ସୁନ୍ଦରଗଡ଼ ଜିଲ୍ଲାରେ ‘ହାଇସ୍କୁଲ ରୂପାନ୍ତରଣ’ କାର୍ଯ୍ୟକ୍ରମର ସମୀକ୍ଷା: ଛାତ୍ରଛାତ୍ରୀଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଲେ ୫ଟି ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ଶନିବାର ଦିନ ‘୫ଟି’ ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି...

ମୋ କଲେଜ ଅଭିଯାନ ପକ୍ଷରୁ ‘ଶ୍ରୀଲଙ୍କାର ଆର୍ଥିକ ସଙ୍କଟ’ ଉପରେ ଓ୍ୱେବିନାର

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶ ଦୁନିଆ ସମ୍ପର୍କରେ ଧାରଣା ଦେଇ ଛାତ୍ରଛାତ୍ରୀଙ୍କ ଜ୍ଞାନର ପରିସୀମା ବ୍ୟାପକ କରିବା ପାଇଁ ରାଜ୍ୟ ସରକାରଙ୍କ ମୋ କଲେଜ ଅଭିଯାନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ...

ଅକ୍ଟୋବର ୧୬ରେ ଓଡ଼ିଶା ପ୍ରଶାସନିକ ସେବା (ଓସିଏସ) ପ୍ରିଲିମନାରି ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପ୍ରଶାସନିକ ସେବା (ଓସିଏସ)-୨୦୨୧ ପିଲିମନାରି ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ଅକ୍ଟୋବର ମାସ ୧୬ ତାରିଖରେ ଓସିଏସ୍ ପ୍ରିଲିମ ପରୀକ୍ଷା ହେବା ନେଇ ବୁଧବାର ଦିନ ଓଡ଼ିଶା ପବ୍ଲିକ...

ରାୟଗଡ଼ା: ସ୍କୁଲ ପାଚେରି କାନ୍ଥ ଭୁଶୁଡ଼ି ଛାତ୍ରୀର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ବିଦ୍ୟାଳୟ ପାଚେରି କାନ୍ଥ ଭୁଶୁଡ଼ି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ...

ସୋଆରେ ୫-ଜି ଏବଂ ସଫ୍ଟଓୟାର ଡେଭେଲପମେଣ୍ଟ ଲ୍ୟାବ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ୱାସ୍ଥ୍ୟ, କୃଷି ଏବଂ ଶିକ୍ଷା କ୍ଷେତ୍ରରେ ୫-ଜି ବ୍ୟବହାରର ଅଧିକ ଆବଶ୍ୟକତା ରହିଛି। ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏକ ୫-ଜି ଲ୍ୟାବ ପ୍ରତିଷ୍ଠା ନେଇ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ର...

ଭୁବନେଶ୍ୱରସ୍ଥିତ ‘ୱାର୍ଲ୍ଡ ସ୍କିଲ ସେଣ୍ଟର’ରେ ‘ବ୍ୟୁଟି ଥେରାପି ଏବଂ ହେୟାର ଡିଜାଇନିଂ’ ପାଠ୍ୟକ୍ରମ ପାଇଁ ନାମଲେଖା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=vPW95G9Yd2E] ‘ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା’ ଏବଂ ‘ହେୟାର ଫ୍ୟାସନ ଆଣ୍ଡ ଡିଜାଇନିଂ’ରେ କ୍ୟାରିୟର କରିବାକୁ ଚାହୁଁଥିବା ଶିକ୍ଷିତ ଯୁବକ ଯୁବତୀମାନଙ୍କ ପାଇଁ ଏକ ସୁଯୋଗ। ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ୱରରେ...

ଗୁରୁଙ୍କ ସ୍ମୃତିରେ: ‘ମୋ କଲେଜ’ ଅଭିଯାନକୁ ୧ ଲକ୍ଷ ଟଙ୍କା ଦାନ କଲେ ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟର ଅଧ୍ୟାପିକା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟର ଭିତ୍ତିଭୂମିର ବିକାଶ ଲାଗି ୧ ଲକ୍ଷ ଟଙ୍କା ଦାନ କରିଛନ୍ତି ଅଧ୍ୟାପିକା ଡକ୍ଟର ସ୍ନେହଲତା ଦାସ। ଏହାକୁ ସେ...

କୋରାପୁଟ ଅଲ୍ ଇଣ୍ଡିଆ ଡିଏସଓ ପକ୍ଷରୁ ଦଶମ ଶ୍ରେଣୀ ଫର୍ମ ପୂରଣ ଦେୟ ପ୍ରତ୍ୟାହାର ଦାବି  

ଓଡ଼ିଶାଲାଇଭ୍ ବ୍ୟୁରୋ (କୋରାପୁଟ): ଅଲ୍ ଇଣ୍ଡିଆ ଡିଏସଓ କୋରାପୁଟ ଜିଲ୍ଲା ୟୁନିଟ ପକ୍ଷରୁ ଦଶମ ଶ୍ରେଣୀ ସମିଟିଭ ପରୀକ୍ଷା ଫର୍ମ ପୂରଣ ଦେୟକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବା ଦାବିରେ ଏକ ଦାବିପତ୍ର ଡେପୁଟି ସେକ୍ରେଟାରୀଙ୍କ...

ସେପ୍ଟେମ୍ବର ୨୨କୁ ଇଗ୍ନୋର ନାମଲେଖା ଅବଧି ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୨୦୨୨ ଶିକ୍ଷାବର୍ଷ ପାଇଁ ନାମଲେଖା ଅବଧିକୁ ଇଗ୍ନୋ କର୍ତ୍ତୃପକ୍ଷ ବୃଦ୍ଧି କରିଛନ୍ତି। ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୨୨ ତାରିଖକୁ ଏହି ଅବଧି ବୃଦ୍ଧି କରାଯାଇଛି।...

ଯୁକ୍ତ ଦୁଇ ଦ୍ଵିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବଦେନ କରିପାରିବେ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଇ-ଆଡ୍‌ମିଶନରେ ଭାଗ ନେଇପାରିନଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହି ପରିପ୍ରେକ୍ଷୀରେ ଉଚ୍ଚଶିକ୍ଷା ପ୍ରଦାନ...