ଜେଇଇ ମେନ ପରୀକ୍ଷା ପାଇଁ ବିଜ୍ଞପ୍ତି ଜାରି କଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଜେଇଇ ମେନ ପରୀକ୍ଷା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଗୁରୁବାର ଏନଟିଏ ଜାରି କରିଥିବା ବିଜ୍ଞପ୍ତି ଅନୁସାରେ, ୨୦୨୩-୨୪ ଶିକ୍ଷାବର୍ଷରେ ମେଡିକାଲ...
ଡିସେମ୍ବର ୧୯ରୁ ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମର ଚୂଡ଼ାନ୍ତ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଡିସେମ୍ବର ୧୯ ତାରିଖରୁ ଆରମ୍ଭ ହେବ ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ(ଏଲ୍ଆରପି)ର ଚୂଡ଼ାନ୍ତ ପରୀକ୍ଷା। କରୋନା ସମୟରେ ପାଠପଢ଼ା ପ୍ରଭାବିତ ହୋଇଥିବା ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ତୃତୀୟରୁ ନବମ ଶ୍ରେଣୀ...
ୟୁଜିସିର ନୂଆ ପ୍ରସ୍ତାବ: ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ପଢ଼ିବାକୁ ପଡ଼ିବ ୪ବର୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନର୍ସ ଡିଗ୍ରୀ ପାଇଁ ଚାରି ବର୍ଷ
ସ୍ନାତକ ଡିଗ୍ରୀ ସାର୍ଟିଫିକେଟ ପାଇଁ ପୂର୍ବ ପରି ପଢ଼ିବେ ତିନିବର୍ଷ
ସ୍ନାତକରେ ଅନର୍ସ ଡିଗ୍ରୀ ସାର୍ଟିଫିକେଟ୍ ପାଇଁ ପଢ଼ିବାକୁ ପଡ଼ିବ ୪...
ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ କନ୍ଧମାଳର ମେଧାବୀ ଛାତ୍ର ଇଫୁ ମଲ୍ଲିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଫୁଙ୍କୁ ଉପହାର ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ସହ ସେଲଫି ନେଲେ ଇଫୁ
ଡାକ୍ତର ହେବେ କନ୍ଧମାଳର ମେଧାବୀ ଛାତ୍ର ଇଫୁ ମଲ୍ଲିକ। ତାଙ୍କ ସ୍ଵପ୍ନ ପୂରଣ କରିବା ପାଇଁ ରାଜ୍ୟ ସରକାର...
ଆରମ୍ଭ ହେଲା ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଖାତା ମୂଲ୍ୟାୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୁକ୍ରବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଖାତା ମୂଲ୍ୟାୟନ। ଡିସେମ୍ବର ୯ ଏବଂ ୧୦ ତାରିଖ ଦୁଇଦିନ ମଧ୍ୟରେ ଖାତା ଦେଖା କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ...
ଗରିବ ମେଧାବୀ ମେଡିକାଲ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ବହନ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ମେଧାବୀ ଛାତ୍ର ଇଫୁ ମଲ୍ଲିକ। କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଏମ୍ବିବିଏସ୍ରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।...
ଖଲ୍ଲିକୋଟ: ରାଗିଂ କରିବା ମହଙ୍ଗା ପଡ଼ିଲା, ୭ ଛାତ୍ର କଲେଜ କ୍ୟାମ୍ପସରୁ ଆଉଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଗିଂ ଅଭିଯୋଗ ପରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ସ୍କୁଲର ୭ ଜଣ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସରୁ ସସପେଣ୍ଡ କରାଯାଇଛି। ଆଣ୍ଟି ରାଗିଂ କମିଟିର ସୁପାରିସ ଅନୁସାରେ ସମ୍ପୃକ୍ତ...
ଏଏସଓ ପରୀକ୍ଷା ଅନିୟମିତତା ମାମଲା, ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଏସଓ ପରୀକ୍ଷାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ମେରିଟ୍ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
କମ୍ପ୍ୟୁଟର ଟେଷ୍ଟ ହେଲେ ବି...
ସରିଲା ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା: ଡିସେମ୍ବର ୯ରୁ ଆରମ୍ଭ ହେବ ମୂଲ୍ୟାୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ନଭେମ୍ବର ୨୩ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଶେଷ ହୋଇଛି। ଆସନ୍ତା ଡିସେମ୍ବର ୯ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ। ଏ ନେଇ ବୁଧବାର ଦିନ ମାଧ୍ୟମିକ...
ତୃତୀୟ ଦିନରେ ବି ଗର୍ଜିଲେ ପ୍ରାଥମିକ ଶିକ୍ଷକ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ଵରର ମାହାତ୍ମା ଗାନ୍ଧୀ ମାର୍ଗ ଏବେ ଶିକ୍ଷକମୟ। ତିନିଦିନ ଧରି ବିଦ୍ୟାଳୟ ଛାଡ଼ି ଧାରଣାରେ ହଜାର ହଜାର ଶିକ୍ଷକ। ରାଜ୍ୟର କୋଣଅନୁକୋଣରୁ ୩ ଦଫା ଦାବି ହାସଲ ପାଇଁ ରାଜଧାନୀରେ...




















