ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଜାପାନୀ ଭାଷା ସାର୍ଟିଫିକେଟ ପାଠ୍ୟକ୍ରମର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଜାପାନୀ ଭାଷା ସାର୍ଟିଫିକେଟ୍ ପାଠ୍ୟକ୍ରମର ଶୁଭାରମ୍ଭ ହୋଇଛି। ବିଶ୍ୱବିଦ୍ୟାଳୟର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଏହି ପାଠ୍ୟକ୍ରମର ଶୁଭାରମ୍ଭ କରିଥିଲେ।...

ଛାତ୍ର ସଂସଦ ନିର୍ବାଚନ: ମୁଖ୍ୟ ଶାସନ ସଚିବ ଓ ଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ନୋଟିସ

ଓଡ଼ିଶାଲାଇଭ୍ ବ୍ୟୁରୋ ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ, ଉଚ୍ଚଶିକ୍ଷା ବିଭାଗ ସଚିବ ଏବଂ ଗଣଶିକ୍ଷା ବିଭାଗ ସଚିବଙ୍କୁ ନୋଟିସ୍ କରିଛନ୍ତି ଓଡ଼ିଶା ହାଇକୋର୍ଟ। ସପ୍ତାହକ ମଧ୍ୟରେ ନୋଟିସର ଜବାବ...

ବଢ଼ିଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ଫିଲଅପ ଅବଧି

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ଫିଲଅପ ଅବଧି ବଢ଼ିଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ଫିଲଅପ ଅବଧି। ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଅବଧି ବୃଦ୍ଧି ପାଇଛି।...
Utkal University

ଉତ୍କଳ ବିଶ୍ୱବିଦ୍ୟାଳୟରେ ନାକ୍ ଟିମ: ବିଭାଗ ବୁଲିଲେ, ଭିତ୍ତିଭୂମି ପରଖିଲେ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କଳ ବିଶ୍ୱବିଦ୍ୟାଳୟ ଗବେଷଣା ଭିତ୍ତିଭୂମି ଦେଖି ଖୁସିବ୍ୟକ୍ତ କଲେ ନାକ୍ ଟିମ ଉତ୍କଳ ବିଶ୍ୱବିଦ୍ୟାଳୟ ଗସ୍ତରେ ଆସିଛନ୍ତି ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ କାଉନସିଲ(ନାକ୍‌) ପ୍ରତିନିଧି ଦଳ। ପ୍ରଫେସର ପରିମଲ ବ୍ୟାସଙ୍କ ଅଧ୍ୟକ୍ଷତାରେ...

ଉତ୍କଳ ବିଶ୍ୱବିଦ୍ୟାଳୟକୁ ପୁଣି ମିଳିବ ନାକ୍ ‘ଏ+’ ମାନ୍ୟତା!

ଓଡ଼ିଶାଲାଇଭ୍ ବ୍ୟୁରୋ ସେପ୍ଟେମ୍ବର ୨୬ରୁ ୨୮ଯାଏଁ ଉତ୍କଳ ବିଶ୍ୱବିଦ୍ୟାଳୟ ଗସ୍ତ କରିବ ନାକ୍ ଟିମ। ଶିକ୍ଷାର ମାନ, ଭିତ୍ତିଭୂମି ଓ ଗବେଷଣା ବିଷୟ ଉପରେ ହେବ ପୁନଃମୂଲ୍ୟାୟନ ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ କାଉନସିଲ ବା...

ଏକ୍ସଆଇଏମ ବିଶ୍ୱବିଦ୍ୟାଳୟ ପକ୍ଷରୁ ବାର୍ଷିକ ମିଡିଆ କନକ୍ଲେଭ ‘ଜେମ୍ପ୍ଲିଫାଇ ୨୦୨୩’ ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ଏକ୍ସଆଇଏମ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ କମ୍ୟୁନିକେସନ୍ ପକ୍ଷରୁ ଆୟୋଜିତ ହୋଇଯାଇଛି ବାର୍ଷିକ ମିଡିଆ କନକ୍ଲେଭ ‘ଜେମ୍ପ୍ଲିଫାଇ ୨୦୨୩’। 'ନ୍ୟାଭିଗେଟିଂ ନ୍ୟାରେଟିଭସ୍: ଦି ଆର୍ଟ ଅଫ ସ୍କ୍ରିନପ୍ଲେ ରାଇଟିଂ ଆଣ୍ଡ ଡାଇରେକ୍ସନ'...

ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ନାସନାଲ ଟେଷ୍ଟିଂ ଏଜେନ୍ସିର ପରୀକ୍ଷା କ୍ୟାଲେଣ୍ଡର ପ୍ରକାଶିତ, ଜାଣନ୍ତୁ କେବେ ହେବ କେଉଁ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ପରୀକ୍ଷା କ୍ୟାଲେଣ୍ଡର। ସାରା ଭାରତରେ ଆସନ୍ତାବର୍ଷ ହେବାକୁଥିବା ବିଭିନ୍ନ ପ୍ରବେଶିକା ପରୀକ୍ଷାର ତାରିଖ ଏଥିରେ ଘୋଷଣା କରାଯାଇଛି। ଏନଟିଏର...

ଫକୀରମୋହନ ବିଶ୍ଵବିଦ୍ୟାଳୟରେ ‘କମ୍ୟୁନିକେସନ ଫର ସୋସିଆଲ ଆଣ୍ଡ ବିହେଭିୟର ଚେଞ୍ଜ’ ବିଷୟରେ ଡିପ୍ଲୋମା ପାଠ୍ୟକ୍ରମ ପାଇଁ ଆବେଦନ ଜାରି,...

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗରେ ଏକ ନୂଆ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷିକିଆ ପାଠ୍ୟକ୍ରମର ନାମ ରହିଛି ‘ଡିପ୍ଲୋମା ଇନ କମ୍ୟୁନିକେସନ ଫର...

ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ, ବିଶ୍ୱସ୍ତରୀୟ ତାଲିମ ନେଇ ବାହାରିଲେ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ରାଜ୍ୟ ସରକାରଙ୍କ ଦ୍ୱାରା ଭୁବନେଶ୍ୱରଠାରେ ପ୍ରତିଷ୍ଠିତ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୦୨୨-୨୩ ବ୍ୟାଚର ୬ଟି ଟ୍ରେଡରେ ତାଲିମ ପାଠ୍ୟକ୍ରମ ଶେଷ...

ଆନ୍ଦୋଳନରେ ରାଜ୍ୟର ଲକ୍ଷାଧିକ ପ୍ରାଥମିକ ଶିକ୍ଷକ, ଛାତ୍ରଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ୩ ଦଫା ଦାବିରେ ରାଜ୍ୟର ଲକ୍ଷାଧିକ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଓଡ଼ିଶାର ୫୦ ହଜାରରୁ ଅଧିକ ସ୍କୁଲରେ ପାଠପଢ଼ା ପ୍ରଭାବିତ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଶିକ୍ଷକ ଓଡ଼ିଶାରେ...