୍ମରକ୍ଷା କ୍ଲବ। ଏ ନେଇ ସବୁ କଲେଜର ଅଧ୍ୟକ୍ଷମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ...

ଆଇଆଇଏମସିରେ ସାମ୍ବାଦିକତା ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ, ଆବେଦନର ଶେଷ ତାରିଖ ଜାନୁଆରି ୨୪

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଜନ ସଞ୍ଚାର ସଂସ୍ଥାନରେ (ଆଇଆଇଏମସି) ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୪-୨୫ ଶିକ୍ଷାବର୍ଷରେ ହିନ୍ଦୀ ଓ ଇଂରାଜୀ ସମେତ ଓଡ଼ିଆ, ଉର୍ଦ୍ଦୁ,...

ଓଡ଼ିଶା ସରକାରଙ୍କ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ ଓ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ସୁଯୋଗ,...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗ ଅଧୀନରେ ଥିବା ୬ଟି ବିଦ୍ୟାଳୟରେ ଶିକ୍ଷାବର୍ଷ ୨୦୨୪-୨୫ରେ ନାମଲେଖା ପାଇଁ ପ୍ରକ୍ରିୟା...

ଓଡ଼ିଶାରେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେଲା ମାଗଣା ନିଟ୍‌ ଓ ଜେଇଇ କୋଚିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁବାରଠାରୁ ଆରମ୍ଭ ହୋଇଛି ମାଗଣା ନିଟ୍‌ ଓ ଜେଇଇ କୋଚିଂ। ରାଜ୍ୟର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ...

ବଦଳିଲା ନାଁ, କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଳା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ଜଣାଯିବ। କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାମରେ ନାମିତ କରାଯାଇଛି। ଏବେ ଏହା...

ଆସନ୍ତା ଫେବ୍ରୁଆରି ୧୬ରୁ ଯୁକ୍ତ ଦୁଇ ପରୀକ୍ଷା: ଆଜିଠୁ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ

ଓଡ଼ିଶାଲାଇଭ୍ ବ୍ୟୁରୋ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ଵାରା ପରିଚାଳିତ ଯୁକ୍ତ ୨ ଥିଓରୀ ପରୀକ୍ଷା ଆସନ୍ତା ୨୦୨୪ ଫେବ୍ରୁଆରି ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଆସନ୍ତା ଜାନୁଆରି...

ଯୁକ୍ତ ୨ ପରୀକ୍ଷା: ଡିସେମ୍ବର ୩୦ ସୁଦ୍ଧା ସବୁ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଇବାକୁ ସିଏଚଏସଇର ନିର୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜାନୁଆରି ୨ରୁ ଆରମ୍ଭ ହେବ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା ଏବଂ ପରେ ଫେବ୍ରୁଆରି ୧୬ରୁ ଥିଓରି ପରୀକ୍ଷା। ଏହାପୂର୍ବରୁ ଡିସେମ୍ବର ୩୦ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ସିସିଟିଭି...