ଆଧାରକାର୍ଡ ନଥିଲେ ବି ସ୍କୁଲରେ ହୋଇପାରିବ ପିଲାଙ୍କ ନାମଲେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ଆଧାରକାର୍ଡ ନଥିଲେ ମଧ୍ୟ ପିଲାମାନେ ବିଦ୍ୟାଳୟରେ ନାମ ଲେଖାଇ ପାରିବେ। ଏନେଇ ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର କମିଶନର ତଥା ସଚିବ ରୂପାରୋଶନ ସାହୁ ସବୁ...

ଆଜିଠୁ ଆରମ୍ଭ ହେଲା ଓଜେଇଇ ପରୀକ୍ଷା, ୪୭ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫୫ ହଜାର ପରୀକ୍ଷାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ସୋମବାରଠାରୁ ଆରମ୍ଭ ହୋଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଏମବିଏ, ଏମସିଏ, ଏମଟେକ୍‌, ବି ଫର୍ମା, ଏମ ଫର୍ମା...

ଆଇଆଇଏମ୍‍ସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ: ଆବେଦନର ଶେଷ ତାରିଖ ମେ’ ୨୨

ଓଡ଼ିଶାଲାଇଭ୍ ବ୍ୟୁରୋ (ଢେଙ୍କାନାଳ): ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି)ରେ ଓଡ଼ିଆ, ଉର୍ଦ୍ଦୁ, ମରାଠୀ ଓ ମାଲାୟଲମ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୩-୨୪ ଶିକ୍ଷା...

ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟରରେ ‘ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍’ରେ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍‌ ବ୍ୟୁରୋ ମେକାନିକାଲ ଏବଂ ଇଲେକ୍ଟ୍ରିକାଲ ସର୍ଭିସେସରେ ଆକର୍ଷଣୀୟ କ୍ୟାରିଅର ସୁଯୋଗ ପାଇଁ ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର ପକ୍ଷରୁ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ। ଓଡ଼ିଶାର ବିଭିନ୍ନ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନରୁ...

ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟରରେ ‘ଏୟାର କଣ୍ଡିସନିଙ୍ଗ ଆଣ୍ଡ ରେଫ୍ରିଜେରେସନ’ରେ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍‌ ବ୍ୟୁରୋ ‘ଏୟାର କଣ୍ଡିସନିଂ ଏବଂ ରେଫ୍ରିଜିରେସନ’ ରେ ଆକର୍ଷଣୀୟ କ୍ୟାରିଅର ସୁଯୋଗ ପାଇଁ ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର ପକ୍ଷରୁ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ। ଆଇଟିଆଇ ବା ଡିପ୍ଲୋମା ଇଞ୍ଜିନିୟରିଂ ପାସ୍...

ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟରରେ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ରେ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଶିକ୍ଷିତ ଯୁବକ ଯୁବତୀମାନଙ୍କ ପାଇଁ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ରେ ଆକର୍ଷଣୀୟ କ୍ୟାରିଅର ସୁଯୋଗ ଆଣିଦେଇଛି ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର। ଆଇଟିଆଇ ବା ଡିପ୍ଲୋମା ଇଞ୍ଜିନିୟରିଂ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏଥିରେ ତାଲିମ...

ଅଙ୍ଗନବାଡ଼ି କେନ୍ଦ୍ରରେ ପରିଣତ ହେଲା ୨,୮୩୬ଟି ମିନି ଅଙ୍ଗନବାଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ନିଯୁକ୍ତ ହେବେ ୨,୮୩୬ ଅଙ୍ଗନବାଡ଼ି ସହାୟକ ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର ଉନ୍ନୀତ ହେବ ୨,୮୩୬ଟି ମିନି ଅଙ୍ଗନବାଡ଼ି କର୍ମୀ ପଦବୀ ରାଜ୍ୟରେ ଥିବା...

ବାହାରିଲା ୨୦୨୩ ଜେଇଇ ମେନ୍ ରେଜଲ୍ଟ – ୯୯.୯୮ ପ୍ରତିଶତ ସ୍କୋର କରି ପ୍ରିୟଙ୍କା ସର ଓଡ଼ିଶା ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଶନିବାର ଦିନ ଜେଇଇ ମେନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୯୯.୯୮ ପ୍ରତିଶତ ନମ୍ବର ରଖି ପ୍ରିୟଙ୍କା ସର ରାଜ୍ୟ ଟପ୍ପର ହୋଇଛନ୍ତି। ନାସନାଲ ଟେଷ୍ଟିଂ ଏଜେନ୍ସି...

ଭୁବନେଶ୍ଵରରେ ଅନୁଷ୍ଠିତ ହେଲା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଆରମ୍ଭ ହୋଇଛି। ଗୁରୁବାର ଦିନ ଏହି ବୈଠକରେ ପ୍ରତିନିଧିସ୍ତରୀୟ ଆଲୋଚନା ହୋଇଥିଲା। ଏଥିରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ପ୍ରାଥମିକତା ପ୍ରସଙ୍ଗ ଉପରେ ଅଲୋଚନା...

ଓଡ଼ିଶାରେ ପିଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷାର ବାହାରିଲା ବିଜ୍ଞପ୍ତି, ମେ’ ୧ରୁ ଆବେଦନ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ପିଜି ପାଠପଢ଼ାକୁ ନେଇ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପ୍ରକ୍ରିୟା ଆରମ୍ଭ କରିଛି। ଏଥିପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏକକ ପ୍ରବେଶିକା ପରୀକ୍ଷା (ସିପେଟ୍)...